ମହାକାଶ କାର୍ଯ୍ୟକ୍ରମରେ ଘରୋଇ କ୍ଷେତ୍ରକୁ ସୁଯୋଗ

ନୂଆଦିଲ୍ଲୀ,୨୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ମହାକାଶ କ୍ଷେତ୍ରରେ ବଡ଼ ସଂସ୍କାର ଆଣିବା ଲାଗି ଐତିହାସିକ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟର…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାହାଘର

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୨୫ା୬ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ତେଲେନପାଲିରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ତେଲେନପାଲି ସରପଞ୍ଚ କୁନ୍ତଳା…

ଆଜିଠୁ ଭକ୍ତ ପାଇବେ ମହାପ୍ରସାଦ

ପୁରୀ ଅଫିସ,୨୫ା୬: ଜନ୍ମବେଦିରେ ମହାପ୍ରଭୁ ବିଜେ କରିବା ପରେ ଆଡ଼ପ ଦର୍ଶନ ପାଇଁ ଭକ୍ତ ମନ ବ୍ୟାକୁଳ ହୋଇଥାଏ। ସେହିପରି ଆଡ଼ପ ଅବଢ଼ା ପାଇବାକୁ ସମସ୍ତେ ଚାହିଁ…

ଶ୍ରୀଦେବୀଙ୍କୁ ମହାପ୍ରଭୁ ଦେଇଯାନ୍ତି କଳମ ଶାଗ

ପୁରୀ ଅଫିସ,୨୫ା୬: ଘୋଷଯାତ୍ରାରେ ବାହାରିଥିବା ଦାରୁଦିଅଁ ଏବେ ଆଡ଼ପ ମଣ୍ଡପରେ। ଏପଟେ ଶ୍ରୀମନ୍ଦିର ଖଁା ଖଁା। ଏମିତି ବି ୩ ମାସରୁ ଊର୍ଦ୍ଧ୍ୱ ହେଲାଣି କରୋନା ପାଇଁ…

ହିନ୍ଦୁଜା ପରିବାରରେ ସମ୍ପତ୍ତି ବିବାଦ; କ’ଣ ରହିଛି କାରଣ

ନୂଆଦିଲ୍ଲୀ,୨୫।୬ : ବ୍ରିଟେନର ହିନ୍ଦୁଜା ଗ୍ରୁପ୍‌ର ଜଡ଼ିତ ଭାଇଙ୍କ ମଧ୍ୟରେ ସମ୍ପତ୍ତି ବିବାଦ ଦେଖାଯାଇଛି। ଏହି ବିବାଦ ବର୍ତ୍ତମାନ ବ୍ରିଟେନର ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଥିବା ଜଣାପଡ଼ିଛି। ଏହି…

କୋଣାର୍କରେ ପ୍ରଥମଥର ୪ ପଜିଟିଭ୍‌

କୋଣାର୍କ,୨୫ା୬(ଡି.ଏନ୍‌.ଏ): କୋଣାର୍କରେ ପ୍ରଥମଥର ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। କୋଣାର୍କ ଏନଏସିରେ ୩ଜଣ ଓ ଏହି ଥାନା ଅନ୍ତର୍ଗତ ବନାଖଣ୍ଡି ପଞ୍ଚାୟତ ମାଙ୍କରଗୋରଡି ଗ୍ରାମର ୧ଜଣ…

ହୋମ୍‌ କ୍ୱାରାଣ୍ଟାଇନ୍‌ ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ

ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ। ବୟସ୍କ ବ୍ୟକ୍ତିଙ୍କୁ କିପରି ସୁରକ୍ଷା ଦିଆଯିବ…

ବାଂଲାଦେଶର ଶ୍ରୀଲଙ୍କା ଗସ୍ତ ସ୍ଥଗିତ

ଦୁବାଇ, ୨୫।୬(ପି.ଟି.)-  କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବାଂଲାଦେଶ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତକୁ ସ୍ଥଗିତ ରଖା ଯାଇଛି। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ(ଆଇସିସି) ପକ୍ଷରୁ ଟୁଇଟର…

ଜେଲରେ ବିସ୍ଫୋରକ ରୂପ ନେବ କରୋନା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଓଡ଼ିଶା ଜେଲ୍‌ରେ ପଶିଲାଣି ମହାମାରୀ କରୋନା। ପୁରୀ, ରାଉରକେଲା ଓ ବ୍ରହ୍ମପୁର ଜେଲ୍‌ର ୧୦ କଏଦୀଙ୍କଠାରେ କୋଭିଡ୍‌-୧୯ ପଜିଟିଭ୍‌ ଠାବ ପରେ ଜେଲ୍‌ରେ ଏବେ ଭୟର…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣା: ୧୦ ଅଧିକାରୀ, ୩ ସରପଞ୍ଚଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ବାରିପଦା ଅଫିସ, ୨୫ା୬: ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଅଧୀନ ବରେହିପାଣି, ଗୁଡ଼ୁଗୁଡ଼ିଆ ଓ ଧଳବଣୀ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣାରେ ୧୦ ସରକାରୀ ଅଧିକାରୀ…