୧୬ ଦୋକାନୀଙ୍କୁ ନୋଟିସ

ଅନୁଗୋଳ ଅଫିସ, ୬।୫ - ଲକ୍‌ଡାଉନ କଟକଣା କୋହଳ ହେବା ପରେ ଅନୁଗୋଳ ଜିଲା ଓ ସହରର ଦୋକାନ ବଜାର ଖୋଲିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା…

ଗାୟତ୍ରୀ କମ୍ପାନୀ ଅଫିସ ସମ୍ମୁଖରେ ଆନ୍ଦୋଳନ: ବାହାର ଜିଲାର ଶ୍ରମିକ ନିୟୋଜିତ ଅଭିଯୋଗ

ଛେଣ୍ଡିପଦା, ୬ା୫(ସ୍ବ.ପ୍ର.) - ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା କତଡ଼ା ପଞ୍ଚାୟତସ୍ଥିତ ଗାୟତ୍ରୀ କନ୍‌ଷ୍ଟ୍ରକ୍ସନ କମ୍ପାନୀ କରୋନା ସଂକ୍ରମିତ ଜିଲାରୁ ଶ୍ରମିକଙ୍କୁ ଆଣି କାର୍ଯ୍ୟରେ…

ଭାଉଜଙ୍କୁ କଟୁରିରେ ହାଣି ହତ୍ୟା

ଢେଙ୍କାନାଳ ଅଫିସ, ୬।୫ - ସାମାନ୍ୟ ବଚସାକୁ କେନ୍ଦ୍ରକରି ନିର୍ମମ ହତ୍ୟା। ଦିଅରଙ୍କ କଟୁରି ଚୋଟରେ ପ୍ରାଣ ହରାଇଛନ୍ତି ଭାଉଜ। ଢେଙ୍କାନାଳ ସଦର ଥାନା ଖୁଣ୍ଟଝରି ଗ୍ରାମରେ…

୭ଦିନର ଶିଶୁପୁତ୍ର ବିକ୍ରି ଚର୍ଚ୍ଚା

ଅନୁଗୋଳ ଅଫିସ, ୬।୫ - ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ମଙ୍ଗଳବାର ଏକ ନବଜାତ ଶିଶୁ ପୁତ୍ରକୁ ବିକ୍ରି କରାଯାଇଥିବା ଚର୍ଚ୍ଚା ହେଉଛି। ତେବେ ସମ୍ପୃକ୍ତ ଶିଶୁପୁତ୍ରକୁ ଉଦ୍ଧାର…

୧.୩୧ ଲକ୍ଷ ଟଙ୍କା ସହାୟତା

ଢେଙ୍କାନାଳ ଅଫିସ,୬।୫ - ଢେଙ୍କାନାଳ ସଦର ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୩୧ହଜାର ଟଙ୍କାର ସହାୟତା ଚେକ୍‌ ପ୍ରଦାନ କରାଯାଇଛି। ବିଧାୟକ…

କଣ୍ଠଶିଳ୍ପୀ ଅସୀମା ବାଣ୍ଟିଲେ ମାସ୍କ

ଢେଙ୍କାନାଳ ଅଫିସ, ୬।୫ - ଢେଙ୍କାନାଳର ଯୁବ ଅନୁଷ୍ଠାନ ବଜରଙ୍ଗ କ୍ଲବ ପକ୍ଷରୁ ହିନ୍ଦୋଳ ବ୍ଲକର ଦୁର୍ଗମ ଦଣ୍ଡିରି ପଞ୍ଚାୟତରେ ସହାୟତା ପହଞ୍ଚତ୍ଛି। କ୍ଲବର ନୂତନ ସଦସ୍ୟ…

ଜୀବନ ଜୀବିକା ଆଗରେ ହାର୍‌ ମାନିଛି ଲକ୍‌ଡାଉନ

ଖଜୁରିପଡା,୬ା୫(ଡି.ଏନ.ଏ.)- ଜଙ୍ଗଲ ସୀମାବର୍ତ୍ତୀ ଜନଜାତି ଗରିବ ପରିବାରର ମହିଳାମାନେ ଦିନ ମଜୁରୀ ଠାରୁ ଆରମ୍ଭ କରି ଜଙ୍ଗଲରୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା ନିର୍ବାହ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ମହିଳା ରହିବାକୁ ବିରୋଧ

ଭଞ୍ଜନଗର,୬।୫(ଡି.ଏନ.ଏ.)- ସୁରଟରୁ ଫେରୁଥିବା ମହିଳାମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଭଞ୍ଜନଗର ବ୍ଲକର ଏକ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ୪ ମହିଳାଙ୍କୁ…

ଚୋରା ସ୍କ୍ରାପ୍‌ ବୋଝେଇ ପିକ୍‌ଅପ ଜବତ, ୩ ଗିରଫ

ଯୋଡା,୬ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଚମ୍ପାଡିହିଠାରେ ପୋଲିସ ଚଢାଉ କରି ଏକ ଚୋରା ସ୍କ୍ରାପ ବୋଝେଇ ପିକଅପ ଜବତ କରିବା ସହିତ ଏଥିରେ ସଂପୃକ୍ତ ୩…

ପାରିବାରିକ କଳହରୁ ମହିଳାଙ୍କ ଆତ୍ମହତ୍ୟା

ଯୋଡା,୬ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବରୀ ଅନ୍ତର୍ଗତ ତାଡପାଣି ଅଞ୍ଚଳରେ ମଙ୍ଗଳବାର ପାରିବାରିକ କଳହରୁ ମଞ୍ଜ ମୁଣ୍ଡା ନାମ୍ନୀ ଜଣେ ମହିଳା ଗଛରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି।…