CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୩ ଆକ୍ରାନ୍ତ; ୩୨୦୦ ଛୁଇଁଲା ମୋଟ ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଟୁଇଟ୍‌…

୨୯ବର୍ଷ ପରେ ଏହି ଦେଶରେ ଦେଖିବାକୁ ମିଳିଲା ବିରଳ ଧଳା ହ୍ବେଲ

କାନବେରା,୧୯।୬: ଦକ୍ଷିଣ ଅଷ୍ଟ୍ରେଲିଆର ଏକ ସମୁଦ୍ରରେ ୨୯ବର୍ଷ ପରେ ଏକ ବିରଳ ଧଳା ହମ୍ପବେକ ହ୍ବେଲ ଦେଖିବାକୁ ମିଳିଛି। ଏହା ପୂର୍ବରୁ ୧୯୯୧ରେ ଏହି ହ୍ବେଲକୁ ଏଠାରେ…

ରାଶିଫଳ: ଶନିବାର, ଜୁନ୍ ୨୦ ତାରିଖ – Daily Horoscope

ମେଷ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଦ୍ୱିଜାର ଫାଇଦା ହାସଲ…

ଏଟିଏମ୍‌ରୁ ନକଲି ନୋଟ ବାହାରିଲେ କରିବେ କ’ଣ…କିପରି ଫେରି ପାଇବେ ଟଙ୍କା ଜାଣନ୍ତୁ

ଆଜିର ଅତ୍ୟାଧୁନିକ ସମୟରେ ଡିଜିଟାଲ ନେଣଦେଣ ଜନଆଦୃତି ଲାଭ କଲାଣି। ବିଶେଷକରି ଏଟିଏମ୍‌ର ବ୍ୟବହାର ଦିନକୁ ଦିନ ବଢ଼ୁଛି। ଏହାଦ୍ୱାରା ଦରକାର ସମୟରେ ଟଙ୍କା ଉଠାଯାଇପାରୁଛି। ହେଲେ…

୧୭ ତାଲିବାନ ଆତଙ୍କବାଦୀ ମୃତ

ସରୋଜାଇ,୧୯।୬: ଆଫଗାନିସ୍ତାନର ସରୋଜାଇ ଜିଲାର ପକତିଆ ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଆଫଗାନ ସେନା ଆକ୍ରମଣରେ ୧୭ ତାଲିବାନ ଆତଙ୍କବାଦିଙ୍କ ମୃତ୍ୟୁ ହେବା ସହ ୨୦ ଆହତ…

ନିଜକୁ କରୋନା ପଜିଟିଭ୍‌ କହି ଗାଡ଼ିରେ ଆଗରେ ଶୋଇଗଲେ ଯୁବକ

ଲକ୍ଷ୍ନୌ,୧୯।୬: ଦେଶରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାର ମୁକାବିଲା ପାଇଁ ଏଯାଏଁ କୌଣସି ଭ୍ୟାକସିନ୍‌ ବାହାରି ନ ଥିବା ବେଳେ ଦିନକୁ ଦିନ…

ରଥଯାତ୍ରା ପାଇଁ ପୁଣି ପିଟିସନ୍‌: ପୁରୀ ସହରକୁ ସଟ୍‌ଡାଉନ୍‌ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଏବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶୁକ୍ରବାର ମୋଡିଫିକେସନ୍‌ ପିଟିସନ ଦାୟର ହୋଇଛି। ପକ୍ଷଭୁକ୍ତ…

ପ୍ଲାଜମା ଥେରାପି ପାଇଁ ମାକ୍ସ ହସ୍ପିଟାଲ ସ୍ଥାନାନ୍ତର ହେଲେ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ବେଳକୁ ବେଳ ଖରାପ ହେବାରେ ଲାଗିଛି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ବାସ୍ଥ୍ୟାବସ୍ଥା। ଶୁକ୍ରବାର ସେ ଅକ୍ସିଜେନ ସପୋର୍ଟରେ ଥିବା ବେଳେ ଏବେ ତାଙ୍କର ପ୍ଲାଜମା…

ଅନୁଷ୍କା ଶର୍ମା ପ୍ରଯୋଜିତ ‘ବୁଲ୍‌ବୁଲ’ର ଟ୍ରେଲର ରିଲିଜ୍‌: ଅପରାଧ, ସସ୍‌ପେନ୍ସ, ପ୍ରେମରେ ଭରପୂର

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଦ୍ୱିତୀୟ ଓ୍ବେବ୍‌ ସିରିଜ୍‌ ‘ବୁଲବୁଲ’ର ଟ୍ରେଲର ରିଲିଜ୍‌ ହୋଇଛି। ଏଥିରେ ଅଭିନେତ୍ରୀ ତୃପ୍ତି ଡିମରୀଙ୍କୁ ବଙ୍ଗାଳୀ ବୋହୂ…

ଶେରଗଡ଼ ଥାନାର ୪ ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନ ଶେରଗଡ଼ ଥାନାର ୪ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ଶୁକ୍ରବାର ଗଞ୍ଜାମ ଏସ୍‌ପି…