ଲିପ୍‌ ବାମ୍‌, ଫେସ୍‌ଓ୍ବାଶ ଓ ପରିଣିତି

ପରିଣିତି ଚୋପ୍ରାଙ୍କୁ ପ୍ରଥମେ ବ୍ରେକ୍‌ ମିଳିଥିଲା ‘ଲେଡିଜ୍‌ ଭର୍ସେସ ରିକି ବହଲ’ ସିନେମାରୁ। ପ୍ରଥମ ସିନେମାକୁ ନେଇ କାହିଁ କେତେ ଆଶା ବାନ୍ଧି ବସିଥିଲେ ସେ। ଫିଲ୍ମ…

କ୍ରିକେଟ୍‌ ଇତିହାସରେ ଭାରତ ପାଇଁ ଆଜି ସ୍ମରଣୀୟ ଦିନ, ଯାହା ସବୁବେଳେ ମନେ ରହିବ

ଜୁନ ୧୮, ୧୯୮୩, ଭାରତୀୟ କ୍ରିକେଟ ଇତିହାସରେ ଏକ ସ୍ମରଣୀୟ ଦିନ। ଆଜିକୁ ଠିକ୍‌ ୩୭ ବର୍ଷ ପୂର୍ବେ ହରିୟାଣାର ହରିକେନ୍‌ କୁହାଯାଉଥିବା କପିଳ ଦେବ ଭାରତର…

ବୋର୍ଡ ପରୀକ୍ଷା ସମ୍ପର୍କରେ ଶୀଘ୍ର ନିଷ୍ପତ୍ତି ନିଅ

ନୂଆଦିଲ୍ଲୀ,୧୮ା୬(ପି.ଟି.): କରୋନା ମହାମାରୀ ଯୋଗୁ ଅଟକି ରହିଥିବା ବୋର୍ଡ ପରୀକ୍ଷା ହେବ କି ନାହିଁ ସେନେଇ ସପ୍ତାହକ ମଧ୍ୟରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…

ଚାଇନା କିପରି ଦଖଲ କଲା ଭାରତୀୟ ଅଞ୍ଚଳ

ନୂଆଦିଲ୍ଲୀ,୧୮ା୬(ପି.ଟି.): ଚାଇନା କିପରି ଭାରତୀୟ ଅଞ୍ଚଳକୁ ଦଖଲ କଲା ଏବଂ କ’ଣ ପାଇଁ ୨୦ ଯବାନ ଶହୀଦ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏ ସମ୍ପର୍କରେ ଦେଶବାସୀଙ୍କୁ…

ଦାରୁବିଗ୍ରହଙ୍କୁ ଲାଗି ହେଲା ତୁଳସୀ

ପୁରୀ ଅଫିସ, ୧୮ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଠାକୁରଙ୍କ ସେବା…

ତମ୍ବୁ ବିବାଦରୁ ୬ ଘଣ୍ଟା ସଂଘର୍ଷ

ନୂଆଦିଲ୍ଲୀ,୧୮ା୬: ଗଲଓ୍ବାନ ନଦୀ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ ୧୪ରେ ଏକ ଟେଣ୍ଟ ବା ତମ୍ବୁକୁ ନେଇ ବିବାଦର ସୂତ୍ରପାତ ହୋଇଥିଲା। ଚାହୁଁ ଚାହୁଁ ଏହା ରକ୍ତାକ୍ତ ସଂଘର୍ଷର…

ବାଡ଼ିଆ ହେଲା ହଂସପଟା

ପୁରୀ ଅଫିସ,୧୮ା୬: ପ୍ରସ୍ତୁତ ହୋଇଗଲାଣି ତିନିରଥ। ଅଳ୍ପ କିଛି ଯାହା କାମ ରହିଛି ତାହା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ବୁଧବାର ତିନିରଥରେ ହଂସପଟା ବାଡ଼ିଆଯାଇଛି। ଏଥିସହ ପାର୍ଶ୍ୱ…

ଗଲଓ୍ବାନ ଉପରେ ଦାବି ଦୋହରାଇଲା ଚାଇନା

ବେଜିଂ,୧୮ା୬: ଲଦାଖସ୍ଥିତ ଗଲଓ୍ବାନ ଉପତ୍ୟକା ଉପରେ ବୁଧବାର ପୁଣିଥରେ ନିଜର ଦାବି ଦୋହରାଇଛି ଚାଇନା। ଏହି ଅଞ୍ଚଳ ସବୁବେଳେ ଚାଇନାର ଥିଲା ବୋଲି ବେଜିଂ ପକ୍ଷରୁ କୁହାଯାଇଛି।…

ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଡିଜିଟାଲ ଘର ନମ୍ବର

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜଧାନୀରେ ଡିଜିଟାଲ ଡୋର୍‌ ନମ୍ବରିଂ ସିଷ୍ଟମ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାକୁ ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସହରର ପ୍ରତି ଲୋକଙ୍କ ଘରେ ଡିଜିଟାଲ ନମ୍ବର…

କଣ୍ଟେନମେଣ୍ଟ ଜୋନ୍‌ରେ ଜିଲାପାଳଙ୍କ ଅଫିସ

ପୁରୀ ଅଫିସ,୧୮ା୬: କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧ ଅଞ୍ଚଳ)ରେ ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ। ପୁରୀ କୋର୍ଟ ପରିସରର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର…