ଏହି ଦେଶରେ ଛୁରୀରେ ହୋଇଥାଏ ମସାଜ: ଜାଣନ୍ତୁ କ’ଣ ରହିଛି ୨ହଜାର ବର୍ଷ ତଳର ଏହାର ଇତିହାସ

ତାଇପେଇ,୨୨।୬: ଫଳ, ପନିପରିବା ଓ ମାଂସ କାଟିବାରେ ଛୁରୀକୁ ବ୍ୟବହାର କରାଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି କି, ଛୁରୀରେ ମସାଜ କରାଯିବା କଥା। ଶୁଣିବାରେ ଏହା ଆଶ୍ଚର୍ଯ୍ୟ…

ଲକ୍‌ଡାଉନ ଖୋଲିବା ପରେ ପୁଣି ଫେରିଲା କରୋନା: ଚାଇନାରେ ୧୮ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୨୨।୬: କରୋନା ମହାମାରୀ ସାରା ବିଶ୍ୱରେ ତା’ର ଉପସ୍ଥିତି ଜାହିର କରି ସାରିଥିବା ବେଳେ କିଛି ଦେଶରେ ଏହା ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ଗତ ଡିସେମ୍ବରରୁ…

୩ ରଥରେ ବିଜେ ହେଲା ଆଜ୍ଞାମାନ

ପୁରୀ ଅଫିସ, ୨୨।୬: ମଙ୍ଗଳବାର ରଥଯାତ୍ରା। ଗୋଟିଏପଟେ ସୁପ୍ରିମକୋର୍ଟରେ ରଥଯାତ୍ରାକୁ ନେଇ ଜଣିକିଆ ଖଣ୍ଡପୀଠରେ ଶୁଣାଣି ଚାଲିଥିବା ବେଳେ ଅନ୍ୟପଟେ ତିନି ରଥକୁ ଆଜ୍ଞାମାଳ ବିଜେ ହୋଇଛି।…

ସୁପ୍ରିମକୋର୍ଟରେ ରଥଯାତ୍ରା ଶୁଣାଣି: ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୁପ୍ରିମକୋର୍ଟରେ ବର୍ତ୍ତମାନ ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗକୁ ନେଇ  ଶୁଣାଣି ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ଭଦ୍ରକ ଅଫିସ,୨୨ା୬: ଜିଲାରୁ ସୋମବାର ପୁଣି ୪ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧ରେ ପହଞ୍ଚିଛି। ଆଜି ଚିହ୍ନଟ…

CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଲା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତରେ ସୋମବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୪୬ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

ପଶ୍ଚିମବଙ୍ଗରୁ ଫେରିଥିବା ୨ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୨…

ବାଳିକା ଗୃହରେ ୭ ନାବାଳିକା ଗର୍ଭବତୀ: ଯୋଗୀ ସରକାରଙ୍କୁ ଘେରିଲା କଂଗ୍ରେସ

କାନପୁର,୨୨।୬: ଉତ୍ତରପ୍ରଦେଶ କାନପୁରରେ ଥିବା ସରକାରୀ ବାଳିକା ଗୃହରେ ୭ ଜଣ ନାବାଳିକା ଗର୍ଭବତୀ ହୋଇଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ପକ୍ଷରୁ…

ପ୍ରଶାସନର ଅସହଯୋଗ: ଦାରିଙ୍ଗବାଡ଼ି ପଞ୍ଚାୟତ ଶଟ୍‌ଡାଉନ୍‌ ପ୍ରତ୍ୟାହାର କଲେ ସରପଞ୍ଚ

ଦାରିଙ୍ଗବାଡ଼ି,୨୨ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତରେ ଜଣେ ଶିକ୍ଷକ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ସ୍ଥାନୀୟ ସରପଞ୍ଚ ରାଧାକାନ୍ତ ପ୍ରଧାନ ନିଜ ପଞ୍ଚାୟତ ଅଞ୍ଚଳକୁ…

ଅପରିଚିତ ଲୋକଙ୍କୁ କିଡନୀ ଦାନ କରି ମୃତ ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଦୁଇ ଝିଅ

ଆମେରିକାର ଇଲିନୋଇସ୍‌ରେ ଦୁଇ ଭଉଣୀ ମୃତ ପିତାଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଅପରିଚିତ ଲୋକଙ୍କ କିଡନୀ ଦାନ କରି ମୃତ…