ଖୋର୍ଦ୍ଧା ଉପଖଣ୍ଡରେ ୫ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୨୦।୬: ଖୋର୍ଦ୍ଧା ଉପଖଣ୍ଡରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରସାଶନ…

ନାବାଳିକାଙ୍କୁ ବଳାତ୍କାର କରି ଯୁବକ କୋର୍ଟଚାଲାଣ

ପଦ୍ମପୁର,୨୦।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ପୋଲିସ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଶନିବାର ଜଣଙ୍କୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ପୁରୁଷୋତ୍ତମପୁର ଗ୍ରାମର…

ଆତ୍ମନିର୍ଭର ଭାରତ ବାଟରେ କଣ୍ଟା: ବଜାରରେ କୋଟି କୋଟି ଟଙ୍କାର ଚାଇନା ସାମଗ୍ରୀ

ନୂଆଦିଲ୍ଲୀ, ୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭର ଭାରତ ଗଠନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଲୋକେ ସ୍ବଦେଶୀ ଉତ୍ପାଦ ବ୍ୟବହାର କଲେ ଦେଶର ଆର୍ଥତ୍କ ସ୍ଥିତିରେ ସୁଧାର…

ସୂର୍ଯ୍ୟୋପରାଗ ସମୟରେ କ’ଣ କରିବେ, ନକରିବେ; ଜାଣନ୍ତୁ…

ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ ଜୁନ ୨୧ରେ ପଡ଼ୁଛି। ଏହା ଓଡ଼ିଶା ତଥା ଭାରତର ସର୍ବତ୍ର ଦୃଶ୍ୟ ହେଉଥିବାରୁ ପାଳନୀୟ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ…

ଦୁଇ ପୁଅଙ୍କ ଠେଙ୍ଗା ମାଡ଼ରେ ବାପାଙ୍କ ଜୀବନ ଗଲା, ମା’ ଗୁରୁତର

ପୋଲସରା, ୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅନ୍ତର୍ଗତ କଳମ୍ବ ପଞ୍ଚାୟତ ବଡ଼ସାହି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ୨ ପୁଅଙ୍କ ଠେଙ୍ଗା…

ଗଞ୍ଜାମ ଜିଲାରେ ୩ ଦିନରେ ୧୫୫ ପଜିଟିଭ୍‌ ଚିହ୍ନଟ: ଅଛନ୍ତି ୩୧ କରୋନା ଯୋଦ୍ଧା

ଛତ୍ରପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଗମ୍ଭୀର ହେଲାଣି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ ୧୫୫ ଜଣ…

ବରଗଡ଼ରେ ପୁଣି ୨ ନୂଆ କରୋନା ପଜିଟିଭ ଚିହ୍ନଟ: କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ, ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଘୋଷଣା

ବରଗଡ଼ ଅଫିସ,୨୦।୬: ବରଗଡ଼ ଜିଲାରେ ଶନିବାର ପୁଣି ୨ଜଣ ନୂଆ କରୋନା (କୋଭିଡ -୧୯) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨କୁ…

ସୂର୍ଯ୍ୟ ପରାଗ ୨୦୨୦: ରାତି ୧୦ଟାରୁ ବନ୍ଦ ରହିବ ଚାରିଧାମର ମନ୍ଦିର

ଡେରାଡୁନ,୨୦।୬: ସୂର୍ଯ୍ୟପରାଗ ଦୃଷ୍ଟିରୁ ଉତ୍ତରାଖଣ୍ଡରେ ଥିବା ସମସ୍ତ ଚାରି ଧାମର ମନ୍ଦିର ଗୁଡିକ ଶନିବାର ରାତି ୧୦ଟାରୁ ରବିବାର ଅପରାହ୍ନ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଜଣାପଡିଛି।…

ପୁରୀ ରଥଯାତ୍ରା ପାଇଁ ଆଉ ୨ ପିଟିସନ୍‌: ସହରକୁ ଶଟ୍‌ଡାଉନ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଏ ବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗତ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶନିବାର ଆଉ ୨ଟି…

ଗ୍ରାଜୁଏଟ ହେଲେ ନୋବେଲ ବିଜୟିନୀ ମଲାଲା

ଇସ୍‌ଲାମାବାଦ,୨୦।୬: ପାକିସ୍ତାନର ସାମାଜିକ କର୍ମୀ ତଥା ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ମଲାଲା ୟୁଶୁଫଜଇ ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟରୁ ଗ୍ରାଜୁଏଟ ଡିଗ୍ରୀ ହାସଲ କରିଛନ୍ତି। ସେ ଦର୍ଶନଶାସ୍ତ୍ର,…