ପ୍ରଧାନମନ୍ତ୍ରୀଙ୍କ ନିକଟରେ ୩ ଦାବି ରଖିଲେ ନବୀନ

ଭୁବନେଶ୍ୱର,୧୭।୬(ବ୍ୟୁରୋ)-କରୋନା(କୋଭିଡ୍‌-୧୯) ମହାମାରୀ ସଂକ୍ରମଣ ଆଶଙ୍କା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ଯୁକ୍ତ ଦୁଇ ପରୀକ୍ଷା ମଧ୍ୟ ଅଧାରୁ ବନ୍ଦ ରହିଛି। ଅବଶିଷ୍ଟ ପରୀକ୍ଷା ଶେଷ ହେବା…

୪ ମହାନଗର ନିଗମରେ ଯୋଗାଯିବ ‘ଆକ୍ୱାଗାର୍ଡ’ ଜଳ

ଭୁବନେଶ୍ୱର,୧୭।୬(ବ୍ୟୁରୋ):ରାଜ୍ୟରେ ୪ଟି ମହାନଗର ନିଗମରେ ଖୁବ୍‌ଶୀଘ୍ର ଟ୍ୟାପ୍‌ ଯୋଗେ ୨୪ଘଣ୍ଟିଆ ବିଶୁଦ୍ଧ ପାନୀୟଜଳ ଯୋଗାଣ ଉପଲବ୍ଧ ହେବ। ଲୋକେ ସିଧାସଳଖ ଏହି ଟ୍ୟାପ୍‌ରୁ ଆକ୍ୱାଗାର୍ଡ ମାନର ପାଣି…

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୧୭।୬(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସା ୭ଟା ୪୫ମିନିଟ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର-ବନମାଳିପୁରରୁ ରାସ୍ତାରୁ ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ

ବାଳକାଟୀ,୧୭ା୬(ଡି.ଏନ୍‌.ଏ.)-ବାଳକାଟୀ ଫାଣ୍ଡି ଅନ୍ତର୍ଗତ ଭୁବନେଶ୍ୱର-ବନମାଳିପୁର ମୁଖ୍ୟରାସ୍ତାର ମା’ ଦୁଲ୍ଲାଦେବୀ ମନ୍ଦିର ନିକଟରେ ବୁଧବାର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହାସହ…

କାଲିଠୁ ଆଦର୍ଶ ବିଦ୍ୟାଳୟରେ ନାମଲେଖା

ଭୁବନେଶ୍ୱର,୧୭।୬(ବ୍ୟୁରୋ)-ରାଜ୍ୟରେ ଥିବା ସମସ୍ତ ୨୧୪ ଆଦର୍ଶ ବିଦ୍ୟାଳୟରେ ଗୁରୁବାରଠାରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଷଷ୍ଠ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ଛାତ୍ରୀଛାତ୍ରଙ୍କ ନାମ ମେଧା ତାଲିକାରେ…

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ  କରୋନାରେ ପୀଡ଼ିତ ହୋଇଛନ୍ତି। ଦ୍ୱିତୀୟ ଥର ତାଙ୍କର କରୋନା ଯାଞ୍ଚ କରାଯାଇଥିବା ବେଳେ ବୁଧବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍‌…

ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ, ଆଇରନ୍‌ ଚେଷ୍ଟ ଭାଙ୍ଗି ନ ପାରି ଫେରିଗଲେ

ଶେରଗଡ଼,୧୭ା୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଠୁରୁବୁରାଇ ଗ୍ରାମସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ। ବ୍ୟାଙ୍କର ମୁଖ୍ୟ କବାଟ ଭାଙ୍ଗି ଭିତରେ…

ଚଳିତ ବର୍ଷ ରାୟଗଡାରେ ହେବ ନାହିଁ ରଥଯାତ୍ରା

ରାୟଗଡ଼ା ଅଫିସ,୧୭।୬-କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାୟଗଡ଼ା ଜଗନ୍ନାଥ ମନ୍ଦିର ଶ୍ରଦ୍ଧା ଶ୍ରୀକ୍ଷେତ୍ରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ। ଜଗନ୍ନାଥ ମନ୍ଦିର ଭିତରେ କେବଳ ଅସ୍ଥାୟୀ…

ବର୍ଷା ଆରମ୍ଭରୁ ଧସିଲା ଗାର୍ଡ୍‌ଓ୍ବାଲ୍‌ : ନିର୍ମାଣ ନ ସରୁଣୁ ସ୍ଥିତି ବେହାଲ

ଭଦ୍ରକ ଅଫିସ, ୧୭ା୬- ନିର୍ମାଣ କାର୍ଯ୍ୟ ନ ସରୁଣୁ ସ୍ଥିତି ବେହାଲ ହୋଇପଡ଼ିଛି। ବର୍ଷା ଆରମ୍ଭରୁ ଗାର୍ଡଓ୍ବାଲ୍‌ (ସୁରକ୍ଷା ପ୍ରାଚରୀ) ଧସି ଯାଇଛି। ଏଭଳି ଘଟଣା ଦେଖିବାକୁ…

ଚୀନ୍‌ ରାଷ୍ଟ୍ରପତିଙ୍କ କୁଶପୁତ୍ତଳିକା ଦାହ: ଶହୀଦ ଯବାନଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି

କଟକ ଅଫିସ,୧୭ା୬: କଟକ ମାରୱାଡ଼ି ସମାଜ ପକ୍ଷରୁ ବୁଧବାର ସ୍ଥାନୀୟ ନୟାସଡ଼କଠାରେ ଶହୀଦ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଶହୀଦ ୨୦ ଜଣ ଯବାନଙ୍କ ମଧ୍ୟରେ…