CORONAVIRUS UPDATE : ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ସମସ୍ତେ ସୁରଟ ଫେରନ୍ତା, ଅଧିକାଂଶଙ୍କଠାରେ ଲକ୍ଷଣ ଥିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଏହି ୨୬ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୯ ଜଣ ରହିଥିବା…

ଏସ୍‌ସିଏସ୍‌ରେ ଚାଇନାର ଦାଦାଗିରି

ନୂଆଦିଲ୍ଲୀ,୮ା୫: ଦକ୍ଷିଣ ଚାଇନା ସାଗର (ଏସ୍‌ସିଏସ୍‌)ରେ ଏପ୍ରିଲ ମାସ ଉତ୍ତେଜନାପୂର୍ଣ୍ଣ ରହିଥିଲା। ଏହି ବିଶାଳ ଜଳରାଶି ଉପରେ ଚାଇନା ନିଜ ଏକଚାଟିଆ ଆଧିପତ୍ୟ ଜାହିର କରୁଥିବାବେଳେ ସାର୍ବଭୌମତ୍ୱ…

ଫ୍ରାନ୍ସ, ଜର୍ମାନୀକୁ ଟପିଲା ରୁଷିଆ

ଓ୍ବାଶିଂଟନ/ମସ୍କୋ/ଲଣ୍ଡନ, ୮ା୫: ମହାମାରୀ କରୋନା ଭୂତାଣୁ ବିଶ୍ୱରେ କଳାବାଦଲ ଢ଼ାଙ୍କିଦେଇଛି। ଏହି ପ୍ରାଣଘାତୀ ରୋଗରୁ ମୁକୁଳିବା ଲାଗି ସଂଗ୍ରାମ ଜାରି ରହିଥିଲେ ହେଁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି…

ମୃତ ଶ୍ରମିକଙ୍କ ପରିବାରଙ୍କ ପାଇଁ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା: ଦୁର୍ଘଟଣାକୁ ନେଇ ଶୋକପ୍ରକାଶ କଲେ ମୋଦି

ଭୋପାଳ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରେ ଶୁକ୍ରବାର ସକାଳେ ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯିବାରୁ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ…

ଧାନବସ୍ତା ପଡ଼ି ମା’-ଝିଅ ମୃତ: ବାପା ଗୁରୁତର

ବ୍ରହ୍ମଗିରି,୮ା୫(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ହୁବାସାହି ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ସଦସ୍ୟ ଶୋଇଥିବା ସମୟରେ ଧାନବସ୍ତା…

ଲକଡାଉନ ୩.୦ ପରେ ବାପୁଜୀନଗରର ଚିତ୍ର

ସାରା ଦେଶରେ ମେ ୧୭ ପର୍ଯ୍ୟନ୍ତ ଲକଡାଉନ ଜାରି ରହିଛି । ତେବେ ତୃତୀୟ ପର୍ଯ୍ୟାୟ ଲକଡାଉନରେ ସରକାର ନିୟମରେ କିଛିଟା କୋହଳ କରିଛନ୍ତି । ଆସନ୍ତୁ…

କୋଲକାତା ପରେ ଭଦ୍ରକରେ ଚିନ୍ତା ବଢ଼ାଇଛନ୍ତି ସୁରଟ ଫେରନ୍ତା: ୧୯ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା,୩୨ ପଞ୍ଚାୟତ ସର୍ଭିଲାନ୍ସ ଜୋନ୍‌

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଥିବା ବେଳେ ଏହା ରେଡ୍‌ ଜୋନ୍‌ ତାଲିକାରେ ରହିଛି। ଏଥିମଧ୍ୟରୁ ପର୍ଯ୍ୟାୟକ୍ରମେ ଜିଲାର ମୋଟ ୧୨…

ଗଛରେ ପିଟିହେଲା କାର୍‌, ଜଣଙ୍କ ଜୀବନଗଲା, ୨ ଗୁରୁତର

ବଅଁରପାଳ,୮ା୫(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବଉଳିଗଡ଼ ବ୍ରିଜ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ କାର୍‌ ସମ୍ମୁଖରେ…

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଲା

ଗଞ୍ଜାମ,୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସକାଳେ ପୁଣି ୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ…

ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଚଢ଼ିଗଲା ମାଲ୍‌ଗାଡ଼ି: ଦୁର୍ଘଟଣାରେ ୧୬ ମୃତ

ଔରଙ୍ଗାବାଦ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ…