ଯାଜପୁରକୁ ପଛରେ ପକାଇଲା ବାଲେଶ୍ୱର: ପାଲଟିଲା ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଜିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସକାଳେ ୧୦୧ ନୂଆ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା…

୪ ଜିଲା ଲାଗି ୧୫ ଓଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ପ୍ରବାସୀ ଓଡ଼ିଆଙ୍କ ଘରବାହୁଡ଼ା ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟରେ ବଢ଼ି ଚାଲଛି। ଏହାକୁ ଲକ୍ଷ୍ୟକରି ରାଜ୍ୟ ସରକାର ମଙ୍ଗଳବାର ୪ ଜିଲାରେ କରୋନା…

କ୍ଷୁଦ୍ର, ନାମମାତ୍ର ଚାଷୀଙ୍କୁ ଖରିଫ ଋଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ମୂଲ୍ୟ ସହାୟକ ଯୋଜନାରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସମବାୟ ମନ୍ତ୍ରୀ…

୨୦ ବର୍ଷରେ ଚାଇନାରୁ ଆରମ୍ଭ ହୋଇଛି ୫ ପ୍ରକାର ଭୂତାଣୁ ସଂକ୍ରମଣ: ଏହାର ସମାଧାନ ଜରୁରୀ, କହିଲା ଆମେରିକା

ଓ୍ବାଶିଂଟନ,୧୩।୫: ଗତ ୨୦ ବର୍ଷ ମଧ୍ୟରେ ଚାଇନାରୁ ୫ ପ୍ରକାର ଭୂତାଣୁ ସଂକ୍ରମଣ ହୋଇଛି। ଏସବୁ ଦ୍ୱାରା ପୃଥିବୀ ଉପରେ ସଙ୍କଟ ଦେଖାଦେଇଛି। ଏଭଳି ସଂକ୍ରମଣର ସମାଧାନ…

ମୁମ୍ବାଇରେ ଫସିଛନ୍ତି ୬୮ସଂସ୍କୃତ ଛାତ୍ରୀଛାତ୍ର

ଖୋର୍ଦ୍ଧା ଅଫିସ,୧୩ା୫: କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ମୁମ୍ବାଇ ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ(ଆରଏସଏସ) ବିଦ୍ୟା ବିହାରରେ ଫସି ରହିଥିବା…

ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣା: ସମ୍ପର୍କୀୟ ବୋହୂ କୋର୍ଟଚାଲାଣ; କଟୁରି, ଲୁଗା ଜବତ

ବଡ଼ବିଲ,୧୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି…

ଏଥର ଆସିବ ୧୪ଟି ରଥ ଟଣା ଦଉଡ଼ି

ପୁରୀ ଅଫିସ,୧୩ା୫: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ ଆଗେଇ ଚାଲିଥିବାବେଳେ ରଥ ଦଉଡ଼ି ପାଇଁ ଓଡ଼ିଶା କତା…

ଜୁନ୍‌ ୨୨ସୁଦ୍ଧା ରଥ ନିର୍ମାଣ କାମ ସାର: ହାଇକୋର୍ଟ

କଟକ ଅଫିସ୍‌,୧୩ା୫: ଆସନ୍ତା ଜୁନ୍‌ ୨୨ତାରିଖ ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏହି…

ଅନ୍‌ଲାଇନ୍‌ ପାଠପଢ଼ାରୁ କେହି ବଞ୍ଚିତ ନ ହୁଅନ୍ତୁ

କଟକ ଅଫିସ୍‌,୧୩ା୫: ସ୍କୁଲ ଫି’ ବୃଦ୍ଧି ସମ୍ପର୍କିତ ଏକ ଜନସ୍ବାର୍ଥ ମାମଲାର ବିଚାରକରି ହାଇକୋର୍ଟ ମଙ୍ଗଳବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ଛାତ୍ରୀଛାତ୍ର ସ୍କୁଲ ଫି’ ଦାଖଲ…

୧୨ ଘଣ୍ଟା ବଢ଼ିଲା କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନଠାରୁ ୫୦୦ ମିଟର ଅବଧି ମଧ୍ୟରେ ଜାରି ହୋଇଥିବା ୨୪ଘଣ୍ଟିଆ କର୍ଫ୍ୟୁ କଟକଣା ନ ସରିବା ପୂର୍ବରୁ ପୁଣି ୧୨ଘଣ୍ଟିଆ କର୍ଫ୍ୟୁ ଅବଧି…