ପ୍ରତିରୋଧ କ୍ଷମତାକୁ ନେଇ ଭାରତ ଦୃଢ଼

ନୂଆଦିଲ୍ଲୀ, ୧୬ା୬: ଭାରତ ଅପେକ୍ଷା ପାକିସ୍ତାନରେ ରହିଛି ଅଧିକ ଅଣୁଅସ୍ତ୍ର। ଚାଇନା ପାଖରେ ପାକିସ୍ତାନ ଅପେକ୍ଷା ଦୁଇଗୁଣା ଅଧିକ ଅଣୁଅସ୍ତ୍ର ରହିଛି। ହେଲେ ଭାରତର ପ୍ରତିରୋଧ କ୍ଷମତା…

୬୫% ବୟସ୍କଙ୍କ ଜୀବିକା ପ୍ରଭାବିତ

ନୂଆଦିଲ୍ଲୀ,୧୬ା୬(ପି.ଟି.): କରୋନାଜନିତ ଲକ୍‌ଡାଉନ ଯୋଗୁ ୬୫ ପ୍ରତିଶତ ବୟସ୍କ ବ୍ୟକ୍ତିଙ୍କ ଜୀବିକା ପ୍ରଭାବିତ ହୋଇଛି। ଏହି ସମୟରେ ସେମାନେ କାମଧନ୍ଦା ହରାଇଛନ୍ତି କିମ୍ବା ସେମାନଙ୍କୁ ମିଳୁଥିବା ବେତନ…

ଶ୍ରୀମନ୍ଦିରରେ ପହଞ୍ଚିଲା ଦଶମୂଳ

ପୁରୀ ଅଫିସ,୧୬।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦିରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁଦିଅଁଙ୍କ ଗୁପ୍ତ ସେବା।…

ନେପାଳ ସୀମା ବିବାଦ ପଛରେ ଚାଇନା

ନୂଆଦିଲ୍ଲୀ,୧୬ା୬: ଭାରତ ସହ ଦୀର୍ଘ ଦଶନ୍ଧି ଧରି ଉତ୍ତମ ସମ୍ପର୍କ ରଖିଆସିଥିବା ପଡ଼ୋଶୀ ଦେଶ ନେପାଳ ହଠାତ୍‌ ସୀମା ବିବାଦ ସୃଷ୍ଟି କରିବା ପଛରେ ସେଠାର ଘରୋଇ…

‘ଓଡ଼ିଶୀ ସଙ୍ଗୀତ’କୁ କେବେ ମିଳିବ ଶାସ୍ତ୍ରୀୟ ମାନ୍ୟତା

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଜୁନ୍‌ ୭ ଓଡିଶା ଓ ଓଡ଼ିଆଙ୍କ ପାଇଁ ଥିଲା ଏକ ଐତିହାସିକ ଦିବସ। କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଅମର ରଚନା ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ…

ଚାରି ମହଲାରୁ ୨ପିଲାଙ୍କୁ ଫିଙ୍ଗିଦେଲେ: ଜଣେ ମୃତ

କୋଲକାତା,୧୬ା୬(ଆଇଏଏନ୍‌ଏସ୍‌): କୋଲକାତାର ବୁରାବଜାର ଅଞ୍ଚଳରେ ଏକ ବୀଭତ୍ସ ତଥା ହୃଦୟ ବିଦାରକ ଘଟଣା ଘଟିଛି। ପୂର୍ବ ଶତ୍ରୁତା କାରଣରୁ ଜଣେ ୫୫ ବର୍ଷୀୟ ବ୍ୟକ୍ତି ରବିବାର ରାତିରେ…

ନନ୍ଦନକାନନରେ କଳାବାଘ ବୁଲିବା ପ୍ରଚାର ଗୁଜବ

ବାରଙ୍ଗ,୧୬।୬(ଡି.ଏନ୍‌.ଏ.)- କରୋନା ଲାଗି ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବନ୍ଦ ରହିଛି। ଶୂନଶାନ ହୋଇଯାଇଛି ନନ୍ଦନକାନନ ରାସ୍ତା। ନା ଆସୁଛନ୍ତି ପର୍ଯ୍ୟଟକ ନା ଶୁଭୁଛି ସେମାନଙ୍କ ଗହଳି। ଏହି…

ମୁକୁଳିଲେ ଭାରତୀୟ ଦୂତାବାସର ୨ ଅଧିକାରୀ

ନୂଆଦିଲ୍ଲୀ,୧୬ା୬: ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ କାର୍ଯ୍ୟାଳୟରୁ ୨ ଅଧିକାରୀ ସୋମବାର ସକାଳୁ ନିଖୋଜ ହୋଇଯାଇଥିଲେ। ଦୀର୍ଘ ୭ ଘଣ୍ଟା ପରେ ପାକ୍‌ କର୍ତ୍ତୃପକ୍ଷ ସେମାନଙ୍କୁ…

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି: ଅଣଲାଭଦାୟକ ଶିକ୍ଷାନୁଷ୍ଠାନରେ ମାଗଣା ବହି ଦିଆଯାଉ

ଭୁବନେଶ୍ୱର,୧୬।୬(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ ଯେଭଳି ମାଗଣାରେ ବହି ଯୋଗାଇ ଦିଆଯାଉଛି,…

ଇଏ କି ଶାଳଗ୍ରାମ

ପୁରୀ ଅଫିସ,୧୬।୬: ସନାତନ ପରମ୍ପରାରେ ଶାଳଗ୍ରାମଙ୍କୁ ସ୍ବୟଂ ବିଷ୍ଣୁଙ୍କ ସ୍ବରୂପ ଭାବେ ଉପାସନା କରାଯାଇଥାଏ। ବର୍ତ୍ତମାନ ପ୍ରକୃତ ଶାଳଗ୍ରାମ ପ୍ରାୟତଃ ଆଉ ମିଳୁନାହିଁ। ଶ୍ରୀମନ୍ଦିରରେ ଚିତ୍ରିତ ଶାଳଗ୍ରାମ…