ଲକ୍‌ଡାଉନ ପ୍ରଭାବ: ବଡ଼ ପରଦାରେ ରିଲିଜ୍‌ ହେବ ନାହିଁ ଫିଲ୍ମ ‘ଗୁଲାବୋ ସିତାବୋ’

ମୁମ୍ବାଇ: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ଦେଶବ୍ୟାପି ଲକ୍‌ଡାଉନ ଜାରି ରହିଥିବାରୁ ବହୁ ଫିଲ୍ମ ଶୁଟିଂ ଓ ରିଲିଜ୍‌…

ମନ୍ତ୍ରୀସ୍ତରୀୟ ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୂଚନା: ରାଜ୍ୟରେ କୋଭିଡ-୧୯ ପରୀକ୍ଷଣ, ବେଡ ସଂଖ୍ୟା ବୃଦ୍ଧି ପାଇଁ ପ୍ରସ୍ତାବ ଗୃହୀତ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି…

ଅପରାହ୍ନରେ ଅର୍ଥମନ୍ତ୍ରୀ କରିବେ ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା…

ପୃଥିବୀରୁ ଶେଷ ହୋଇ ନ ପାରେ କରୋନା ମହାମାରୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୪।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢୁଛି। ଏପରିସ୍ଥଳେ ବିଶ୍ୱ…

କୁକୁର କାମୁଡ଼ାରେ ୧୨ରୁ ଊର୍ଦ୍ଧ୍ୱ ଆହତ

ବଅଁରପାଳ,୧୪ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନାଲ୍‌କୋ ସିପିପି ହଟିଂ ଓ ବଳରାମ ପ୍ରସାଦ ଗ୍ରାମର ଅମାପୁର ଓ ଭାଲୁଜିବିଧରି ସାହିରେ ପାଗଳା କୁକୁରଙ୍କ ଉତ୍ପାତ…

କରୋନା ରୋକିବା ଲାଗି ସରପଞ୍ଚଙ୍କ ଶପଥ ପାଠ

ଭଣ୍ଡାରିପୋଖରୀ,୧୪ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତର ସରପଞ୍ଚ ସଂଗୀତା ଖଣ୍ଡେଇଙ୍କ ତତ୍ତ୍ୱାବଧାନରେ କରୋନା ମହାମାରୀ ପରିପ୍ରେକ୍ଷୀରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କେଉଁଠି ରଖିବେ କରୋନା ସଂକ୍ରମିତ ବ୍ୟକ୍ତି ବ୍ୟବହାର କରିଥିବା ବାସନ, ଲୁଗାପଟା

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୂରେଇବା ପାଇଁ ହେଲେ ମୁଖ୍ୟତଃ ସଫା ସୁତୁରା ରହିବା ସହ ସୋସିଆଲ ଡିଷ୍ଟାନସିଂକୁ…

ଚିତୋର ସ୍ବତନ୍ତ୍ର ଟ୍ରେନ୍‌ରେ ଓଡ଼ିଶା ଫେରିଲେ ୧୨ ଶହ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୪ା୫: ଚିତୋରରୁ ଭଦ୍ରକ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ଖୋର୍ଦ୍ଧା ରୋଡ୍‌ ରେଳ ଷ୍ଟେଶନରେ ଗୁରୁବାର ପହଞ୍ଚିଛି। ୩୦ ଜିଲାରୁ ୧୨ଶହ ପ୍ରବାସୀ ଓଡ଼ିଶା ଫେରିଛନ୍ତି।…

ବଡ଼ଚଣା ବ୍ଲକ ଅଞ୍ଚଳରୁ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ

ଚଣ୍ଡିଖୋଲ,୧୪।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ସାଉଡିଆ ପଞ୍ଚାୟତରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବ୍ଲକର ଏହା ପ୍ରଥମ ପଜିଟିଭ ବୋଲି ସ୍ବାସ୍ଥ୍ୟ ଓ ପରିବାର…

ବଲାଙ୍ଗୀରରେ ପହଞ୍ଚିବେ ପ୍ରବାସୀ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବଲାଙ୍ଗୀର,୧୪ା୫: ବଲାଙ୍ଗୀର ରେଲ୍‌ୱେ ଷ୍ଟେଶନରେ ଗୁରୁବାର ମଧ୍ୟାହ୍ନରେ ତାମିଲନାଡୁର ତିରୁପୁରରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିବ। ଏହି ଟ୍ରେନରେ ଆସୁଥିବା ପ୍ରବାସୀଙ୍କ ସୁବିଧାଜନକ ଆଗମନ ଓ…