ଭୁବନେଶ୍ୱର,୧୬।୬(ବ୍ୟୁରୋ): ଫସଲ ପାଇଁ ଖର୍ଚ୍ଚ ବଢ଼ିବା ସହ ଉତ୍ପାଦିତ ଶସ୍ୟର ଅଭାବୀ ବିକ୍ରି ସମସ୍ୟା ସୃଷ୍ଟି କରି ଚାଲିଛି। ଏଥିଯୋଗୁ ରାଜ୍ୟରେ ଜମି ପଡ଼ିଆ ପଡୁଛି ପଛକେ…
ଯୋଡା, ୧୬ା୬(ଡି.ଏନ୍.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜଲହରି ଗ୍ରାମପଞ୍ଚାୟତରେ ଥିବା ଏସେଲ ଖଣି କମ୍ପାନୀର ଆପାହାତୁ ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶିକୁ ହଡପ କରାଯାଇଥିବା ଅଭିଯୋଗ…
ବାଙ୍ଗିରିପୋଷି,୧୬ା୬(ଡି.ଏନ୍.ଏ.)- ‘ଗାଁକୁ ଫେରିଚାଲ’ ସାମାଜିକ ଅନୁଷ୍ଠାନ ପକ୍ଷରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ନିଶ୍ଚିନ୍ତା ପଞ୍ଚାୟତର ହେମଚନ୍ଦ୍ରପୁର (ଶୁଣ୍ଡିସାହି) ଗ୍ରାମରେ ବନ୍ଦେ ଉକତ୍ଳ ଜନନୀ ପ୍ରାଦେଶିକ…
ବାରିପଦା ଅଫିସ,୧୬ା୬- ମୟୂରଭଞ୍ଜ ଜିଲା ବାରିପଦା ତହସିଲ ଅଧୀନ ଆରଆଇ-୩ର ରାଜସ୍ବ ନିରୀକ୍ଷକ ତନ୍ମୟ ରଞ୍ଜନ ସାହୁଙ୍କୁ ଆକ୍ରମଣ କରାଯାଇଥିତ୍ବା ନେଇ ସୋମବାର ଟାଉନ ଥାନାରେ ଅଭିଯୋଗ…
ବାରିପଦା ଅଫିସ/ରାଇରଙ୍ଗପୁର,୧୬ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ପଢିଆ ଗ୍ରାମ ନିକଟରେ ସୋମବାର ବଜ୍ରପାତରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି।…
ଖଇରା, ୧୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ରଜ କଟକଣା ମଧ୍ୟରେ ପାଳନ କରାଯାଉଛି ା ଝିଅମାନେ ସାମାଜିକ କଟକଣା ମଧ୍ୟରେ ଦୋଳି ଖେଳୁଥିବା ବେଳେ ଅଳତା…
ବାଲେଶ୍ୱର ଅଫିସ,୧୬।୬- ଓଡ଼ିଆ ଭାଷା ସାହିତ୍ୟର ତ୍ରାଣକର୍ତ୍ତା, ଭାଷା ଆନ୍ଦୋଳନର ସେନାପତି, ସଂକ୍ରାନ୍ତି ପୁରୁଷ, ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୦୨ତମ ଶ୍ରାଦ୍ଧବାର୍ଷିକୀରେ ବାଲେଶ୍ୱର ସହର ଶାନ୍ତିକାନନଠାରେ ଫକୀରମୋହନ…
ଦାରିଙ୍ଗବାଡ଼ି,୧୬ା୬(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତ୍ରୀ ପ୍ରଧାନଙ୍କ ନିର୍ବାଚନ ମାମଲାରେ ତାଙ୍କ ପଦବୀ ଅସିଦ୍ଧ ଘୋଷିତ ହୋଇଛି। ଗତ କିଛି ଦିନ ହେଲା ଉପାଧ୍ୟକ୍ଷ ରମାକାନ୍ତ…
ଭଞ୍ଜନଗର,୧୬ା୬ (ଡି.ଏନ୍.ଏ.) - ଭଞ୍ଜନଗର ଅଞ୍ଚଳରେ ସଙ୍ଗରୋଧ କେନ୍ଦ୍ର ବାହାରୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଏଭଳି ସ୍ଥିତିରେ ଲୋକେ କାମ ପାଇଁ ହେଉ କି…
ନୂଆଦିଲ୍ଲୀ,୧୫।୬: ଦେଶରେ ସେବା ପ୍ରଦାନର ଏକ ବ୍ୟବସ୍ଥିତ ମାନକ ସୁନିଶ୍ଚିତ କରିବା ତଥା କୋଭିଡ୍-୧୯ ମହାମାରୀ ସମୟରେ କର୍ମଚାରୀଙ୍କ ସଂଖ୍ୟାର ଠିକ୍ ଉପଯୋଗ ଲକ୍ଷ୍ୟରେ କର୍ମଚାରୀ ଭବିଷ୍ୟନିଧି…