ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଏମିତି ଥିଲା ଧୋନୀଙ୍କ ପ୍ରତିକ୍ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ସମସ୍ତଙ୍କ ଚକିତ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଜୀବନୀକୁ ନେଇ ନିର୍ମିତ ‘ଏମଏସ ଧୋନୀ…

ଗଲଓ୍ବାଂ ଘାଟି: ୧୯୬୨ରେ ମଧ୍ୟ ଚାଇନା ଭାରତକୁ ଦେଖାଇଥିଲା ନାଲି ଆଖି

ଲଦାଖ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି। ଏଥିରେ…

ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁର କଲେ ସରକାର

ଛତ୍ରପୁର,୧୬।୬(ଡି.ଏନ.ଏ)-ଗଞ୍ଜାମ ଜ଼ିଲା ଛତ୍ରପୁର ତହସିଲ ଅଧୀନ ଆର୍ଯ୍ୟପଲି ମୋଜାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁୁର କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ…

ଛତ୍ରପୁର ସହର ପ୍ରବେଶ ପଥ ସିଲ୍‌ : ୬ ପଞ୍ଚାୟତକୁ ଯାଇପାରୁନି ଆମ୍ବୁଲାନ୍ସ

ଛତ୍ରପୁର,୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହରର ପ୍ରବେଶ ପଥଗୁଡିକୁ ବ୍ୟାରିକେଟ କରି ସିଲ୍‌ କରି ଦିଆଯାଇଛି। କେତେକ ଅମାନିଆ ନିୟମ ଉଲ୍ଲଂଘନ କରି ଗାଡ଼ିଧରି ଛତ୍ରପୁର…

କେନ୍ଦୁଝର ଜିଲାରେ ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୬।୬(ସ୍ବ.ପ୍ର.): କେନ୍ଦୁଝରରେ ମଙ୍ଗଳବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚିଛି। ଚିହ୍ନଟ ୫ ଆକ୍ରାନ୍ତ ସଙ୍ଗରୋଧ…

ଜୁନ୍‌ ୨୧ ସୂର୍ଯ୍ୟପରାଗ ପରେ ନଷ୍ଟ ହେବ କରୋନା ଭୂତାଣୁ : ଭାରତୀୟ ବୈଜ୍ଞାନିକ

ଚେନ୍ନାଇ, ୧୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଚଳିତ ଜୁନ ୨୧ରେ ହେବାକୁ ଥିବା ସୂର୍ଯ୍ୟପରାଗ ପରେ କରୋନା ଭୂତାଣୁ ନଷ୍ଟ ହୋଇଯିବ…

ବଲାଙ୍ଗୀରରେ ଟଣା ହେବନି ରଥ

ବଲାଙ୍ଗୀର ଅଫିସ,୧୬।୬: ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବକି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା ପ୍ରଶାସନ…

ସୁଶାନ୍ତଙ୍କ ମୃତ୍ୟୁ ହୋଇଥିବା ଘରେ ପହଞ୍ଚିଲେ ଅଙ୍କିତା !

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଏପର୍ଯ୍ୟନ୍ତ ଅନେକେ ବିଶ୍ୱାସ କରିପାରୁ ନାହାନ୍ତି। ସୁଶାନ୍ତଙ୍କ ମୃତ୍ୟୁ ଖବର ପାଇବା ପରଠାରୁ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି…

ଗଞ୍ଜାମରେ ପୁଣି ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି

ଛତ୍ରପୁର, ୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି ପାଇଛି।…

ରାଜ୍ୟରେ ବଢ଼ିଲା ବସ୍‌ ଭଡ଼ା: ସାଧାରଣ-ଏକ୍‌ପ୍ରେସ୍‌ ୩ ପଇସା, ଡିଲକ୍ସ- ଏସି ଡିଲକ୍ସ ୬ ପଇସାକୁ ବୃଦ୍ଧି

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ ୫ ଟଙ୍କା ଅଧିକ ଟଙ୍କା ବଢ଼ି…