ଅଧାରାତିରେ ଥରିଲା ମିଜୋରାମ

ଆଇଜଲ, ୨୫।୬: ମିଜୋରାମରେ ବୁଧବାର ବିଳମ୍ବିତ ରାତ୍ରରେ ଭୂକମ୍ପ ଅନୁଭୁତ ହୋଇଛି। ରାତ୍ର ୧ଟା ୧୪ ସମୟରେ ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫…

CORONAVIRUS UPDATE: ରାଜ୍ୟରେ ପୁଣି ୨୧୦ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨କୁ ବୃଦ୍ଧି

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୨୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ…

ବନ୍ଦ ହେବ ‘କ୍ରିକେଟ୍‌ ସମ୍ରାଟ୍‌’, ଲୋକେ ହେଲେ ଇମୋଶ୍‌ନାଲ୍‌

ଭାରତରେ କ୍ରିକେଟର ଲୋକପ୍ରିୟତା ସବୁଠୁ ଊର୍ଦ୍ଧ୍ୱରେ। ଏଠାରେ କ୍ରିକେଟରମାନଙ୍କୁ ଭଗବାନଙ୍କ ପରି ପୂଜା କରାଯାଏ। କ୍ରିକେଟ ଖବରର ଏହି ପାଗଳ ପ୍ରଶଂସକଙ୍କ ପାଇଁ ଏକ ଦୁଃଖ ଖବର…

୩୭ ବର୍ଷ ତଳେ ଭାରତ ହୋଇଥିଲା ବିଶ୍ୱ ବିଜେତା: ୧୪୦ ରନ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ହୋଇଥିଲା ଅଲ୍‌ଆଉଟ୍‌

ନୂଆଦିଲ୍ଲୀ, ୨୫।୬: ଆଜିକୁ ୩୭ ବର୍ଷ ତଳେ ଭାରତ କ୍ରିକେଟ ବିଶ୍ୱ କପ୍‌ ହାସଲ କରିଥିଲା। ୧୯୮୩ ଜୁନ୍‌ ୨୫ରେ ଫାଇନାଲ୍‌ ମ୍ୟାଚ୍‌ରେ ଲଗାତାର ଦୁଇଥର ଚମ୍ପିୟନ…

ଇରାନରେ ବଳି ପଡୁଛନ୍ତି ମହିଳା

ନୂଆଦିଲ୍ଲୀ: ପୁରୁଷ ପ୍ରାଧାନ୍ୟ ଇରାନରେ ‘ଓମେନ କିଲିଂ’ ବା ମହିଳାଙ୍କୁ ହତ୍ୟା ଏକ ସାଧାରଣ କଥା। ଗତ ମାସରେ ୩ ଯୁବତୀଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା…

ହାଜତରେ ବାପ-ପୁଅଙ୍କ ମୃତ୍ୟୁ

ତୁତିକୋରିନ୍‌ (ତାମିଲନାଡ଼ୁ), ୨୫ା୬: ତାମିଲନାଡ଼ୁର ସଥନକୁଲମ୍‌ ପୋଲିସଷ୍ଟେଶନରେ ବାପା-ପୁଅଙ୍କ ହାତଜ ମୃତ୍ୟୁକୁ ନେଇ ପରିସ୍ଥିତି ସରଗରମ୍‌ ହୋଇପଡ଼ିଛି। ଏହାକୁ ବିରୋଧ କରି ବୁଧବାର ଜିଲାର ସମସ୍ତ ଦୋକାନ…

ଭର୍ତ୍ତୃହରିଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର

ଚେନ୍ନାଇ, ୨୫ା୬: ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ସମେତ ପାର୍ଲାମେଣ୍ଟର ୧୦ ସଦସ୍ୟଙ୍କୁ ୨୦୨୦ର ସଂସଦରତ୍ନ ପୁରସ୍କାର ଦିଆଯିବ। ସପ୍ତଦଶ ଲୋକ ସଭାର ପ୍ରଥମ ବର୍ଷରେ ସେମାନଙ୍କ…

ମହାକାଶ କାର୍ଯ୍ୟକ୍ରମରେ ଘରୋଇ କ୍ଷେତ୍ରକୁ ସୁଯୋଗ

ନୂଆଦିଲ୍ଲୀ,୨୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ମହାକାଶ କ୍ଷେତ୍ରରେ ବଡ଼ ସଂସ୍କାର ଆଣିବା ଲାଗି ଐତିହାସିକ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟର…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାହାଘର

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୨୫ା୬ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ତେଲେନପାଲିରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ତେଲେନପାଲି ସରପଞ୍ଚ କୁନ୍ତଳା…

ଆଜିଠୁ ଭକ୍ତ ପାଇବେ ମହାପ୍ରସାଦ

ପୁରୀ ଅଫିସ,୨୫ା୬: ଜନ୍ମବେଦିରେ ମହାପ୍ରଭୁ ବିଜେ କରିବା ପରେ ଆଡ଼ପ ଦର୍ଶନ ପାଇଁ ଭକ୍ତ ମନ ବ୍ୟାକୁଳ ହୋଇଥାଏ। ସେହିପରି ଆଡ଼ପ ଅବଢ଼ା ପାଇବାକୁ ସମସ୍ତେ ଚାହିଁ…