କାନ୍ତକବିଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ସରକାରଙ୍କ ପ୍ରୟାସକୁ ସ୍ବାଗତ

ଭଦ୍ରକ ଅଫିସ, ୧୩ା୬- କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରେରଣାଦାୟୀ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’…

ପୂଜାରା, ଜାଡେଜାଙ୍କୁ ନାଡ଼ା ନୋଟିସ୍‌

ନୂଆଦିଲ୍ଲୀ, ୧୩ା୬ (ପି.ଟି.)-ଚେତେଶ୍ୱର ପୂଜାରା, ରବୀନ୍ଦ୍ର ଜାଡ଼େଜା ଓ କେ.ଏଲ୍‌. ରାହୁଲଙ୍କ ସମେତ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପରିସରଭୁକ୍ତ ୫ଜଣ ଭାରତୀୟ କ୍ରିକେଟରଙ୍କୁ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି…

ଓଡିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ମିତ୍ତଲ  

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ଜୟପୁରରେ ହେବ ନାହିଁ ରଥଯାତ୍ରା

ଜୟପୁର ୧୩ା୬ (ନି.ପ୍ର.)-କୋରାପୁଟ ଜିଲା ଜୟପୁରରେ ଚଳିତ ବର୍ଷ ରଥଯାତ୍ରା ହେବନାହିଁ। ଜିଲାପାଳ ମଧୁ ସୂଦନ ମିଶ୍ର ଏ ନେଇ ଚିଠି ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏ…

କାଳିଆବେଡ଼ା ଗ୍ରାମକୁ ପଶିଆସିଲେ ହାତୀପଲ: ଉଜାଡ଼ିଲେ ଫସଲ, ଗ୍ରାମବାସୀ ଭୟଭୀତ

କେନ୍ଦୁଝର,୧୩ା୬(ସ୍ବ.ପ୍ର.) : ସଦର ରେଞ୍ଜର କାଳିଆବେଡ଼ା ଗାଁକୁ ଶନିବାର ସକାଳେ ବଣୁଆ ହାତୀପଲ ପଶି ଆସିବା ଫଳରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ତେବେ ଆଜି ସକାଳୁ ଘଟଗାଁ…

ଭୁବନେଶ୍ୱରରେ ପାଳନ ହେବନି ରଜ

ଭୁବନେଶ୍ୱର, ୧୨ା୬ (ବ୍ୟୁରୋ)- ଦିନକୁ ଦିନ ଭୁବନେଶ୍ୱରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳୁଛି। ବିଶେଷ କରି ଏବେ ରଜ ପର୍ବ ଥିବାରୁ ହାଟ, ବଜାରରେ ଲୋକମାନେ ଭିଡ଼…

ଶଟ୍‌ଡାଉନ୍‌: ଜୀବନଯାତ୍ରା ପ୍ରଭାବିତ, ରଜ ମଉଜ ଫିକା

ବ୍ରହ୍ମପୁର ଅଫିସ,୧୩ା୬: ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବନ୍ଦ ହେବାର ନାଁ ନେଉନାହିଁ । ପ୍ରତିଦିନ ଏହା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କରୋନାର…

ଓଡ଼ିଶାରେ ବିପରୀତ ସ୍ଥିତି: ବୟସ୍କଙ୍କଠାରୁ ପିଲା, ଯୁବକ ଅଧିକ ସଂକ୍ରମିତ

ଭୁବନେଶ୍ୱର, ୧୩।୬(ବ୍ୟୁରୋ) - କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାର ଉହାନ ସହରରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ ଭୂତାଣୁ ଏବେ ପ୍ରାୟ ସବୁଦେଶକୁ…

ଶଟ୍‌ଡାଉନ୍‌ରେ ଗଞ୍ଜେଇ ଚାଲାଣ: ବୁଲେଟ୍‌ ସହ ଗଞ୍ଜେଇ ଜବତ, ୨ ଗିରଫ

ପାଟପୁର,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଖପରାବାଡ଼ ନିକଟରେ ଶନିବାର ସକାଳେ ପାଟପୁର ପୋଲିସ ଚଢ଼ାଉ କରି ଏକ ବୁଲେଟ୍‌ ସହ ୨୯ କେଜି…

ଖାଇବାକୁ ମିଳୁନି, ଋଣ ଅସୁଲ ପାଇଁ ବଢୁଛି ଚାପ : ବିଧାୟକଙ୍କୁ ଅଭିଯୋଗ କଲେ ଏସଏଚ୍‌ଜି ମହିଳା

ସଜନାଗଡ଼, ୧୩।୬(ଡି.ଏନ.ଏ.)-ସରକାର ବିଭିନ୍ନ ଫାଇନାନ୍ସ କମ୍ପାନୀଗୁଡ଼ିକ ଋଣ ଅସୁଲ କରିବା ଉପରେ ରୋକ ଲଗାଇଛନ୍ତି। ହେଲେ ମାଇକ୍ରୋଫାଇନାନ୍ସ କମ୍ପାନୀଗୁଡ଼ିକ ନିର୍ଦ୍ଦେଶ ପାଳନ ନ କରି ଏସ୍‌ଏଚ୍‌ଜି ଉପରେ…