ଦୁଇ ଓଡ଼ିଆ ଯବାନଙ୍କ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଲଦାଖ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଦୁଇ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ଯବାନ ଚନ୍ଦ୍ରକାନ୍ତ ପ୍ରଧାନ…

ଉତ୍ତର ଦେବାକୁ ସକ୍ଷମ ଥିବା ଭାରତ ଚାହେଁ ଶାନ୍ତି, ଦେଶର ଅଖଣ୍ଡତା କ୍ଷେତ୍ରରେ ହେବ ନି ବୁଝାମଣା: ମୋଦି

ନୂଆଦିଲ୍ଲୀ, ୧୭।୬: ଲଦାଖର ଗଲଓ୍ବାନ ଘାଟିରେ ଭାରତ ଚାଇନା ମଧ୍ୟରେ ହୋଇଥିବା ସଂଘର୍ଷରେ ୨୦ ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦମ୍ପତିଙ୍କୁ ହତ୍ୟା ଉଦ୍ୟମ: ୫ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଅଭିମନ୍ୟୁ ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନଙ୍କୁ ବୁଧବାର ମଧ୍ୟାହ୍ନରେ ଗାଁ ନିକଟ ସୁନା ଦେଇ…

ମଦନ ମୋହନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ଧର୍ମେନ୍ଦ୍ର କହିଲେ ‘ଭାଇଙ୍କ ଅକାଳ ବିୟୋଗ ଖବର ଶୁଣି ମର୍ମାହତ’

ଭୁବନେଶ୍ୱର,୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ…

ଗଲଓ୍ବାନ ସଂଘର୍ଷ: ଜୟଶଙ୍କର ଓ୍ବାଙ୍ଗ ୟିଙ୍କ ସହିତ ଫୋନ୍‌ରେ କଲେ ଆଲୋଚନା

ନୂଆଦିଲ୍ଲୀ, ୧୭।୬: ଲଦାଖର ଗଲଓ୍ବାନ ଘାଟିରେ ସୋମବାର ରାତିରେ ଘଟିଥିବା ସଂଘର୍ଷ ପରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଚାଇନା ପ୍ରତିପକ୍ଷ ଓ୍ବାଙ୍ଗ ୟିଙ୍କ ସହିତ…

ଅଜଗର ମାରି କାନ୍ଧରେ ପକାଇ ବୁଲିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ବନବିଭାଗ

ବଡବିଲ,୧୭।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଯୋଡା ଥାନା କଣ୍ଡରା ଗ୍ରାମର ଜଣେ ଯୁବକ ଏକ ଅଜଗର ସାପକୁ ମାରି କାନ୍ଧରେ ପକାଇ ବୁଲିବା ତାଙ୍କୁ ମହଙ୍ଗା ପଡିଛି। ସମ୍ପୃକ୍ତ ଯୁବକଙ୍କୁ…

ରାୟଗଡ଼ାରେ ହେବ କୋଭିଡ୍‌-୧୯ ନମୁନା ପରୀକ୍ଷା

ରାୟଗଡ଼ା ଅଫିସ,୧୭ା୬: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ୍‌-୧୯ ନମୁନା ପରୀକ୍ଷା କରାଯିବ। ଏହି ପରିପ୍ରେକ୍ଷୀରେ ବି.ଏସ୍‌-୨ ପରୀକ୍ଷାଗାରକୁ ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା ବୁଧବାର…

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା:  କରନ, ସଲମାନଙ୍କ ସମେତ ୮ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ

ମୁମ୍ବାଇ,୧୭।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଚାଲିଛି। ତାଙ୍କ ଭଳି ଭର୍ସାଟାଇଲ ଅଭିନେତା ଏଭଳି ପଦକ୍ଷେପ କାହିଁକି ନେଲେ…

ଭାଜପା ବିଧାୟକ ମଦନମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଶ୍ରୀକାନ୍ତ ଜେନା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନ ମୋହନ ଦତ୍ତଙ୍କର ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ଶ୍ରୀକାନ୍ତ ଜେନା। ସେ…

ରାଶିଫଳ: ଗୁରୁବାର, ଜୁନ୍ ୧୮ ତାରିଖ – Daily Horoscope

ମେଷ କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାର କମ୍‌ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢ଼ିଯିବ। କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କଠାରୁ ଆଶାନୁଯାୟୀ ସାହାଯ୍ୟ…