ସୂର୍ଯ୍ୟ ଚାରିପଟେ ବଳୟ ଦୃଶ୍ୟମାନ

ଜି.ଉଦୟଗିରି,୧୦ା୫(ଡି.ଏନ.ଏ.)- ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର ପୂବାହ୍ନ ପ୍ରାୟ ୧୧ଟା ୧୫ରୁ ଅଧ ଘଣ୍ଟା ଧରି ସୂର୍ଯ୍ୟଙ୍କ ଚାରିପଟେ ଏକ ବଳୟ ଦୃଶ୍ୟମାନ ମିଳିଥିଲା।…

୪୮ ଘଣ୍ଟା ଶଟ୍‌ଡାଉନ ଘୋଷଣା କଲେ ଖଇରା ସରପଞ୍ଚ

ଖଇରା, ୧୦ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଜନଗହଳି ଉପରେ କଟକଣା ଲଗାଇବା ଉଦ୍ଦେଶ୍ୟରେ ସ୍ଥାନୀୟ ସରପଞ୍ଚ ସୁଦର୍ଶନ ସେଠୀ ୪୮ଘଣ୍ଟିଆ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଆସନ୍ତା…

ରକ୍ତଅଭାବ ଦୂର ଲାଗି ପୋଲିସ ଆୟୋଜନ କଲା ରକ୍ତଦାନ ଶିବିର

ଜୁନାଗଡ,୧୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଆହ୍ବାନକ୍ରମେ ରବିବାର ଜୁନାଗଡ ବ୍ଲକ ଚିଲଗୁଡା ନୀଲମାଧବ ଉଚ୍ଚ ବିଦ୍ୟାଳୟରେ ଜିଲା ପୋଲିସ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ…

ବଜ୍ରପାତରେ ଜଣେ ମୃତ, ୩ ଗୁରୁତର

ଠାକୁରମୁଣ୍ଡା,୧୦ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ କେଶଡ଼ିହା ପଞ୍ଚାୟତ ପୁରୁଣାପାଣି ଗ୍ରାମରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ୩ ଜଣ…

ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ଝାରବନ୍ଧ,୧୦।୫(ଡି.ଏନ.ଏ): ବରଗଡ଼ ଜିଲା ଜଗଦଲପୁରସ୍ଥିତ ଏକ ସୋ ରୁମରୁ ନୂଆ ବାଇକ୍‌ କିଣି ସେଥିରେ ଘରକୁ ଫେରିବା ବାଟରେ ରବିବାର ଜଣେ ଯୁବକ ଦୁର୍ଘଟଣା ସମ୍ମୁଖୀନ ହୋଇ…

ଉଦ୍ଧାର ପାଇଁ ପ୍ରବାସୀ ଓଡ଼ିଆଙ୍କ ନିବେଦନ

ବରଗଡ଼ ଅଫିସ୍‌,୧୦।୫: ଲକ୍‌ ଡାଉନ୍‌ ଯୋଗୁ ବରଗଡ଼ ଜିଲାର ପ୍ରାୟ ୩୦ଜଣ ଯୁବତୀଯୁବକ ତାମିଲନାଡ଼ୁର ତିରପୁରରେ ଫସି ରହିଛନ୍ତି । ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ ସେମାନେ…

କୋଭିଡ୍‌ ଫଣ୍ଡକୁ ଅଙ୍ଗନୱାଡ଼ି କର୍ମୀଙ୍କ ସହାୟତା

ବୁଗୁଡ଼ା,୧୦ା୫(ଡି.ଏନ.ଏ.)- ବୁଗୁଡ଼ା ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନରେ କାର୍ଯ୍ୟ କରୁଥିବା ସ୍ଥାନୀୟ ଏନ୍‌ଏସିର ସେକ୍ଟର ତରଫରୁ ଅଙ୍ଗନୱାଡ଼ି କର୍ମୀ, ସହାୟିକା ଏବଂ ଆତ୍ମ ସହାୟିକା ଗୋଷ୍ଠୀର…

ଗଛତଳେ ଆଶ୍ରୟ ନେଲେ ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୦।୫: କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ନେଇ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି କଟକଣାକୁ ଦେଢ଼ମାସ ବିତି ଯାଇଛି ।…

ଧାନକଟାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ଚାଷୀଙ୍କ ମୃତ୍ୟୁ

ବସ୍ତା, ୧୦।୫ (ଡି.ଏନ.ଏ)- ବସ୍ତା ବ୍ଲକ ଅନ୍ତର୍ଗତ ପହଣା ଗ୍ରାମରେ ଧାନକଟାକୁ କେନ୍ଦ୍ର କରି ଆକ୍ରମଣ ଯୋଗୁ ଗରାଙ୍ଗ ସୁର (୬୦) ନାମକ ଜଣେ ଚାଷୀଙ୍କର ମୃତ୍ୟୁ…

ଚିତ୍ର ମାଧ୍ୟମରେ ସଚେତନତା ବାର୍ତ୍ତା

ଖଇରା, ୧୦।୫(ଡି.ଏନ.ଏ.)-ଦେଶରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି ା ବାଲେଶ୍ୱର ଜିଲା ଖଇରା ବ୍ଲକରେ ୩ଜଣ କୋଲକାତା ଫେରନ୍ତା…