ଡାଟାବେଶରେ ମିଳିବ କଳାକାରଙ୍କ ତଥ୍ୟ: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଜିଲାପାଳଙ୍କୁ ଚିଠି

ଯାଜପୁର ଅଫିସ,୧୪।୫: ରାଜ୍ୟ ସରକାର କଳାକାରମାନଙ୍କର ଏକ ଡାଟାବେଶ୍‌ ବା ତଥ୍ୟପୂର୍ଣ୍ଣ ତାଲିକା ପ୍ରସ୍ତୁତ କରିବାକୁ ଯାଉଛନ୍ତି। ପୂର୍ବରୁ ରାଜ୍ୟ ସରକାର ଜିଲା କଳା ସଂସ୍କୃତି ସଂଘ,…

ମହିଳା ଶ୍ରମିକଙ୍କୁ ଫୋନରେ ବିଡିଓଙ୍କ ଦୁର୍ବ୍ୟବହାର: ଯୁକ୍ତିତର୍କର ଅଡିଓ ଭାଇରାଲ

ଅନୁଗୋଳ ଅଫିସ/ଛେଣ୍ଡିପଦା, ୧୪।୫- ଅନୁଗୋଳ ଜିଲା ଛେଣ୍ଡିପଦା ବିଡିଓ ସୁନୀଲ କୁମାର କେର୍କେଟା କେତେଜଣ ମହିଳା ଶ୍ରମିକଙ୍କୁ ଫୋନରେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହେଉଛି। ସମ୍ପୃକ୍ତା ମହିଳା…

କିମ୍ଭିରିଆପାଳରେ ୨ କରୋନା ପଜିଟିଭ୍‌:  ଗୋବିନ୍ଦାବାଟି, ମିଳିମିଳାପୁର, ମାଳଦା ଗ୍ରାମ ୨୪ ଘଣ୍ଟାଆ ସର୍ଟଡାଉନ

ବରୀ(ସ୍ବ.ପ୍ର.)/ରତ୍ନଗିରି, ୧୪।୫ (ଡି.ଏନ୍‌.ଏ): ବରୀ ବ୍ଲକ ଅଧୀନ କିମ୍ଭିରିଆପାଳ ପଞ୍ଚାୟତ ଗୋବିନ୍ଦାବାଟି ଗ୍ରାମରୁ ଗୁରୁବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ଦୁଇ ଭାଇ…

ଅନ୍ଧାରରେ ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତ

ସଜନାଗଡ଼, ୧୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ୧୯ନଂ. ରାଜ୍ୟ ରାଜପଥ ସଜନାଗଡ଼ ପଞ୍ଚାୟତ ରାସ୍ତା ପାର୍ଶ୍ୱରେ ଥିବା ୩୩ କେଭି ବିଦ୍ୟୁତ୍‌ଖୁଣ୍ଟକୁ ଏକ ଅଜଣା ଗାଡ଼ି…

ସରପଞ୍ଚଙ୍କ ସଟ୍‌ଡାଉନ୍‌ ନିଷ୍ପତ୍ତିକୁ ବ୍ଲକ ପ୍ରଶାସନର ନାଁ; କ୍ଷମତାର ଅପବ୍ୟବହାର କରୁଛନ୍ତି ସରପଞ୍ଚ

ଚଣ୍ଡିଖୋଲ୧୪।୫ (ଡି.ଏନ୍‌.ଏ.): ବଡଚଣା ବ୍ଲକ ଅଧୀନ ସୁଙ୍ଗୁଡା ପଞ୍ଚାୟତକୁ ୧୩ ତାରିଖ ସନ୍ଧ୍ୟା ୫ଟାରୁ ୪୮ ଘଣ୍ଟା ସଟ୍‌ଡାଉନ୍‌ କରିବାକୁ ସରପଞ୍ଚ ନିଷ୍ପତ୍ତି ନେଇଥିବା ବେଳେ ଏହାକୁ…

ପ୍ରେମ ବ୍ୟାପାରରୁ ଯୁବକଙ୍କ ଜୀବନ ଗଲା: ୨ ଗିରଫ

ବାଲେଶ୍ୱର ଅଫିସ,୧୪।୫-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗୋଶାଳପଦାର ଜଣେ ଯୁବକଙ୍କୁ ପ୍ରେମ ବ୍ୟାପାର ପାଇଁ ହତ୍ୟା କରାଯାଇ ବୁଢ଼ାବଳଙ୍ଗ ନଦୀରେ ଫୋପାଡ଼ି ଦିଆଯାଇଛି। ପୋଲିସ ମୃତଦେହକୁ…

ଲକଡାଉନରେ କ’ଣ କରୁଛନ୍ତି କୋହଲି

ସ୍ପୋଷ୍ଟ୍ସ ରାଉଣ୍ଡଅପର ଏହି ଏପିସୋଡରେ ଦେଖିବା ଲକଡାଉନ ସମୟରେ କେମିତି ସମୟ ବିତାଉଛନ୍ତି ଭାରତୀୟ କ୍ରିକେଟ ଟିମର ଅଧିନାୟକ ବିରାଟ କୋହଲି । IPL ଆଯୋଜନ ଲାଗି…

ପ୍ରବାସୀ ଶ୍ରମିକଙ୍କ ଭିଡ, ଖରିଆର ରୋଡ ୭ଘଣ୍ଟା ସଟ୍‌ଡାଉନ

ନୂଆପଡା ଅଫିସ,୧୪ା୫-ଛତିଶଗଡ ସୀମାନ୍ତ ନୂଆପଡା ଜିଲା ଖରିଆରରୋଡରେ ଗୁରୁବାର ସକାଳେ ୧୫ଶହରୁ ଉର୍ଦ୍ଧ୍ୱ ଶ୍ରମିକ ପ୍ରବେଶ କରିବା ପରେ ପ୍ରଶାସନ ତପତ୍ରତା ପ୍ରକାଶ କରିଥିଲା। ଜିଲାପାଳ ମଧୁସ୍ମିତା…

କୃଷି କ୍ଷେତ୍ର ପାଇଁ ମିଳିବ ୮୬, ୬୦୦ କୋଟିର ଋଣ

ନୂଆଦିଲ୍ଲୀ, ୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଆତ୍ମନିର୍ଭର ଭାରତର ଅଧିନରେ ଘୋଷଣା ହୋଇଥିବା ଆର୍ଥିକ ପ୍ୟାକେଜରେ ଚାଷୀ…

ରାଜ୍ୟର ୪ ପ୍ରମୁଖ ସ୍ଥାନରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର,୧୪।୫(ଡି.ଏନ.ଏ.)-ରାଜ୍ୟର ୪ଟି ପ୍ରମୁଖ ସ୍ଥାନରେ ଗୁରୁବାର ଶ୍ରମିକ ସ୍ପେଶାଲ ଟ୍ରେନ ଯୋଗେ ପ୍ରବାସୀମାନେ ଆସି ପହଞ୍ଚିଛନ୍ତି। ପ୍ରାୟ ୪ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଭଦ୍ରକ, ଖୋର୍ଦ୍ଧା, ବାଲେଶ୍ୱର…