ଅମିତ ଶାହଙ୍କ ସହ କଥା ହେଲେ ଗଜପତି ମହାରାଜା

ପୁରୀ ଅଫିସ୍‌,୨୨।୧: ପୁରୀ ରଥଯାତ୍ରା ହେବ କି ନାହିଁ ସେନେଇ ସୁପ୍ରିମକୋଟ୍‌ଙ୍କ ରାୟ ଆଜି ଆସିବ। ରାୟ ଆସିବା ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ…

ଗଞ୍ଜାମରେ ସମ୍ପୂର୍ଣ୍ଣ ଶଟ୍‌ଡାଉନ ଗୁଜବ: ଟୁଇଟ୍‌କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୨୨।୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଗଞ୍ଜାମ ଜିଲାରେ ସମ୍ପୂର୍ଣ୍ଣ ଶଟଡାଉନ୍‌ ହେବ ବୋଲି ସବୁଆଡେ ଚର୍ଚ୍ଚା ଚାଲିଛି। ତେବେ ଏହା ଏକ ଗୁଜବ ବୋଲି ଜିଲାପାଳ…

ପୁଟିନ୍‌ଙ୍କ ମାଷ୍ଟର ପ୍ଲାନ୍‌: ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ଯୋଜନା

ମସ୍କୋ,୨୨।୬: ରୁଷ୍‌ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ମାଷ୍ଟର ପ୍ଲାନ୍‌ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ବୃଦ୍ଧି ଲାଗି ସମ୍ବିଧାନ ସଂଶୋଧନର…

କରୋନା ସଂକ୍ରମଣ କ୍ଷେତ୍ରରେ ଆଗକୁ ବଢୁଛି ଭାରତ: ବିଶ୍ୱରେ ୯୦ ଲକ୍ଷ ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା

ଓ୍ବାଶିଂଟନ,୨୨।୬: ଆମେରିକା, ବ୍ରାଜିଲ, ଭାରତ, ରୁଷିଆ ଓ ପାକିସ୍ତାନ କରୋନା ସଂକ୍ରମଣ କ୍ଷେତ୍ରରେ ଆଗୁ ବଢିବାରେ ଲାଗିଛନ୍ତି। ରବିବାର ସାରା ବିଶ୍ୱରେ ୧ଲକ୍ଷ ୩୦ ହଜାର ନୂଆ…

୩ ହଜାର ଟଙ୍କା ଲାଞ୍ଚନେଇ ଧରାପଡ଼ିଲେ ପାଟଣାଗଡ଼ ଏନ୍‌ଏସି ଜେଇ

ପାଟଣାପଡ଼, ୨୨।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସି ଜେଇ ଦେବୀ ପ୍ରସାଦ ମିଶ୍ରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରଧାନମନ୍ତ୍ରୀ ଆବାସ…

କେନ୍ଦୁଝରରେ ୨ କରୋନା ପଜିଟିଭ୍‌ ଚିହ୍ନଟ: ଶତକ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୨ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ପୁଣି ଦୁଇ କରୋନା ରୋଗୀ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଜଣେ ଘଷିପୁରା ଓ ଅନ୍ୟ ଜଣେ…

ରଥଯାତ୍ରାକୁ କେନ୍ଦ୍ର, ରାଜ୍ୟର ସମର୍ଥନ: ପରମ୍ପରା ବଜାୟ ରହୁ କହିଲେ ସଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୨।୬: ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଛନ୍ତି। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି…

ଗଞ୍ଜାମରୁ ପୁଣି ୩୨ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨୫ରେ ପହଞ୍ଚିଲା

ଛତ୍ରପୁର, ୨୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ସୋମବାର ପୁଣି ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କରୋନା ଯୋଦ୍ଧା ରହିଥିବା ବେଳେ…

ଅନ୍ୟ ରୋଗରେ ଆକ୍ରାନ୍ତ ଥିବା କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ଜଣେ କରୋନା ସଂକ୍ରମିତଙ୍କ ଅନ୍ୟ ରୋଗରେ ପୀଡିତ ଥିବା ଯୋଗୁ ମୃତ୍ୟୁ ଘଟିଛି। ସେ ହେଲେ ମୟୂରଭଞ୍ଜ ଜିଲାର ୬୦ ବର୍ଷୀୟ…

ନୌଶେରା ସେକ୍ଟରରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ: ଜଣେ ଭାରତୀୟ ଯବାନ ଶହୀଦ,୧୨ରୁ ଅଧିକ ପାକିସ୍ତାନୀ ସୈନ୍ୟ ଆହତ

ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀରର ନୌଶେରାସ୍ଥିତ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ପୁଞ୍ଛ ଜିଲାର କ୍ରିଷ୍ଣାଘାଟି, ରାଜୌରୀ ଏବଂ ନୌଶେରା…