୧୨ ଟି ବିଭାଗରେ ନିଯୁକ୍ତି ପାଇଲେ ୭,୨୯୩: ସ୍ୱଚ୍ଛତା ଓ ସାଧୁତା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର,୨୫।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମଠାରେ ଅନୁଷ୍ଠିତ ଦ୍ୱାଦଶ ନିଯୁକ୍ତିମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ- ୨୦୨୫ ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ…

ବଦଳିବ ସମୀକରଣ! ଦୁଇ ଯୁବ ନେତାଙ୍କୁ ନେଇ ଗୋପାଳପୁର ନିର୍ବାଚନମଣ୍ଡଳୀରେ ଚର୍ଚ୍ଚା ଜୋରଦାର…

ଗୋପାଳପୁର,୨୫।୧୧(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ପରଠାରୁ ଗଞ୍ଜାମ  ପଟ୍ଟ ପରିବର୍ତନ ହୋଇଛି। ରାଜ୍ୟରେ ଭାଜପା ଶାସନ ଭାର ଗ୍ରହଣ କରିଥିବା ବେଳେ ଗଞ୍ଜାମ ରାଜନୀତିରେ ମଧ୍ୟ…

ବାଲି ମାଫିଆଙ୍କ ଆକ୍ରମଣରେ ବେତନଟୀ ତହସିଲଦାରଙ୍କ କର୍ମଚାରୀ ଆହତ , ଦୁଇ ଗିରଫ

ବୈଶିଙ୍ଗା,୨୫|୧୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ତହସିଲଦାରଙ୍କ ଉପରେ ୧୮ ନଂ ଜାତୀୟ ରାଜପଥର ତୁଳସୀଚଉରା ନିକଟରେ ଚୋରା ବାଲି ଟ୍ରାକ୍ଟରକୁ ଅଟକାଇବା ଘଟଣାରେ ଉତକ୍ଷିପ୍ତ ହୋଇ…

ଗ୍ରାମପଞ୍ଚାୟତସ୍ତରୀୟ ଏକାଭିମୁଖୀତା ମେଳା, ଅଞ୍ଚଳର ବିକାଶ-ଆବଶ୍ୟକତା ନେଇ…

ଦାରିଙ୍ଗବାଡି, ୨୫ା୧୧ (ଅରୁଣ ସାହୁ): ଗାଁ ର ବିକାଶ ହେଲେ ପଞ୍ଚାୟତର ବିକାଶ ହେବ। ପଞ୍ଚାୟତ ଏବଂ ବ୍ଲକର ବିକାଶ ହେଲେ ରାଜ୍ୟ ଓ ଦେଶର ପ୍ରଗତି…

କଳାହାଣ୍ଡି ପାଇଁ ଗୌରବ ଆଣିଲେ କ୍ୟାଡେଟ୍‌ ନମିତା ସାହୁ

ଭବାନୀପାଟଣା,୨୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କଳା ତୃତୀୟ ବର୍ଷର ଛାତ୍ରୀ ତଥା ଆର୍ମି ଏନ୍‌ସିସିର ଜୁନିୟର ଅଣ୍ଡର ଅଫିସର ନମିତା…

“ଅରୁଣାଚଳ ଆମର ଅଞ୍ଚଳ”: ଭାରତୀୟ ମହିଳାଙ୍କ ଅଭିଯୋଗକୁ ଖଣ୍ଡନ କଲା ଚାଇନା

ନୂଆଦିଲ୍ଲୀ,୨୫।୧୧: ଅରୁଣାଚଳ ପ୍ରଦେଶର ଜଣେ ଭାରତୀୟ ମହିଳାଙ୍କୁ ସାଂଘାଇ ବିମାନବନ୍ଦରରେ ହଇରାଣ କରାଯାଇଥିବା ଅଭିଯୋଗକୁ ଚାଇନା ମଙ୍ଗଳବାର ଖାରଜ କରିଛି। ଏହା ସହିତ ଚାଇନା ବିଦେଶ ମନ୍ତ୍ରାଳୟ…

୨୦୩୬ ସୁଦ୍ଧା ୫୦୦ ବିଲିୟନ ଅର୍ଥନୀତି ପାଇଁ ଓଡ଼ିଶାକୁ ୫ ଗୁଣା ଅଭିବୃଦ୍ଧି କରିବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ ମାଝୀ

ଭୁବନେଶ୍ୱର,୨୫।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର କହିଛନ୍ତି ଯେ, ୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାରର ଅର୍ଥନୀତି ହାସଲ କରିବାକୁ ହେଲେ ଓଡ଼ିଶାକୁ ଆସନ୍ତା ଦଶନ୍ଧି…

ମା’ଙ୍କ ଶୁଦ୍ଧି କାର୍ଯ୍ୟ ପାଇଁ ଯାଉଥିଲେ: ଟାଟା ଏସିଇ ସହ ମୁହାଁମୁହିଁ ଧକ୍କା; ଚାଲିଗଲା ସାନଭାଇଙ୍କ ଜୀବନ, ବଡ଼ଭାଇ…

ଦିଗପହଣ୍ଡି,୨୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି - ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟରେ ମଙ୍ଗଳବାର…

ଓଡ଼ିଶା: ଆଜିର ଫଟୋ ( ୨୫ ନଭେମ୍ବର, ୨୦୨୫ )

ଭେଟେରାନ କଳାକାର ଧମେନ୍ଦ୍ରଙ୍କ ସ୍ମୃତିରେ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ସ୍ୟାଣ୍ଡ ଆନିମେସନ   କଟକ ମଙ୍ଗଳାବାଗ କାଠଗୋଲା ରୋଡରେ ଥିବା ଡାଏଗ୍ନୋଷ୍ଟିକ୍ କେନ୍ଦ୍ରକୁ ରାଜ୍ୟ ଯାଞ୍ଚ…

ଓଭରଟେକ୍‌ କରୁଥିବା ବେଳେ ଭୟଙ୍କର ଦୁର୍ଘଟଣା: କାର୍‌ ଚୁରମାର, ଡ୍ରାଇଭର…

କୋରାପୁଟ,୨୫।୧୧(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠରେ ଥିବା ଲାଣ୍ଡିଗୁଡାସ୍ଥିତ ଡିଏଭି ମହାବିଦ୍ୟାଳୟ ନିକଟରେ ଥିବା ୨୬ ନଂ ଜାତୀୟ ରାଜପଥରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଟ୍ରକକୁ…