ନୂଆଦିଲ୍ଲୀ,୫।୫:ବର୍ତ୍ତମାନ କରୋନାକୁ ପ୍ରତିରୋଧ କରିବା ଲାଗି ସାରା ବିଶ୍ୱରେ ଆର୍ଥତ୍କ କାର୍ଯ୍ୟକଳାପ ବନ୍ଦ ରହିଛି। ଏଭଳି ସ୍ଥିତିରେ ଏପ୍ରିଲରେ ଦେଶର ମାନୁଫାକ୍ଚରିଂ କାର୍ଯ୍ୟକଳାପ ରେକର୍ଡ ନିମ୍ନ ସ୍ତରକୁ…
ଖୋର୍ଦ୍ଧା ଅଫିସ,୫।୫ : ଖୋର୍ଦ୍ଧା ଟାଙ୍ଗି ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ କୁହୁଡ଼ି ଛକରେ ହାଇଦ୍ରାବାଦ ରୁ ପ୍ରବାସୀ ଓଡିଆଙ୍କୁ ଧରି ଫେରୁଥିବା ବସ ମଙ୍ଗଳବାର…
ଭୁବନେଶ୍ୱର,୫।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଁଚିଛି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର ବୋଲି…
ଅନୁଗୋଳ ଅଫିସ, ୫।୫ ସୁରଟ୍ ଓ କୋଟାରୁ ଦୁଇଟି ବସ୍ରେ ଆସିଥିବା ପ୍ରବାସୀମାନେ ସୋମବାର ଅନୁଗୋଳରେ ପହଞ୍ଚତ୍ଛନ୍ତି। ସୁରଟ୍ରୁ ଗୋଟିଏ ବସ୍ରେ ୬୬ ଜଣ ଓ କୋଟାରୁ…
ଅନୁଗୋଳ ଅଫିସ, ୫।୫ ଓଡ଼ିଶା ଫେରିବାକୁ ଚାହଁୁଥିବା ପ୍ରବାସୀମାନଙ୍କୁ କିପରି ଅଣାଯାଇ କ୍ୱାରାଣ୍ଟାଇନ୍ରେ ରଖାଯିବ ସେ ନେଇ ରାଜ୍ୟ ସରକାର ସ୍ବତନ୍ତ୍ର ଯୋଜନା କରିଛନ୍ତି। ଯେଉଁମାନେ ଏଥିପାଇଁ…
ଅନୁଗୋଳ ଅଫିସ, ୫।୫ ଅନୁଗୋଳ ଜିଲା ଗ୍ରୀନ୍ ଜୋନ୍ରେ ଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଲକ୍ଡାଉନ ନିୟମ କୋହଳ କରାଯାଇଛି। ଫଳରେ ସୋମବାରଠାରୁ ଅନେକ ବ୍ୟବସାୟିକ ପ୍ରତିଷ୍ଠାନ…
ଭୁବନ, ୫।୫(ଡି.ଏନ୍.ଏ.) କରୋନା ସଙ୍କଟ ସମୟରେ ରାଜ୍ୟ ସରକାରଙ୍କୁ ସହାୟତାର ହାତ ବଢ଼ାଇବାକୁ ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିଲା…
ପରଜଙ୍ଗ, ୫।୫(ଡି.ଏନ.ଏ.) ମା’ ସାମ୍ନାରେ କୂଅ ଭିତରେ ଖସିପଡ଼ିଲା ୩ବର୍ଷର ଶିଶୁପୁତ୍ର। ନିଜ ଆଖି ଆଗରେ ପୁଅର ମୃତ୍ୟୁକୁ କେମିତିବା ଦେଖିଥାନ୍ତା ମା’? ପୁଅକୁ ରକ୍ଷା କରିବାକୁ…
ଢେଙ୍କାନାଳ ଅଫିସ, ୫।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଜୋନ୍ରେ ରଖାଯାଇଛି। ଜିଲା ସଦରରେ ଜଣେ ମହିଳାଙ୍କ ନିକଟରୁ ଏପ୍ରିଲ୍ ୯ରେ କୋଭିଡ୍-୧୯ ଭୂତାଣୁଠାବ କରାଯାଇଥିଲା।…
ନୂଆଦିଲ୍ଲୀ, ୫ା୫ (ପି.ଟି.)-ବର୍ତ୍ତମାନ ଅନ୍ତର୍ଜାତୀୟ କ୍ରିକେଟରେ ଶ୍ରେଷ୍ଠ ଲେଗ୍ ସ୍ପିନରଙ୍କ ମଧ୍ୟରେ ୟୁଜବେନ୍ଦ୍ର ଚହଲ ଅନ୍ୟତମ ବୋଲି କହିଛନ୍ତି ପୂର୍ବତନ ପାକିସ୍ତାନ ସ୍ପିନର ମୁସ୍ତାକ ଅହମ୍ମଦ। ହ୍ବାଇଟ୍…