ହସ୍ପିଟାଲକୁ ଆତଙ୍କବାଦୀଙ୍କ ଟାର୍ଗେଟ: ୧୬ ନିହତ

କାବୁଲ,୧୪ା୫: ଆଫଗାନିସ୍ତାନ ରାଜଧାନୀ କାବୁଲର ପଶ୍ଚିମପାର୍ଶ୍ୱରେ ଥିବା ଏକ ହସ୍ପିଟାଲ ଉପରେ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୁଇଜଣ ନବଜାତ…

୪ ଦଶନ୍ଧି ପରେ କମିଛି ଅଙ୍ଗାରକାମ୍ଳ ନିର୍ଗମନ

ନୂଆଦିଲ୍ଲୀ,୧୪ା୫: ଭାରତରେ ଗତ ମାର୍ଚ୍ଚ ୨୫ରୁ ବିଭିନ୍ନ ପର୍ଯ୍ୟାୟରେ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ କଳକାରଖାନା ବନ୍ଦ ହୋଇଯାଇଥିବାବେଳେ ପ୍ରାୟତଃ ଗାଡ଼ିମୋଟର ଚଳାଚଳ କରୁନାହିଁ। ଅର୍ଥନୀତି ଉପରେ…

CORONAVIRUS UPDATE: ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ…

ଆଜିଠାରୁ ଫେରନ୍ତାଙ୍କ ପାଇଁ ‘ସଟଲ ବସ୍‌’ ସେବା

ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଓଡ଼ିଶା ବାହାରୁ ଆସୁଥିବା ଲୋକଙ୍କ ପାଇଁ ‘ମୋ ବସ୍‌’ ପକ୍ଷରୁ ସ୍ବତନ୍ତ୍ର ‘ସଟଲ ବସ୍‌’ ସେବା ଗୁରୁବାରଠାରୁ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ…

ତିନିରଥର ୬ ଚକ ନିର୍ମାଣ ଶେଷ

ପୁରୀ ଅଫିସ, ୧୪ା୫: ଆସନ୍ତା ୧୫ ତାରିଖରେ ଶ୍ରୀକ୍ଷେତ୍ର ଭଉଁରୀ। ଏହି ଦିନ ତିନିରଥର ୬ଟି ନାହାକା ଚକ ଡେରା ଯିବାର ବିଧି ରହିଛି। ତେଣୁ ଏହାକୁ…

ବେଙ୍ଗାଲୁରୁରୁ ଆସିଲେ ୩୨ ପ୍ରବାସୀ

ଭୁବନ, ୧୪।୫(ଡି.ଏନ.ଏ.) - ବେଙ୍ଗାଲୁରୁରୁ ୧ଲକ୍ଷ ୬୦ ହଜାର ଟଙ୍କା ବସ୍‌ଭଡ଼ା ଦେଇ ୩୨ ଜଣ ପ୍ରବାସୀ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଢେଙ୍କାନାଳ ଜିଲା ଭୁବନ…

ନିଲମ୍ବିତ ଏସ୍‌ଆଇ ରାକେଶ ଗିରଫ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଚୋରା ଗାଡ଼ି କାରବାର ସହ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା କରି ଗର୍ଭପାତ କରାଇବା ଘଟଣାରେ ସମ୍ପୃକ୍ତ କ୍ୟାପିଟାଲ ଥାନା ନିଲମ୍ବିତ…

ସହରରେ ବୁଲୁଛନ୍ତି ବାହାର ଶ୍ରମିକ

କାମାକ୍ଷାନଗର, ୧୪।୫(ଡି.ଏନ.ଏ.) - ପୋଲିସ ପଇଁତରା ସତ୍ତ୍ୱେ ସହରକୁ ପଶୁଛନ୍ତି ବାହାର ଶ୍ରମିକ। ଏହାକୁ ନେଇ ଢେଙ୍କାନାଳ ଜିଲା କାମାକ୍ଷାନଗରରେ ସୃଷ୍ଟି ହୋଇଛି ଭୟର ବାତାବରଣ। ବୁଧବାର…

ଏସିଆର ବଡ଼ ଗାଁକୁ କରୋନା ଡର

ଭୁବନ, ୧୪।୫(ଡି.ଏନ.ଏ.) - ଏସିଆ ମହାଦେଶ ସର୍ବବୃହତ୍‌ ଗାଁ ଭୁବନକୁ ଗୋଡ଼ାଉଛି କରୋନା ଡର। ସୀମାନ୍ତ ଯାଜପୁର ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟାବୃଦ୍ଧି ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ାଇଛି। ଅନ୍ୟପଟେ…

ଜିଆଇଏସ୍‌ ମ୍ୟାପିଂରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ତଥ୍ୟ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ କୋଭିଡ୍‌ ହସ୍ପିଟାଲ ବାବଦରେ ଜିଆଇଏସ୍‌ (ଜିଓଗ୍ରାଫିକ୍‌ ଇନଫରମେଶନ ସିଷ୍ଟମ) ମ୍ୟାପିଂ କରାଯାଇଛି। ଅକ୍ଷାଂଶ ଓ ଦ୍ରାଘିମାକୁ ଆଧାର କରି…