ଫନୀରେ ଓଡ଼ିଶା ସହ ଛିଡ଼ାହେବାକୁ କହିଥିଲେ ସୁଶାନ୍ତ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ‘ଏମ୍‌.ଏସ୍‌. ଧୋନୀ’ ଫିଲ୍ମରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ଯୁବ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ନାହାନ୍ତି। ହେଲେ ତାଙ୍କୁ ଆଜି…

ସୁଶାନ୍ତଙ୍କ ଓଡ଼ିଶା ଲିଙ୍କ୍‌: ଶୁଟିଂ ସେଟ୍‌ରେ ସର୍ବଦା କୁଲ୍‌ ରହୁଥିଲେ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସେଲିବ୍ରିଟିଙ୍କଠାରୁ ଆରମ୍ଭକରି କ୍ରିକେଟର ଓ ରାଜନେତାଙ୍କ ପର୍ଯ୍ୟନ୍ତ ସମସ୍ତେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ବିୟୋଗରେ ମ୍ରିୟମାଣ ହୋଇପଡିଛନ୍ତି। ତାଙ୍କସହ କାମ କରିଥିବା ଦୁଇ ଓଡ଼ିଆ…

ମେଶିନ ଦ୍ୱାରା ରଥଟଣା ପ୍ରସ୍ତାବକୁ ବିରୋଧ: ‘ସେବାୟତ ଟାଣିଲେ ହାତୀ ଆବଶ୍ୟକ ପଡ଼ିବ ନାହିଁ’

ପୁରୀ ଅଫିସ,୧୫ା୬:  କରୋନା ଯୋଗୁ ରଥଯାତ୍ରା ହେବ କି ନାହିଁ ତାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। କେନ୍ଦ୍ର ସରକାର ଏବଂ ହାଇକୋର୍ଟ ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାରଙ୍କ…

ଆଡ୍ରିଆ ଟୁର୍‌ ଚ୍ୟାରିଟି ଟେନିସ: ଜୋକୋଭିଚ୍‌ଙ୍କ ଡବଲ ପରାଜୟ

ବେଲଗ୍ରେଡ, ୧୫।୬: ଏଠାରେ ଆରମ୍ଭ ହୋଇଥିବା ଆଡ୍ରିଆ ଟୁର୍‌ ଚ୍ୟାରିଟି ଟେନିସ ଟୁର୍ନାମେଣ୍ଟର ପ୍ରଥମ ଦିବସରେ ଅନୁଷ୍ଠିତ ୨ଟିଯାକ ମ୍ୟାଚ ହାରି ଯାଇଛନ୍ତି ବିଶ୍ୱର ନମ୍ବରଓ୍ବାନ ଖେଳାଳି…

କଳିଙ୍ଗନଗର ଶିଳ୍ପାଞ୍ଚଳ: ୨୫ ହଜାର ଲୋକ ନିଯୁକ୍ତି ହରାଇଛନ୍ତି

ଯାଜପୁର ଅଫିସ,୧୫।୬: ଗତ ୫ ବର୍ଷ ମଧ୍ୟରେ କଳିଙ୍ଗନଗର ଶିଳ୍ପ କାରଖାନାରେ କାର୍ଯ୍ୟରତ ପ୍ରାୟ ୨୦ ହଜାର ଠିକା ଶ୍ରମିକ ଏବଂ ୫ ହଜାରରୁ ଊର୍ଦ୍ଧ୍ୱ ନିୟମିତ…

ଚଳିତବର୍ଷ ହୋଇ ନ ପାରେ ବ୍ୟାଙ୍କ ଘରୋଇକରଣ

ନୂଆଦିଲ୍ଲୀ,୧୫।୬: ଚଳିତବର୍ଷ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଘରୋଇକରଣ ଲାଗି ସରକାର ଅଗ୍ରସର ହୋଇ ନ ପାରନ୍ତି। ବ୍ୟାଙ୍କଗୁଡିକର ଭାଲ୍ୟୁଏଶନ ଏବଂ ଚାପଗ୍ରସ୍ତ ସମ୍ପତ୍ତି ବର୍ତ୍ତମାନ ଉଚ୍ଚରେ ରହିଛି। ସେହିଭଳି…

କରୋନା ଗବେଷଣାରେ ଓଡ଼ିଆ ଯୁବ ବୈଜ୍ଞାନିକ

କଟକ ଅଫିସ,୧୫ା୬: ଶରୀରରେ ଭିଟାମିନ୍‌-ଡିର ଅଭାବ ରହିଲେ କରୋନାଜନିତ ମୃତ୍ୟୁ ଅଧିକ ହେବ। ଭାରତରେ ଯେଉଁ ସବୁ ସ୍ଥାନରେ କରୋନାଜନିତ ମୃତ୍ୟୁ ଅଧିକ ହୋଇଛି, ସେଠାକାର ଲୋକଙ୍କଠାରେ…

ଅଟୋମୋବାଇଲ ଡିଲରଶିପରେ ଛଟେଇ ଆଶଙ୍କା

ନୂଆଦିଲ୍ଲୀ,୧୫।୬: ଗତ ବର୍ଷ ମାନ୍ଦାବସ୍ଥା ଯୋଗୁ ଦେଶର ଅଟୋମୋବାଇଲ ଡିଲରଶିପ ନିଯୁକ୍ତି ଉପରେ ନକାରାତ୍ମକ ପ୍ରଭାବ ପଡିଥିଲା। ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ଏହି ସମସ୍ୟା…

ମାଡ଼ର ପ୍ରତିଶୋଧ ହତ୍ୟାରେ

ରାସୋଳ, ୧୫।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଅନ୍ତର୍ଗତ କୁକୁଟା ଗ୍ରାମର ରାଜମିସ୍ତ୍ରି ବୁନୁ ବେହେରା (୪୦) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାର ମୁଖ୍ୟ…

ହାଇକୋର୍ଟଙ୍କ ଉପରେ ବଢୁଛି ମାମଲା ବୋଝ

କଟକ ଅଫିସ,୧୫।୬: ଓଡ଼ିଶା ହାଇକୋର୍ଟ ଉପରେ ଦିନକୁ ଦିନ ମାମଲା ବୋଝ ବଢ଼ିବାରେ ଲାଗିଛି। ଯେଉଁ ପରିମାଣରେ ମାମଲା ରୁଜୁ ହେଉଛି, ସେହି ପରିମାଣରେ ଫଇସଲା ହୋଇପାରୁ…