ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ମକ୍‌ଡ୍ରିଲ

ବାଙ୍ଗିରିପୋଷି,୨୦ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ପରିସରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ସ୍ଥାନୀୟ ଅଗ୍ନିଶମ ବିଭାଗ ପକ୍ଷରୁ ଏକ ମକ୍‌ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଗ୍ନିଶମ…

ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ: ୩୦୫୪.୬୯ କୋଟି ଋଣ ଯୋଗାଣ ଲକ୍ଷ୍ୟ

ବାରିପଦା ଅଫିସ,୨୦ା୬- ମୟୂରଭଞ୍ଜ ଜିଲା ଅଗ୍ରଣୀ ବ୍ୟାଙ୍କ୍‌ ତରଫରୁ ୧୭୬ତମ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସ୍ବଧା ଦେବୀ ସିଂହଙ୍କ…

ଭୁଶୁଡ଼ିଥିବା ପୋଲର ସ୍ଥିତି ଦେଖିଲେ ଅଧିକାରୀ

ବାଲେଶ୍ୱର ଅଫିସ, ୨୦।୬- ବାଲେଶ୍ୱର ଜିଲା ରେମୁଣା ବ୍ଲକ ତୁଣ୍ଡୁରା ପଞ୍ଚାୟତରେ କୋଷ୍ଟ କେନାଲ ଉପରେ ଥିବା ୪୫ବର୍ଷର ପୁରୁଣା ପାଦଚଲା ପୋଲ ଗତ ୧୭ ତାରିଖରେ…

ଷ୍ଟୁଆର୍ଟ ବକ୍ସଟର ଓଡ଼ିଶା ଏଫ୍‌ସିର ମୁଖ୍ୟ କୋଚ୍‌

ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପର ଲିଗ୍‌(ଆଇଏସ୍‌ଏଲ୍‌)ର ସପ୍ତମ ସଂସ୍କରଣ ପୂର୍ବରୁ ଷ୍ଟୁଆର୍ଟ ବକ୍ସଟରଙ୍କୁ ମୁଖ୍ୟ କୋଚ୍‌ ନିଯୁକ୍ତ କରିଛି ଓଡ଼ିଶା ଏଫ୍‌ସି। ଅଭିଜ୍ଞ ବକ୍ସଟରଙ୍କ ସହ…

ଭାରତୀୟ କ୍ରିକେଟ୍‌ରେ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲେ ଗାଙ୍ଗୁଲି

ନୂଆଦିଲ୍ଲୀ, ୧୯।୬- ଭାରତୀୟ କ୍ରିକେଟ୍‌କୁ ସୌରଭ ଗାଙ୍ଗୁଲି ଏକ ଶ୍ରେଷ୍ଠ ଦଳ କରିପାରିଥିଲେ। ଏହି କାରଣରୁ ତାଙ୍କ ପ୍ରତି ମୋର ଯଥେଷ୍ଟ ସମ୍ମାନ ରହିଛି ବୋଲି ଇଂଲଣ୍ଡର…

୫ହଜାରରୁ ଊର୍ଦ୍ଧ୍ୱ ଏଟିଏମ୍‌ ଉଠାଣରେ ଲାଗିପାରେ ଚାର୍ଜ

ମୁମ୍ବାଇ,୧୯।୬: ଏଟିଏମ୍‌ରୁ ଏକାଥରକେ ୫ହଜାର ଟଙ୍କାରୁ ଉର୍ଦ୍ଧ୍ୱ ଉଠାଣ ଉପରେ ଗ୍ରାହକଙ୍କୁ ଚାର୍ଜ ଲାଗିପାରେ। ଏହି ପ୍ରସଙ୍ଗ ଉପରେ ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ବିଚାରବିମର୍ଷ କରୁଛି। ଆର୍‌ଟିଆଇରେ…

ତେଲ ଦର ବୃଦ୍ଧିକୁ ନେଇ ଗ୍ରାହକ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୯।୬:ଦେଶରେ କରୋନା ସଂକ୍ରମଣର ମହାମାରୀ ସମୟରେ କ୍ରମାଗତ ତେଲ ଦର ବୃଦ୍ଧିକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୁଷ୍ଟ ଦେଖାଦେଇଛି। ଗୋଟିଏ ପଟେ ଲୋକଙ୍କର ଆର୍ଥିକ ଅବସ୍ଥା ଭଲ…

ଏନ୍‌ଆଇପିଏଫ୍‌ପିର ଅଧ୍ୟକ୍ଷ ଭାର ସମ୍ଭାଳିବେ ଉର୍ଜିତ

ନୂଆଦିଲ୍ଲୀ,୧୯।୬: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ଉର୍ଜିିତ ପଟେଲ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ପବ୍ଲିକ ଫାଇନାନ୍ସ ଆଣ୍ଡ ପିଲିସି(ଏନ୍‌ଆଇପିଏଫ୍‌ପି)ର ଅଧ୍ୟକ୍ଷ ଭାର ସମ୍ଭାଳିବେ। ଜୁନ…

ଇ-କମର୍ସ ନୀତିରେ ହୋଇପାରେ ପରିବର୍ତ୍ତନ: ପ୍ରଡକ୍ଟ ମେଡ୍‌ ଇନ୍‌ ଇଣ୍ଡିଆ କି ନୁହେଁ ଜାଣିହେବ

ନୂଆଦିଲ୍ଲୀ,୧୯।୬: ଭାରତ-ଚାଇନା ସୀମା ବିବାଦ ପରେ କେନ୍ଦ୍ର ସରକାର ଚାଇନା ବିରୋଧରେ କଠୋର ନୀତି ଗ୍ରହଣ କରୁଥିବା ଜଣାପଡ଼ିଛି। ଚାଇନାରୁ ଭାରତ ଆସୁଥିବା ସାମଗ୍ରୀଗୁଡିକ ଉପରେ ଉଚ୍ଚ…