ସ୍ମାର୍ଟ କାର୍ଡ ନ ଥିଲେ ମସ୍‌ଜିଦରେ ପ୍ରବେଶ ମନା

କୋଜିକୋଡେ,୧୪।୬: କରୋନା ମହାମାରୀ ସହ ଲଢିବାକୁ ହେଲେ ଆମକୁ ସାମାଜିକ ଦୂରତା ବଜାୟ ରଖିବା ଜରୁରୀ। ଏହାକୁ ଦୃଷ୍ଟିରେ ରଖି କେରଳ କୋଜିକୋଡେର କୁଟିଚିରାରେ ଏକ ମସଜିଦରେ…

କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା ବନ୍ଦ: ପ୍ରଭାବିତ ଘରକୁ କରାଯିବ ସିଲ୍‌

ବେଙ୍ଗାଲୁର, ୧୪।୬: କର୍ନାଟକରେ କରୋନା ମହାମାରୀ ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି ଯୋଜନା ଅନୁସାରେ ବେଙ୍ଗାଲୁର୍‌ ସହରରେ କଣ୍ଟେନମେଣ୍ଟ୍‌…

ମାସ୍କ ପିନ୍ଧିଲେ କରୋନା ସଂକ୍ରମଣ ଆଶଙ୍କା ୪୦ ପ୍ରତିଶତ କମିଯାଏ

ବର୍ଲିନ୍‌, ୧୪।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ନିୟମିତ ବ୍ୟବଧାନରେ ହାତ…

ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ

ମୁମ୍ବାଇ,୧୪।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ। ରବିବାର ସେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ…

ମଣିଷ ଶୋଇଲେ ଶୋଇଯାଏ କରୋନା କହିଲେ ପାକିସ୍ତାନୀ ଧର୍ମଗୁରୁ

ଇସଲାମାବାଦ୍‌, ୧୪।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏପରିସ୍ଥଳେ ପାକିସ୍ତାନର କେତେକ ଧର୍ମଗୁରୁ କରୋନା ସଂକ୍ରମଣ…

ଜଗତ୍‌ସିଂହପୁର ଜିଲାରେ ବଢ଼ି ଚାଲିଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା: ପୁଣି ୧୧ ଚିହ୍ନଟ

ଜଗତ୍‌ସିଂହପୁର ଅଫିସ,୧୪।୬: ଜଗତ୍‌ସିଂହପୁର ଜିଲାରେ ରବିବାର ପୁଣି ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ…

ପ୍ରଶାସନକୁ ଘାରିଛି ଗୋଷ୍ଠୀ ସଂକ୍ରମଣ ଭୟ: ୩ ପଞ୍ଚାୟତ ଶଟ୍‌ଡାଉନ୍‌

ନିଶ୍ଚିନ୍ତକୋଇଲି,୧୪ା୬(ସ୍ବ.ପ୍ର.) : କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ୪ ପ୍ରବାସୀ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥାଇ ଗ୍ରାମ, ବଜାରରେ ବହୁ ଲୋକ ସଂସ୍ପର୍ଶରେ…

ଛତ୍ରପୁର ବ୍ଲକରେ ୪ କରୋନା ପଜିଟିଭ୍‌ ଚିହ୍ନଟ: ଘଡଘଡାପଲ୍ଲୀ, ନରେନ୍ଦ୍ରପୁରର ସାହି କଣ୍ଟେନମେଣ୍ଟ, ୮ ଗାଁ ବଫର ଜୋନ୍‌ ଘୋଷଣା କଲେ ଜିଲାପାଳ

ଛତ୍ରପୁର,୧୪।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ରବିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଛତ୍ରପୁର ବ୍ଲକ ଅଧୀନ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଘଡଘଡାପଲ୍ଲୀ ଗାଁରେ ୩ ଜଣ…

କରୋନା ମୁକାବିଲା ପାଇଁ ଦିଲ୍ଲୀକୁ ମିଳିଲା ୫ଶହ ରେଲଓ୍ବେ କୋଚ, ଟେଷ୍ଟିଂ ବଢାଇବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ,୧୪।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀରେ କରୋନା ଭାଇରସର ସ୍ଥିତିକୁ ନେଇ ଏକ ସମିକ୍ଷା ବୈଠକର ଆୟୋଜନ କରିଥିଲେ। ଏବେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ…

କେନ୍ଦୁଝର ଜିଲାରେ ଆଉ ୧୧ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୪।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ଆଉ ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦ରେ ପହଁଚିଛି। ଚିହ୍ନଟ…