ରାଜଧାନୀରେ ବଢ଼ୁଛି ବସ୍ତି ସଂକ୍ରମଣ ଆଶଙ୍କା: ସାଲିଆ ସାହିରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜଧାନୀର ସବୁଠାରୁ ବଡ଼ ବସ୍ତି ସାଲିଆ ସାହିରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାଲିଆ ସାହି ମଧ୍ୟରେ ଥିବା ନିରାଙ୍କାରୀ ନଗରରେ ଜଣେ…

ଅଣ୍ଡରଓ୍ବାଲର୍ଡ ଡନ୍‌ ଛୋଟା ଶକିଲଙ୍କ ବଡ଼ ଭଉଣୀଙ୍କ କରୋନାରେ ମୃତ୍ୟୁ

ମୁମ୍ବାଇ,୧୬।୬: ଅଣ୍ଡରଓ୍ବାଲର୍ଡ ଡନ୍‌ ଛୋଟା ଶକିଲଙ୍କ ବଡ଼ ଭଉଣୀ ହମିଦାଙ୍କ ମଙ୍ଗଳାବାର କରୋନାଜନିତ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୭ବର୍ଷ ହୋଇଥିଲା। ସୂଚନାଯୋଗ୍ୟ, ହମିଦା ମହାରାଷ୍ଟ୍ରର…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୯୭୪କୁ ବୃଦ୍ଧି

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୨୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଯାଜପୁରର ୧୯, କଟକର ୧୫, ମୟୂରଭଞ୍ଜର ୧୧, ଖୋର୍ଦ୍ଧାର ୧୧, ନୂଆପଡ଼ାର ୯,…

ଭାରତ-ଚାଇନା ସୀମା ବିବାଦ: ସେନା ମୁଖ୍ୟଙ୍କ ସହ ପ୍ରତିରକ୍ଷାମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ,୧୬।୬: ଚାଇନା ସୈନ୍ୟଙ୍କ ସହ ଲଦାଖ ସୀମାରେ ହୋଇଥିବା ସଂଘର୍ଷକୁ ନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ମଙ୍ଗଳବାର ସିଡିଏସ୍‌ ମୁଖ୍ୟ ବିପିନ ରାଓ୍ବତଙ୍କ ସହ ଏକ ବୈଠକ…

କେନ୍ଦ୍ରାପଡାରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡା ଅଫିସ, ୧୬।୬- କେନ୍ଦ୍ରାପଡା ଜିଲାରେ ମଙ୍ଗଳବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛିା ଆକ୍ରାନ୍ତଙ୍କ…

କରୋନାରେ ଜଣଙ୍କର ବି ମୃତ୍ୟୁ ଦୁଃଖଦାୟକ: ମୋଦି

ନୂଆଦିଲ୍ଲୀ,୧୬।୬: ବିଶ୍ୱ ପାଇଁ ଏବେବି ଚିନ୍ତାର କାରଣ ପାଲଟିଛି କରୋନା ସଂକ୍ରମଣ। ଦେଶରେ ୨୪ ଘଣ୍ଟାରେ ୧୦ ହଜାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ମଧ୍ୟ…

ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ

ପୁରୀ ଅଫିସ, ୧୬।୬: ଚଳିତ ବର୍ଷ କରୋନା ପାଇଁ ରଥଯାତ୍ରା ହେବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ। ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାକୁ…

ଲକ୍‌ଡାଉନ ହୋଇ ନ ଥିଲେ ଏବେ ଫିଲ୍ମ ଶୁଟିଂରେ ବ୍ୟସ୍ତ ରହିଥାନ୍ତେ ସୁଶାନ୍ତ: ବଲିଉଡ୍‌ ନିର୍ଦ୍ଦେଶକ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁପରେ ଏବେ ତାଙ୍କ ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସମସ୍ତେ ତାଙ୍କ ମୃତ୍ୟୁ ପଛରେ କାରଣକୁ…

ସଲମାନଙ୍କ ସାହାଯ୍ୟ ମାଗିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଏବେ ଦେଶରେ କରୋନା ମହାମାରୀ ଚିନ୍ତାର କାରଣ ପାଲଟିଥିବା ବେଳେ ଏହି ଅଦୃଶ୍ୟ ଯୁଦ୍ଧରେ ଲଢୁଛନ୍ତି ଦେଶବାସୀ। ଏହି ସମୟରେ ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ସହଯୋଗର…

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ମିଳିବା କଷ୍ଟକର ହୋଇପାରେ। କଷ୍ଟ ସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀ ଲୋକଙ୍କୁ ସହାନୁଭୂତି ପ୍ରଦାନକରି…