ଭୁବନେଶ୍ୱରରେ ଗଡ଼ିବନି ରଥ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)- କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବ।…

ଦୂରଦର୍ଶନରେ ରଥଯାତ୍ରାର ସିଧାପ୍ରସାରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)- ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। କୋଭିଡ୍‌-୧୯ ପାଇଁ ଏଥର ବିନା ଭକ୍ତରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ ରାୟ ଦେଇଥିବାବେଳେ…

ଆଖିରେ ଲଙ୍କା ଗୁଣ୍ଡ ପକାଇ ମହିଳାଙ୍କଠାରୁ ପର୍ସ ନେଇଗଲେ ଦୁର୍ବୃତ୍ତ

ଜଲନ୍ଧର, ୨୨।୬- କରୋନା ଭାଇରସ୍‌ ଲାଗି ଭାରତରେ ବର୍ତ୍ତମାନ ୫ମ ପର୍ଯ୍ୟାୟ ଲକ୍‌ ଡାଉନ୍‌ ଚାଲିଛି। ଲକ୍‌ ଡାଉନ ଯୋଗୁ ଚାରିଆଡ଼େ ପୋଲିସର କଡ଼ା ପ୍ରହରା ସତ୍ତ୍ୱେ…

ଅତିରିକ୍ତ ତହସିଲଦାରଙ୍କୁ ଅଟକ ରଖିଲେ ଉତ୍ତେଜିତ ଲୋକେ: ମୁଖ୍ୟ ଫାଟକ ଭାଙ୍ଗି ପଲିଥିନ୍‌ ବୋହିନେଲେ

ଭୋଗରାଇ, ୨୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ନାଛିନ୍ଦା ପଞ୍ଚାୟତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଅଭାବନୀୟ ଘଟଣା ଘଟିଛି। ‘ଅମ୍ଫନ’ ବାତ୍ୟାରେ ଘର ଭାଙ୍ଗିଯାଇଥିବା…

ଟ୍ୟୁଶନ ପଢ଼ାଇ ବାଇକ୍‌ କିଣିଥିଲେ ସୁଶାନ୍ତ ସିଂ ରାଜପୁତ

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ଏ ଦୁନିଆରେ ନାହାନ୍ତି । ୩୪ ବର୍ଷୀୟ ଏହି ଅଭିନେତା ଜୁନ ୧୪ ତାରିଖ ଦିନ ମୁମ୍ବାଇସ୍ଥିତ ନିଜ…

ଜଙ୍ଗଲରେ ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଲୋଇସିଂହା,୨୨।୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ କେଶାଇପାଲି ଗାଁ ନିକଟ ଛେଳିଆ ଜଙ୍ଗଲରେ ସୋମବାର ଅପରାହ୍ନରେ ଗୋଟିଏ ଦନ୍ତାହାତୀ ଜଣେ ବୃଦ୍ଧଙ୍କୁ କଚାଡ଼ି ମାରି ଦେଇଛି। ମୃତକ ହେଲେ…

୬ ଲକ୍ଷ ଟଙ୍କାର କେନ୍ଦୁ ପତ୍ର ଜଳିଗଲା

ଜୁନାଗଡ,୨୨।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଚିଙ୍ଗୁଡିସର ପଞ୍ଚାୟତ ଝାରବନ୍ଧ ଗ୍ରାମରେ ଥିବା କେନ୍ଦୁପତ୍ର ଫଡିରେ ନିଆଁ ଲାଗି ଯାଇଛି। ଏଥିଯୋଗୁ ପ୍ରାୟ ୬ଲକ୍ଷ ଟଙ୍କାର କେନ୍ଦୁ ପତ୍ର…

ସଙ୍ଗରୋଧ କେନ୍ଦ୍ରରେ ପ୍ରେମୀଯୁଗଳଙ୍କ ବିବାହ

କୋକସରା,୨୨।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ବାଞ୍ଜିବାହାଲ ଗାଁର ଯୁବକ ରାଜାରାମ ଠାକୁର (୨୫) ଓ ସେହି ଗାଁର ଜଣେ ଯୁବତୀ ଦୁତିଆ ହରିଜନ (୨୪) ସଙ୍ଗରୋଧ କେନ୍ଦ୍ରରେ…

ପୁରୀ ଜିଲାକୁ ବାହାର ଲୋକଙ୍କୁ ମନା, ବଡ଼ଦାଣ୍ଡକୁ ଆସିବେନି ପୁରୀବାସୀ: ଡିଜିପି

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରଥଯାତ୍ରା ନେଇ ପୋଲିସ ଡିଜିପି ଅଭୟ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ରଥଯାତ୍ରା ନେଇ ପ୍ରଶାସନ ଓ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସୋମବାର…

ଭାବଗ୍ରାହୀ ମହାପ୍ରଭୁ ଭକ୍ତଙ୍କ ପ୍ରାର୍ଥନା ଶୁଣିଲେ: ଗଜପତି

ପୁରୀ ଅଫିସ,୨୨।୬: ପୁରୀ ରଥଯାତ୍ରାକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଅନୁମତି ପରେ ପୁରୀ ଗଜପତି ମହାରାଜା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ଭାବଗ୍ରାହୀ ମହାପ୍ରଭୁ ଭକ୍ତଙ୍କ ପ୍ରାର୍ଥନା ଶୁଣିଲେ ବୋଲି…