ସକାଳୁ ସକାଳୁ ବଡ଼ ଦୁର୍ଘଟଣା: ଯାଉଥିଲେ ୪୦ ଯାତ୍ରୀ, ବ୍ରିଜ୍‌ ତଳକୁ ଖସିପଡିଲା ବସ୍‌

ସୋନପୁର, ୨୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବିନିକା ଥାନା ସିଂଘିଯୁବା ନିକଟରେ ଜୟଭୋଲେ ନାମକ ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡ଼ିଛି । ଘନ କୁହୁଡ଼ି…

ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ‘ଉତ୍କଳିକା ଆତିଥ୍ୟ’

ଭୁବନେଶ୍ୱର,୨୫। ୧୧ (ସୌମ୍ୟରଞ୍ଜନ ରାଉତ): ଓଡ଼ିଶା ହସ୍ତଶିଳ୍ପ କାରିଗରମାନଙ୍କର ଆର୍ଥିକ ଉନ୍ନତି ତଥା ଓଡ଼ିଶା ହସ୍ତଶିଳ୍ପ ସାମଗ୍ରୀର ପ୍ରଚାର ପ୍ରସାର ଲକ୍ଷ୍ୟରେ ଭୁବନେଶର ଅନ୍ତର୍ଜାତୀୟ ବିଜୁ ପଟ୍ଟନାୟକ…

ଓପିଟିସିଏଲ୍‌ ସହିତ ୟୁବିଆଇର ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ୱର, ୨୫।୧୧(ସୁନିତ୍‌ ମିଶ୍ର): ଓଡ଼ିଶା ପାୱାର ଟ୍ରାନ୍ସମିଶନ୍‌ କର୍ପୋରେଶନ୍‌ ଲିମିଟେଡ୍‌(ଓପିଟିସିଏଲ୍‌) ସୋମବାର ୟୁନିୟନ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ୟୁବିଆଇ) ସହିତ ଏକ ବୁଝାମଣାପତ୍ର(ଏମ୍‌ଓୟୁ) ସ୍ବାକ୍ଷର କରିଛି। ଲୋକସେବା ଭବନଠାରେ…

କିଡନୀ ରୋଗରେ ଯୁବକଙ୍କ ମୃତ୍ୟୁ ଘଟଣା: ଗାଁରେ ପହଞ୍ଚି ଲୋକଙ୍କୁ ସଚେତନ କଲା ସ୍ବାସ୍ଥ୍ୟ ବିଭାଗ

ଅମରପାଲି,୨୫।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ କୋଟସମଲେଇ ପଞ୍ଚାୟତର ସୁନାପାଲିରେ କିଡନୀ ରୋଗର ଗତ ଗୁରୁବାର ଜଣେ ଆଦିବାସୀ ଯୁବକ ଭରତ ଭୋଇ (୩୧)ଙ୍କ…

୧୦ହଜାର କୋଟିରୁ ଊର୍ଦ୍ଧ୍ୱ ଅତିରିକ୍ତ ବଜେଟକୁ ମୋହର

ଭୁବନେଶ୍ୱର,୨୫।୧୧(ରବିନାରାୟଣ ଜେନା): ବିଧାନସଭାରେ ନଭେମ୍ବର ୨୭ରୁ ଆରମ୍ଭ ହେବାକୁ ଥିବା ଅତିରିକ୍ତ ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବାଭବନର…

ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ହେବେ ୨୨ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୨୫।୧୧(ତ୍ରିନାଥ ମହାନ୍ତି): ଆସନ୍ତା ୨୭ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ଗସ୍ତରେ ଆସିବେ। ଏଥିପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଗସ୍ତ ସମୟରେ ଯେପରି କିଛି…

ସଙ୍ଗୀତରେ ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ରାହଗିର

ଭୁବନେଶ୍ୱର,୨୫। ୧୧(ସୁଚିସ୍ମିତା ସାହୁ): ଧରିତ୍ରୀ ‘ୟୁଥ୍‌ କନ୍‌କ୍ଲେଭ-୨୦୨୫’ର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ରାହଗିର ଭାବେ ପରିଚିତ ସୁନୀଲ କୁମାର ଗୁର୍ଜ୍ଜରୀ ସଙ୍ଗୀତ ପରିବେଷଣ କରିଥିଲେ। ସେ ସାଏରି ଓ…

ଭବାନୀପାଟଣାରେ ରାଷ୍ଟ୍ରୀୟ ଏକତା ପଦଯାତ୍ରା, ସାମିଲ ହେଲେ…

ଭବାନୀପାଟଣା,୨୫।୧୧(ଉତ୍ତମ କୁମାର ଦାଶ): ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ସୋମବାର ଭବାନୀପାଟଣାରେ ଜିଲାସ୍ତରୀୟ ରାଷ୍ଟ୍ରୀୟ ଏକତା ପଦଯାତ୍ରା ଅନୁଷ୍ଠିତ…

ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ ବିଜେତାଙ୍କ ମୁହଁରୁ…

ଆଗାମୀ ପିଢ଼ିଙ୍କ ପାଇଁ ସମର୍ପିତ ହେବୁ ପ୍ରକୃତି ଚାହେଁ ପରିବର୍ତ୍ତନ ହେଉ, କିନ୍ତୁ ପ୍ରାକୃତିକ ଶୈଳୀରେ ନୁହେଁ, ବରଂ ମଣିଷ ଚାହୁଁଥିବା ଢାଞ୍ଚାରେ। ମଣିଷ ନିଜ ସୁବିଧା…

କେନ୍ଦ୍ର, ଇସିଆଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫ା୧୧ :ରାଜନୈତିକ ଦଳଗୁଡ଼ିକୁ ମିଳୁଥିବା ବେନାମୀ ଚାନ୍ଦା ବିରୋଧରେ ଦାଏର ପିଟିଶନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର ଏବଂ ଭାରତର ନିର୍ବାଚନ କମିଶନ (ଇସିଆଇ) ଏବଂ…