ନେଟ୍ସକୁ ଫେରିଲେ ପୂଜାରା

ନୂଆଦିଲ୍ଲୀ, ୨୩।୬(ପି.ଟି.)-ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ବ୍ୟବଧାନପରେ ନେଟ୍ସକୁ ଫେରିଛନ୍ତି ଭାରତୀୟ କ୍ରିକେଟ ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା। ସୌରାଷ୍ଟ୍ରକୁ ପ୍ରଥମଥରପାଇଁ ରଣଜୀ ଟ୍ରଫି ଚାମ୍ପିୟନ…

‘କରୋନାକୁ ହରାଇବାରେ କ୍ରୀଡ଼ା ସହାୟକ ହୋଇପାରେ’

ନୂଆଦିଲ୍ଲୀ, ୨୩।୬-କରୋନା ଭାଇରସ ସଂକ୍ରମଣ ଏବେ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ହୋଇଛି। ଔଷଧ ବାହାରି ନ ଥିବାରୁ କରୋନା ବିପକ୍ଷ ଲଢ଼େଇରେ ବିଜୟ ହାସଲ ପାଇଁ…

ଓଡ଼ିଶା: ଆଜିର ଫଟୋ (ଜୁନ୍ ୨୨, ୨୦୨୦)

ଶ୍ରୀମନ୍ଦିରରୁ ତିନି ରଥକୁ ଆଜ୍ଞା ମାଳ ନିଆଯାଉଛି। ସୁପ୍ରିମକୋର୍ଟ ପୁରୀରେ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମାଷ୍ଟରକ୍ୟାଣ୍ଟିନଠାରେ ଜନସାଧାରଣମାନେ ଖୁସି ମନାଉଛନ୍ତି। ରଥଯାତ୍ରା ପାଇଁ ଅନୁମତି…

୫ କି.ମି ପାହାଡ଼ ଚଢ଼ି ଦୁର୍ଗମ ଗ୍ରାମରେ ପହଞ୍ଚିଲେ ବିଡିଓ

ଖଇରପୁଟ,୨୨ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଗୋବିନ୍ଦପାଲି ପଞ୍ଚାୟତର ପାହାଡ଼ ଉପରେ ଥିବା ଦୁର୍ଗମ ଗ୍ରାମ ମଇଁଷିଖାଲ ଗ୍ରାମକୁ ସୋମବାର ବିଡିଓ ହୃଦାନନ୍ଦ ସାହୁ ଗସ୍ତ କରିଛନ୍ତି।…

୧.୧୩ ଲକ୍ଷ ଜାଲ୍‌ ନୋଟ, ଗଞ୍ଜେଇ ଜବତ: କନଷ୍ଟେବଳଙ୍କ ସମେତ ୩ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୨ା୬- କନ୍ଧମାଳ ଜିଲାରେ ଗଞ୍ଜେଇ ଚାଲାଣ ସହ ଜାଲ୍‌ ନୋଟ କାରବାର ବି ଚାଲିଛି ା ଫିରିଙ୍ଗିଆ ଥାନା ପୋଲିସ ଏଭଳି ଏକ ର଼୍ୟାକେଟକୁ ଧରିଛି।…

ଗଞ୍ଜାମରେ ଗଡିବନି ରଥ: ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର କୌଣସିଠାରେ ମଙ୍ଗଳବାର ରଥଯାତ୍ରା ନ କରାଇବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଭିଡିଓ କନଫରେନ୍ସ ଜରିଆରେ ସମସ୍ତ ଗୋଷ୍ଠୀ ଉନ୍ନୟନ…

ଟାଟାର ହାତ ଛାଡିପାରେ ଏୟାର ଏସିଆ

ନୂଆଦିଲ୍ଲୀ,୨୨।୬: ବଜେଟରେ ବିମାନ ସେବା ଯୋଗାଣ କରୁଥିବା ମାଲେସିଆ ଭିତ୍ତିକ କମ୍ପାନୀ ଏୟାର ଏସିଆ ବରହାଦ ଲାଗି ଭାରତ ଏବଂ ଜାପାନ ଏକ ବାହ୍ୟ ଅଞ୍ଚଳ ବଜାର।…

ପେଟ୍ରୋଲ ଦର ୮୦ ଟପିଲା

ଭୁବନେଶ୍ୱର,୨୨।୬: ସୋମବାର ତୈଳ ଦର ପେଟ୍ରୋଲ ଲିଟର ପିଛା ୩୩ ପଇସା ଏବଂ ଡିଜେଲ ୫୮ ପଇସା ବୃଦ୍ଧି ଫଳରେ ଓଡିଶାରେ ପେଟ୍ରୋଲ ଦର ୮୦ ପାର…

ମାର୍କେଟ ଭାଲ୍ୟୁଏଶନରେ ରିଲାଏନ୍ସ କଲା ରେକର୍ଡ; ଜାଣନ୍ତୁ କେତେ ରହିଲା ମୂଲ୍ୟ

ନୂଆଦିଲ୍ଲୀ,୨୨।୬: ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (ଆର୍‌ଆଇଏଲ୍‌) ମାର୍କେଟ ଭାଲ୍ୟୁଏଶନରେ ନୂଆ ରେକର୍ଡ କରିଛି। କୌଣସି ଭାରତୀୟ କମ୍ପାନୀଙ୍କ ମଧ୍ୟରେ ରିଲାଏନ୍ସ ସୋମବାର…

ପୁରୀକୁ ବସ୍‌, ଯାତ୍ରୀବାହୀ ଟ୍ରେନ୍‌ ସେବା ବାତିଲ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍‌ଡାଉନ ଘୋଷଣା…