୪୩ ୟୁନିଟ୍‌ ରକ୍ତ ସଂଗୃହୀତ

ବାହାନଗା, ୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଳକ କଲ୍ୟାଣି ପଞ୍ଚାୟତର ଗିଲିଦା ଉଚ୍ଚ ବିଦ୍ୟାଳୟ ପରିସରରେ ସରକାରଙ୍କ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ଜିବନ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର…

କୋଟାରୁ ଫେରିଲେ ୧୭ ଛାତ୍ରୀଛାତ୍ର

ବାରିପଦା ଅଫିସ, ୫ା୫- ରାଜସ୍ଥାନର କୋଟାରେ ଫସି ରହିଥିବା ୧୭ ଜଣ ଛାତୀଛାତ୍ର ମଙ୍ଗଳବବାର ମୟୂରଭଞ୍ଜ ଫେରିଛନ୍ତି। ସେମାନଙ୍କ ସହିତ ୫ ଜଣ ଅଭିଭାବକ ଓ ୨…

ଜୀବନ-ଜୀବିକା ମଧ୍ୟରେ ସନ୍ତୁଳନ ଜରୁରୀ, କଣ୍ଟେନ୍‌ମେଣ୍ଟ ଜୋନ୍‌ ବ୍ୟତିତ ସବୁଠି ଚାଲିବ ଅର୍ଥନୈତିକ କାର୍ଯ୍ୟ: ଏସ୍‌ଆର୍‌ସି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ସମ୍ପ୍ରତି ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏବେ ଏହାର ତୃତୀୟ ପର୍ଯ୍ୟାୟରେ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ ବଢ଼ାଯାଇଛି।…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ; ୧୭୪ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ରାଉରକେଲାର ୪୯ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ…

ପ୍ରବାସୀ ଶ୍ରମିକଙ୍କ ପାଇଁ ଆଉ ଏକ ନିୟମ: ଫେରିବା ପୂର୍ବରୁ ସରପଞ୍ଚଙ୍କୁ ସମସ୍ତ ତଥ୍ୟ ଦେବା ଜରୁରୀ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବିଶେଷକରି ବାହାର ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆ(ଶ୍ରମିକ)ମାନେ ଚିନ୍ତାର କାରଣ ପାଲଟିଛନ୍ତି। ସମ୍ପ୍ରତି ସ୍ଥିତିର…

ପାରିବାରିକ କଳହ ଯୋଗୁ ନଦୀକୁ ଡେଇଁ ପଡ଼ିଲେ ଯୁବକ

ମହାକାଳପଡ଼ା,୫।୫(ଡି.ଏନ.ଏ.)-ପାରିବାରିକ କଳହ ଯୋଗୁ ନଦୀକୁ ଡେଇଁ ପଡ଼ିଲେ ଯୁବକ। ପରେ ସ୍ଥାନୀୟ ଲୋକ ଓ ସ୍ଥାନୀୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉକ୍ତ ଯୁବକଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ…

ପ୍ରତ୍ୟାବର୍ତ୍ତନ ପାଇଁ ଘରୋଇ କ୍ରିକେଟରେ ରାଇନାଙ୍କ ପ୍ରଦର୍ଶନ ପର୍ଯ୍ୟାପ୍ତ ନ ଥିଲା: ଏମ୍‌ଏସ୍‌କେ ପ୍ରସାଦ

ନୂଆଦିଲ୍ଲୀ,୫।୫ (ପି.ଟି.): ଭାରତୀୟ ପୂର୍ବତନ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କ ପ୍ରତ୍ୟାବର୍ତ୍ତନ ନେଇ ମୁହଁ ଖୋଲିଛନ୍ତି ପୂର୍ପତନ ମୁଖ୍ୟ ଚୟନକର୍ତ୍ତା ଏମ୍‌.ଏସ୍‌.କେ. ପ୍ରସାଦ। ଚୟନକର୍ତ୍ତାମାନେ ରାଇନାଙ୍କୁ ଅଣଦେଖା…

ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାମାଙ୍କନ ଆମନ୍ତ୍ରଣ କଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୫।୫(ପି.ଟି.): ଚଳିତବର୍ଷ ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାମାଙ୍କନ ଆମନ୍ତ୍ରଣ କରିଛି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ। ତେବେ କରୋନା ଭାଇରସ ସଂକ୍ରମଣ କାରଣରୁ ଚାଲିଥିବା ଲକ୍‌ଡାଇନ କାରଣରୁ…

ଗ୍ୟାସ ସିଲିଣ୍ଡର ବୋଝେଇ ଗାଡ଼ି ଓଲଟିଲା: ଯାତାୟତ ଠପ

ଅତାବିରା,୫।୫(ଡି.ଏନ.ଏ)-ବରଗଡ଼ ଜିଲା ଗୋଡ଼ଭଗା-ତୁରୁମ ରାସ୍ତାର ରୁଷୁଡ଼ା ମାର୍କେଟ୍‌ ୟାର୍ଡ଼ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ଓଲଟି ପଡ଼ିଛି। ଗୋଡ଼ଭଗାରୁ ତୁରୁମ…

ଟ୍ରେନିଂ ଆରମ୍ଭ କରିବେ ଗ୍ରୀକ୍‌ ଫୁଟବଲର

ଏଥେନ୍ସ,୫।୫(ଏଏଫ୍‌ପି): ଗ୍ରୀସ୍‌ରେ ଫୁଟବଲ ଆରମ୍ଭ ହେବାକୁ ଯାଉଛି। ଗ୍ରୀକ୍‌ କ୍ରୀଡ଼ାମନ୍ତ୍ରୀ ଲେଫ୍ଟେରିସ୍‌ ଆଭଗେନାକିସ୍‌ ଏ ନେଇ ସୂଚନା ଦେଇଛନ୍ତି। ଦେଶରେ ଟ୍ରେନିଂ ଆରମ୍ଭ କରିବାକୁ ଫୁଟବଲରମାନେ ପ୍ରସ୍ତୁତି…