ଚାଇନା କମ୍ପାନୀର ଚୁକ୍ତି ରଦ୍ଦ କଲା ରେଲଓ୍ବେ

ନୂଆଦିଲ୍ଲୀ,୧୯।୬: ସୀମାରେ ଭାରତ ଓ ଚାଇନା ସେନା ମଧ୍ୟରେ ତିକ୍ତତା ଲାଗି ରହିଛି। ୨୦ ଭାରତୀୟ ଯବାନ ଶହୀଦ ହେବା ଘଟଣା କେନ୍ଦ୍ର ସରକାରଙ୍କଠାରୁ ନେଇ ଦେଶବାସୀଙ୍କୁ…

ସୂଚନା ଫଳକରେ ସ୍ବର୍ଗତଙ୍କ ନଁ।, ନମ୍ବର

ବଅଁରପାଳ, ୧୯ା୬(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ଟାଉନଶିପ୍‌ ଥାନାକୁ ମଡେଲ ବା ଆଦର୍ଶ ଥାନା କରାଯାଇଛି। ହେଲେ ଏହା କେମିତିକା ଆଦର୍ଶ ହୋଇପାରିଛି ତାହା ଥାନାର ସୂଚନା…

ବିଡୋ ପଞ୍ଚାୟତରେ ୩୨.୨୭ ଲକ୍ଷର ଦୁର୍ନୀତି

ଓଡ଼ାପଡ଼ା, ୧୯ା୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବିଡୋ ପଞ୍ଚାୟତରେ ବଡ଼ଧରଣର ଦୁର୍ନୀତି ହୋଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ସରପଞ୍ଚ ଭଗବାନ ସାହୁଙ୍କୁ ଗୁରୁବାର ଗିରଫ କରାଯାଇଛି।…

ଲଘୁଖଣିଜ ଚାଲାଣ ରୋକିବ ଟେକ୍ନୋଲୋଜି

ଢେଙ୍କାନାଳ ଅଫିସ, ୧୯।୬ ଢେଙ୍କାନାଳ ଜିଲାରେ ବୃଦ୍ଧି ପାଉଥିବା ବାଲି, ପଥର ଭଳି ଲଘୁ ଖଣିଜ ଚୋରା ଚାଲାଣ ରୋକିବାକୁ ଟେକ୍ନୋଲୋଜିର ସହାୟତା ନେବ ପ୍ରଶାସନ। ଏଥିଲାଗି…

ବସ୍‌କୁ ଯାତ୍ରୀ ଅଭାବ

ଅନୁଗୋଳ ଅଫିସ, ୧୯ା୬ ଲକ୍‌ଡାଉନ ବେଳେ ଯାତ୍ରୀ ପରିବହନ ସେବା ଚାଲୁ କରିବା ନେଇ ବିଭିନ୍ନ ଆଡ଼ୁ ଦାବି ଉଠୁଥିଲା। ସମୟ ସୁବିଧା ଦେଖି ସରକାର କଟକଣା…

ରୋଜଗାର ହରାଇଛନ୍ତି ଉଠା ଦୋକାନୀ, ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୧୯।୬- କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ହୋଇଛି । ଏଥିରେ ଉଠା ଦୋକାନୀମାନେ ନିଜର ରୋଜଗାର ହରାଇଛନ୍ତି । ମାତ୍ର ପ୍ରଶାସନିକ…

ଗତବନ୍ୟାରେ ଘର ଭାଙ୍ଗିଥିଲା, ସହାୟତା ମିଳିନି

ଦେଓଗାଁ,୧୯ା୬(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ଆରଆଇ ସର୍କଲ ଅନ୍ତର୍ଗତ ଖଲିଆପାଲିର ମନ୍ଦାର ମଲ୍ଲିକ(୪୬)। ଗତବନ୍ୟାରେ ତାଙ୍କ ମାଟିଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା। ସେହିଦିନଠାରୁ ପ୍ରାୟ…

ଶ୍ରୀଲଙ୍କାର ଦ୍ୱିତୀୟ ଟ୍ରେନିଂ କ୍ୟାମ୍ପରୁ ମାଲିଙ୍ଗା ବାଦ୍‌

କଲମ୍ବୋ, ୧୯।୬(ପି.ଟି.)-ଶ୍ରୀଲଙ୍କା କ୍ରିକେଟ ଦଳର ଦ୍ୱିତୀୟ ଆବାସିକ ଟ୍ରେନିଂ କ୍ୟାମ୍ପରୁ ଟି୨୦ ଅଧିନାୟକ ଲସିଥ ମାଲିଙ୍ଗାଙ୍କୁ ବାଦ୍‌ ଦିଆଯାଇଛି। କାଣ୍ଡିଠାରେ ଚଳିତମାସ ୨୨ରୁ ଆରମ୍ଭ ହେବାକୁ ଯାଉଥିବା…

‘ପ୍ଲେ ଫର୍‌ ଇଣ୍ଡିଆ’ କାର୍ଯ୍ୟକ୍ରମକୁ କ୍ରୀଡ଼ାବିତ୍‌ଙ୍କ ସମର୍ଥନ

ବେଙ୍ଗାଲୁରୁ, ୧୯।୬(ପି.ଟି.)-ଗୋସ୍ପୋଟର୍‌ସ ଫାଉଣ୍ଡେଶନ ପକ୍ଷରୁ ଆରମ୍ଭ କରାଯାଇଥିବା ‘ପ୍ଲେ ଫର୍‌ ଇଣ୍ଡିଆ’ କାର୍ଯ୍ୟକ୍ରମକୁ ଦେଶର ପ୍ରମୁଖ କ୍ରୀଡ଼ା ବ୍ୟକ୍ତିତ୍ୱମାନେ ସମର୍ଥନ କରିଛନ୍ତି। ସେମାନଙ୍କ ମଧ୍ୟରେ କ୍ରିକେଟର ରୋହିତ…

ଚାଇନିଜ୍‌ ସ୍ପନସରଶିପ୍‌କୁ ବର୍ତ୍ତମାନ ହଟାଇ ହେବନାହିଁ: ଧୁମଲ

ନୂଆଦିଲ୍ଲୀ, ୧୯ା୬ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରୁ ବର୍ତ୍ତମାନ ପାଇଁ ଚାଇନିଜ ସ୍ପନସରଶିପ୍‌କୁ ହଟାଯାଇପାରିବ ନାହିଁ। ଚୁକ୍ତି ମିଆଦ ଶେଷ ହେବା ପରେ ବିକଳ୍ପ ଚିନ୍ତା…