ସିଟିଇଟି ପରୀକ୍ଷାକୁ ସ୍ଥଗିତ କଲା ସିବିଏସ୍‌ଇ

ନୂଆଦିଲ୍ଲୀ,୨୬।୬: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି)କୁ ସ୍ଥଗିତ କରିଛି। ଜୁଲାଇ ୫ରେ ହେବାକୁ ଥିବା ୧୪ତମ ସଂସ୍କରଣ ପରୀକ୍ଷାକୁ ସ୍ଥଗିତ ରଖାଯିବା ନେଇ…

ଭାଇ ଅର୍ଜୁନଙ୍କୁ ମା’ ଦେଇଥିବା ସୁନ୍ଦର ଉପହାର କହିଲେ ଅଂଶୁଲା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଜୁନ୍‌ ୨୬ ଅର୍ଥାତ୍‌ ଆଜି ଜନ୍ମଦିନ। ଏହି ଅବସରରେ ସୋସିଆଲ ମିଡିଆରେ ଭଉଣୀ ଅଂଶୁଲା କପୁର ଅର୍ଜୁନଙ୍କୁ ସ୍ବତନ୍ତ୍ର ଶୁଭେଚ୍ଛା…

ମୁଁ ଇନ୍ଦିରା ଗାନ୍ଧୀଙ୍କ ନାତୁଣୀ, ଭାଜପାର ଅଘୋଷିତ ମୁଖପାତ୍ର ନୁହେଁ: ପ୍ରିୟଙ୍କା

ନୂଆଦିଲ୍ଲୀ,୨୬।୬: ଉତ୍ତରପ୍ରଦେଶ କାନପୁରର ଶେଲଟର ହୋମରେ କିଛି ଦିନ ପୂର୍ବରୁ ୫୭ଜଣ ଝିଅ କରୋନା ସଂକ୍ରମିତ ହେବା ସହ ୬ଜଣ ଗର୍ଭବତୀ ହୋଇଥିଲେ। ଯାହାକୁ ନେଇ କଂଗ୍ରେସ…

ଏହି କଳାକାରଙ୍କ ଭାଗ୍ୟ ବଦଳାଇଥିଲା ଗୋଟିଏ ଫୋନ୍‌ କଲ୍‌

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କ ସହ ଫିଲ୍ମ ‘ବେବି’ରେ ଏକ ଗୁପ୍ତଚର ଭୂମିକାରେ ଅଭିନୟ କରିଥିଲେ ଅଭିନେତା କରଣ ଆନନ୍ଦ। ତେବେ ତାଙ୍କ ଅଭିନୟ ଜୀବନ ଅତ୍ୟନ୍ତ…

ଉଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୬।୬- ଉଲିବୁରୁ ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଶୁକ୍ରବାର ହାଇକୋର୍ଟରୁ ଜାମିନ ମିଳିଛି। ତାଙ୍କ ଆବେଦନର ଶୁଣାଣି କରି ବିଚାରପତି ସଙ୍ଗମ…

ବ୍ରହ୍ମପୁରରେ ୪ ଦିନିଆ ଶଟ୍‌ଡାଉନ୍‌ ଘୋଷଣା: ଅତ୍ୟାବଶ୍ୟକୀୟ ସାମଗ୍ରୀ ନେବାକୁ ବଜାରରେ ଅସମ୍ଭାଳ ଭିଡ଼

ବ୍ରହ୍ମପୁର ଅଫିସ,୨୬ା୬: କରୋନା ସଂକ୍ରମଣ ରୋକିବା ଦୃଷ୍ଟିରୁ ଜିଲା ପ୍ରଶାସନ ପକ୍ଷରୁ ଶନିବାରଠାରୁ ୪ ଦିନ ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଶୁକ୍ରବାର ସକାଳୁ…

୭ ଏନ୍‌ଡିଆର୍‌ଏଫ୍‌ ଯବାନଙ୍କୁ କରୋନା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୨୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୭ଜଣ ଏନ୍‌ଡିଆର୍‌ଏଫ୍‌ର ଯବାନ ରହିଛନ୍ତି। ଯବାନମାନେ ଅମ୍ଫନ ଡ୍ୟୁଟି ପାଇଁ ପଶ୍ଚିମବଙ୍ଗ ଯାଇଥିଲେ। ଏନେଇ…

କୋଭିଡ୍‌-୧୯ କାର୍ଯ୍ୟରେ ଅବହେଳା କରି ସିଆର୍‌ସିସି ନିଲମ୍ବିତ

ବନ୍ତ,୨୬ା୬(ଡି.ଏନ୍‌.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ବନମାଳୀ ନାୟକଙ୍କୁ ଗୁରୁବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। କୋଭିଡ୍‌-୧୯ କାର୍ଯ୍ୟରେ ଅବହେଳା…

ପ୍ରଧାନମନ୍ତ୍ରୀ ମୋଦି ଶୁଭାରମ୍ଭ କଲେ ‘ଆତ୍ମନିର୍ଭର ଅଭିଯାନ’: ଉତ୍ତର ପ୍ରଦେଶରେ ୧.୨୫କୋଟି ଶ୍ରମିକଙ୍କୁ ମିଳିବ ରୋଜଗାର

ଲକ୍ଷ୍ନୌ,୨୬।୬: କରୋନା ସଙ୍କଟ ଓ ଲକ୍‌ଡାଉନ୍‌ ଯୋଗୁ କୋଟି କୋଟି ଶ୍ରମିକ ନିଜ ଘରକୁ ଫେରିଆସିଛନ୍ତି। ରାଜ୍ୟକୁ ଫେରିବା ପରେ ସେମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ଉରତ୍ତରପ୍ରଦେଶ…

ବାହାର ଜିଲା ପୋଲିସଙ୍କୁ ପୁରୀ ମନା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପୁରୀ ଯାଇପାରିବେ ନାହିଁ ଜିଲା ବାହାରର ପୋଲିସ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭକ୍ତଶୂନ୍ୟ ରଥଯାତ୍ରା କରାଯାଉଛି। ଶ୍ରୀଜିଉଙ୍କୁ ଦର୍ଶନରେ ସ୍ବଚ୍ଛତା ଅବଲମ୍ବନ ଲାଗି ପୋଲିସ ଡିଜି…