ରୋହିତ ଶର୍ମାଙ୍କ ଫଟୋକୁ ଯୁବତୀ ବେଶରେ ସଜାଇ ଫଟୋ ଛାଡିଲେ ଏହି ଭାରତୀୟ କ୍ରିକେଟର

ଲକ୍‌ଡାଉନ୍‌ ଯୋଗୁ ଏବେ ସମସ୍ତ କ୍ରିକେଟ ସିରିଜ୍‌କୁ ସ୍ଥଗିତ ରଖାଯାଇଛି। ଫଳରେ କ୍ରିକେଟରମାନେ ନିଜ ପରିବାର ସହ ସମୟ ବିତାଇବା ସହ ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ…

ଫ୍ୟାନ୍‌ଙ୍କୁ ସରପ୍ରାଇଜ୍‌ ଦେବେ ଶକ୍ତିମାନ

ଦେଶର ପ୍ରଥମ ଧାରାବାହିକ ସୁପରହିରୋ ‘ଶକ୍ତିମାନ’ ୯୦ ଦଶନ୍ଧିରେ ସବୁଠୁ ଚର୍ଚ୍ଚିତ କାର୍ଯ୍ୟକ୍ରମ ମଧ୍ୟରୁ ଗୋଟିଏ ଥିଲା। ଏମିତି ଏକ ସୁପରହିରୋ ଯାହାକୁ ଦେଖିବା ପାଇଁ ଦେଶର…

ଏବର୍ଷ ବଡ଼ଦାଣ୍ଡରେ ଗଡ଼ିବନି ରଥ: ଗଜପତି କହିଲେ ‘ନ୍ୟାୟାଳୟଙ୍କ ନିଷ୍ପତ୍ତିକୁ ମାନିବାକୁ ପଡ଼ିବ’

ପୁରୀ ଅଫିସ,୧୮।୬: କିଛିଦିନ ଧରି ରଥଯାତ୍ରାକୁ ନେଇ ଯେଉଁ ଆଶା ଆଶଙ୍କା ଲାଗି ରହିଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ହୋଇଥିବା ଆବେଦନର…

ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମୃତଦେହକୁ ନେଇ ବାହାରିଲା ଶୋଭାଯାତ୍ରା !

କାନପୁର,୧୮।୬: ଉତ୍ତର ପ୍ରଦେଶର କାନପୁରରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମୃତଦେହର ଏକ ପୁତ୍ତଳିକାକୁ ନେଇ କେତେଜଣ ଲୋକ ଶୋଭାଯାତ୍ରାରେ ସଂସ୍କାର କରିବାକୁ ବାହାରି ଥିବା ଦେଖାଯାଇଛି।…

କୋଇଲା ଆମଦାନୀ କମାଇବ ଭାରତ: ଖଣି ନିଲାମ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ, ୧୮।୬: ଶକ୍ତି କ୍ଷେତ୍ରରେ ଦେଶକୁ ଆତ୍ମନିର୍ଭର କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାର ୪୧ଟି କୋଇଲା ଖଣିର ନିଲାମ…

କୁକୁର ଆଖିରେ ବି ଲୁହ, ସୁଶାନ୍ତଙ୍କୁ ଖୋଜୁଛି ଫଜ୍‌

ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ,…

ଚାଇନା ସାମଗ୍ରୀ ବର୍ଜନ ପାଇଁ ଆହ୍ବାନ, ସ୍ବଦେଶୀ ସାମଗ୍ରୀ ବିକିବାକୁ ଅନୁରୋଧ

ଭଦ୍ରକ ଅଫିସ,୧୮ା୬: ସୀମାରେ ଚାଇନା-ଭାରତ ସଂଘର୍ଷ ପରେ ଦେଶବ୍ୟାପୀ ଆଲୋଡ଼ନ ଖେଳିଯାଇଛି। ସଂଘର୍ଷରେ ଭାରତର ଯବାନମାନେ ଶହୀଦ ହେବା ପରେ ଚାଇନା ବିରୋଧରେ ଅସନ୍ତୋଷ ବଢ଼ିବାରେ ଲାଗିଛି।…

ଗଙ୍ଗାରେ ହେଲା ସୁଶାନ୍ତଙ୍କ ଅସ୍ଥି ବିସର୍ଜନ

ପାଟନା, ୧୮।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଅସ୍ଥି ଗୁରୁବାର ଗଙ୍ଗାରେ ବିସର୍ଜନ କରାଯାଇଛି। ତାଙ୍କ ପିତା ଓ ପରିବାର ସଦସ୍ୟ ମିଶି ଗଙ୍ଗାରେ ତାଙ୍କୁ…

ବାଲୁକାକଳାରେ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ ଅଫିସ,୧୮।୬: ପୂର୍ବ ଲଦାଖ ସୀମା ଗଲ୍‌ଓ୍ବାନ୍‌ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ-୧୪ରେ ସୋମବାର ବିଳମ୍ବିତ ରାତିରେ ଭାରତର ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ…

ଗାଁରେ ହେବ କରୋନା ଟେଷ୍ଟ: ମୋବାଇଲ ଲ୍ୟାବ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ, ୧୮।୬: କରୋନା ମହାମାରୀର ଆତଙ୍କ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଗାଁରେ କରୋନା ଟେଷ୍ଟ ପାଇଁ ସରକାରଙ୍କ ପକ୍ଷରୁ ମୋବାଇଲ ଲ୍ୟାବ୍‌ର ଶୁଭାରମ୍ଭ…