ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ

ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି…

୧୦ ଯବାନଙ୍କୁ ମୁକ୍ତ କଲା ଚାଇନା

ନୂଆଦିଲ୍ଲୀ,୨୦ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଗତ ସୋମବାର ହିଂସାତ୍ମକ ସଂଘର୍ଷରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ଅଟକ…

ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ଚନ୍ଦ୍ରଗ୍ରହଣ ହେଉ ଅବା ସୂର୍ଯ୍ୟୋପରାଗ ସ୍ପର୍ଶ ସମୟରେ କୌଣସି ଦେବଦେବୀ ମନ୍ଦିରରେ…

ଭାଜପା ୮, କଂଗ୍ରେସ ୪

ନୂଆଦିଲ୍ଲୀ,୨୦ା୬: ୧୯ ରାଜ୍ୟ ସଭା ଆସନ ମଧ୍ୟରୁ ଗୁଜରାଟର ୪ ଆସନ ଉପରେ ସମସ୍ତଙ୍କ ନଜର ଥିବାବେଳେ ଏଠାରେ ନିର୍ବାଚନ ଫଳାଫଳ ବିଳମ୍ବିତ ହୋଇଛି। ଆନ୍ଧ୍ରପ୍ରଦେଶରେ ସମସ୍ତ…

ହଜିଯିବ ୧୬ ଐତିହ୍ୟ ମଠ ସମାଧି

ଭୁବନେଶ୍ୱର,୨୦ା୬: ଐତିହ୍ୟର ଗନ୍ତାଘର ଓଡ଼ିଶା। ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀରେ ଥିବା ସ୍ବତନ୍ତ୍ରତା ସାରା ବିଶ୍ୱରେ ଅନନ୍ୟ। ମାତ୍ର ସମୟକ୍ରମେ ବହୁ ପ୍ରାଚୀନ ଐତିହ୍ୟ ନଷ୍ଟ ହେବାକୁ…

ସରକାରଙ୍କ କରୋନା ତଥ୍ୟରେ ଅମେଳ

ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ ନୂଆ କରୋନା ରୋଗୀ ଚିହ୍ନଟ ହେଉଛନ୍ତି। ସେହିଭଳି ଅନେକ ଆକ୍ରାନ୍ତ ମଧ୍ୟ ସୁସ୍ଥ ହେଉଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ…

ସୁଧୁରୁଛି ରାଜ୍ୟ ଅର୍ଥ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ କରୋନା ଲାଗି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅର୍ଥ ବ୍ୟବସ୍ଥା ସୁଧୁରୁଛି। ବିଶେଷ କରି ଗ୍ରାମୀଣ ଅର୍ଥନୀତି ସ୍ବାଭାବିକ ହେବାରେ ଲାଗିଛି, ଯାହା ଓଡ଼ିଶା ପାଇଁ ଶୁଭସଙ୍କେତ…

କମିଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ବାସ୍ଥ୍ୟଠାରୁ ଆରମ୍ଭ କରି ଆର୍ଥିକ, ସାମାଜିକ ଏବଂ ସାଂସ୍କୃତିକ କ୍ଷେତ୍ର ପାଇଁ ବିପଜ୍ଜନକ ହୋଇଥିବା କୋଭିଡ୍‌-୧୯ ବା କରୋନା ମହାମାରୀ ପରିବେଶ ନିମନ୍ତେ କିନ୍ତୁ ବରଦାନ…

ପ୍ଲେ ଷ୍ଟୋରରୁ ହଟିଲା ୩୦ ଚାଇନା ଆପ୍‌

ନୂଆଦିଲ୍ଲୀ,୨୦।୬: ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ଗୁଗଲ ଏହାର ପ୍ଲେ ଷ୍ଟୋରରୁ ୩୦ ଚାଇନା ଭିତ୍ତିକ ମୋବାଇଲ ଆପ୍ଲିକେଶନକୁ ହଟାଇ ଦେଇଛି। ଏହି ଆପ୍ଲିକେଶନଗୁଡିକୁ ୨ କୋଟି ଥର…

୧୦ନିୟୁତ ଡଲାରର ପୁଞ୍ଜି ଉଠାଇଲା ମିଲ୍କ ମନ୍ତ୍ରା

ମୁମ୍ବାଇ,୨୦।୬: ପ୍ରମୁଖ ଦୁଗ୍ଧ ଷ୍ଟାର୍ଟ ଅପ୍‌ କମ୍ପାନୀ ମିଲ୍କ ମନ୍ତ୍ରାରେ ଆମେରିକାର ଇଣ୍ଟରନ୍ୟାଶନାଲ ଡେଭଲମେଣ୍ଟ ଫାଇନାନ୍ସ କର୍ପୋରେଶନ (ଡିଏଫସି) ୧୦ ନିୟୁତ ଡଲାର ପୁଞ୍ଜି ନିବେଶ କରିବାକୁ…