ୟୁପିରେ ସ୍ଥଗିତ ହେବ ୩୫ ଶ୍ରମ ଆଇନ

ନୂଆଦିଲ୍ଲୀ,୧୦।୫: କୋଭିଡ୍‌-୧୯ ମହାମାରୀ ଯୋଗୁ ସାରା ବିଶ୍ୱର ଅର୍ଥନୀତି ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶ ସରକାର ରାଜ୍ୟର ଅର୍ଥନୀତିକୁ ସଜାଡିବା ଲାଗି ଜରୁରୀ ପୁଞ୍ଜି ଆକର୍ଷଣ…

୧୦ ଦିନରେ ଡିସ୍‌ଚାର୍ଜ ହେବେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୦।୫(ପି.ଟି.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ବୃଦ୍ଧି ପାଉଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରୋଗୀଙ୍କ ଡିସ୍‌ଚାର୍ଜ ନୀତିରେ ପରିବର୍ତ୍ତନ କରିଛନ୍ତି। ସଂଶୋଧିତ ନିୟମ ଅନୁଯାୟୀ ଗୁରୁତର ଅସୁସ୍ଥ…

ଆଜିଠାରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ଶ୍ରେଣୀ ଖାତାଦେଖା

ନୂଆଦିଲ୍ଲୀ,୧୦।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଖାତାଦେଖା ରବିବାରଠାରୁ ଆରମ୍ଭ ହେଉଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଏଥିପାଇଁ…

ସୁବାସ ଚୌହାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ବିଜେଡି ନେତା ସୁବାସ ଚୌହ୍ବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବହୁ ରାଜନେତା ଶୋକବ୍ୟକ୍ତ କରିଛନ୍ତି।…

ଜୀବନ ପାଇଁ ବଦଳିଛି ଜୀବିକା: ଭୋକ, ଭୟର ଦୋଛକିରେ ମଣିଷ

ବିଶ୍ୱରେ ବିଚିତ୍ର ସ୍ଥିତି ସୃଷ୍ଟି କରିଛି କରୋନା। ଭୂତାଣୁ ସଂକ୍ରମଣରେ ଭୟଭୀତ ମଣିଷ। ପ୍ରତିଦିନ ଗଡୁଛି ମୁଣ୍ଡ। ବଢୁଛି ଆତଙ୍କ। ଏଥିରେ ପ୍ରଭାବିତ ହୋଇଛି ଜୀବନ ସାଙ୍ଗକୁ…

ଚ୍ୟାଲେଞ୍ଜ ସତ୍ତ୍ୱେ ଆଗକୁ ବଢ଼ିବାକୁ ହେବ

ଲକ୍‌ଡାଉନ କଟକଣା ଧୀରେ ଧୀରେ କୋହଳ ହେଉଥିବା ବେଳେ ଜୀବନଯାତ୍ରା ସ୍ବାଭାବିକ ହେଉଛି। ବିଭିନ୍ନ ବର୍ଗରେ ଶୋ’ରୁମ୍‌ ଏବେ ଖୋଲିବା ଆରମ୍ଭ ହୋଇଛି। ଶୋ’ରୁମ୍‌ଗୁଡ଼ିକରେ ସରକାରଙ୍କ ଧାର୍ଯ୍ୟ…

ଗୁଗଲ, ଫେସ୍‌ବୁକ୍‌ରେ ବର୍ଷ ଶେଷ ଯାଏ ଓ୍ବାର୍କ ଫ୍ରମ୍‌ ହୋମ୍‌

ସାନ୍‌ଫ୍ରାନ୍‌ସିସ୍କୋ,୧୦।୫: କରୋନା ପ୍ରଭାବ କମି ନ ଥିବାରୁ ଭାରତରେ ଲକ୍‌ଡାଉନ ୩.୦ ଲାଗୁ ହୋଇଛି। ସାରା ଦେଶରେ କଟକଣା ସହ କିଛି କିଛି କ୍ଷେତ୍ରରେ ଆର୍ଥତ୍କ କାର୍ଯ୍ୟକଳାପକୁ…

ଚେତିଲା ଶକ୍ତିସୁଗାର, ପାର୍କିଂ ରାସ୍ତାରେ ବାଡ଼

ଢେଙ୍କାନାଳ ଅଫିସ, ୧୦।୫ - ଖୋର୍ଦ୍ଧାରୁ ସ୍ପିରିଟ୍‌ ନେବାକୁ ଆସି ଢେଙ୍କାନାଳ ଶକ୍ତିସୁଗାର କମ୍ପାନୀ ମୁଖ୍ୟଫାଟକ ସମ୍ମୁଖ ପାର୍କିଂ ଅଞ୍ଚଳରେ ଦେଢ଼ମାସ ହେଲା ରହିଥିବା ୩ ବିହାରୀ…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ପାଲଲହଡା,୧୦।୫(ଡି.ଏନ.ଏ.) - ପାଲଲହଡା ଉପଖଣ୍ଡର ଯୁବ ସଙ୍ଗଠନ ୟୁଥ୍‌ ଫର୍‌ ପାଲଲହଡା ପକ୍ଷରୁ କରୋନା ଯୋଦ୍ଧା ତଥା ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି।…

ପୋଲିସ କରୁଛି ପାତରଅନ୍ତର

ଅନୁଗୋଳ ଅଫିସ, ୧୦।୫ - ଗ୍ରୀନ୍‌ ଜୋନ୍‌ରେ ଥିବା ଅନୁଗୋଳ ଜିଲାରେ କଟକଣାକୁ କୋହଳ କରାଯାଇଛି। ଦୋକାନ ବଜାର ଖୋଲିଥିବାରୁ ଗ୍ରାମାଞ୍ଚଳରୁ ଲୋକେ ବଜାରକୁ ଆସି ବିଭିନ୍ନ…