ଘର ବାହୁଡା ଶ୍ରମିକଙ୍କୁ ଦେବାକୁ ପଡିବନି ଭଡା, ମିଳିବ ଏକ ହଜାର ଟଙ୍କା

ପାଟନା,୪।୫: ଲକ୍‌ଡାଉନରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ରେଳ ଭଡାକୁ ନେଇ ଆରମ୍ଭ ହୋଇଥିବା ରାଜନୀତି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ ଘୋଷଣା…

ପୋଲିସ, ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ

ଭଞ୍ଜନଗର,୪ା୫(ଡି.ଏନ୍‌.ଏ.): ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୋମବାର ଭଞ୍ଜନଗର ଉପଖଣ୍ଡର ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।…

ସିଙ୍ଗାପୁରରେ ୪୮୦୦ ଭାରତୀୟ କରୋନା ସଂକ୍ରମିତ: ସେମାନଙ୍କ ମଧ୍ୟରେ ୯୦ ପ୍ରତିଶତ ଶ୍ରମିକ

ସିଙ୍ଗାପୁର,୪।୫: ସିଙ୍ଗାପୁରରେ ୪୮୦୦ ଭାରତୀୟ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୯୦ ପ୍ରତିଶତ ଶ୍ରମିକ ଥିବା କୁହାଯାଉଛି। ସ୍ଥାନୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ,…

ଏମ୍‌କେସିଜିରେ ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୪।୫: ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲର ସଂଘରୋଧ କକ୍ଷରେ ସୋମବାର ୩ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ସ୍ବାବ ସଂଗ୍ରହ…

ସୁରଟରୁ ଦ୍ୱିତୀୟ ଟ୍ରେନ୍‌ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ସୁରଟରୁ ଆଉ ଏକ ଟ୍ରେନ୍‌ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮ ଜଣ…

ଲକ୍ଷେ ଟପିବ ଆମେରିକା କରୋନା ମୃତ୍ୟୁ ସଂଖ୍ୟା: ଟ୍ରମ୍ପ୍‌

ଓ୍ବାଶିଂଟନ,୪।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଗାମୀ ଦିନରେ କରୋନା ମୃତ୍ୟୁ ସଂଖ୍ୟା ଆମେରିକାରେ ଲକ୍ଷେ ଟପିବ…

ଟିକ୍‌ଟକ୍‌, ଚିତ୍ରକଳାରେ କରୋନା ସଚେତନତା: ଯୁକ୍ତ ଦୁଇ ଛାତ୍ରୀ ଅଙ୍କିତାଙ୍କ ନିଆରା ପ୍ରୟାସ

ପୁରୀ ଅଫିସ, ୪ା୫: ମହାମାରୀ କରୋନା ବିରୋଧରେ ଲଢୁଛି ସମଗ୍ର ବିଶ୍ୱ। ଏହି ଲଢେଇ ମଇଦାନରେ କିଏ ଆଗ ଧାଡ଼ିରେ ଛିଡ଼ା ହୋଇଛି ତ ପୁଣି କେହି…

ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ…

କୋଟାରୁ ଆସିଲେ ୨୬ ପ୍ରବାସୀ ଓଡ଼ିଆ, ୬ଟି ବସ୍‌ ଯୋଗେ ଝାରଖଣ୍ଡ ଯିବେ ୧୪୨ ଜଣ

ଭଦ୍ରକ ଅଫିସ, ୪।୫: ରାଜସ୍ଥାନର କୋଟାରେ ଫସିଥିବା ଛାତ୍ରଛାତ୍ରୀ ସୋମବାର ଭଦ୍ରକ ଜିଲାରେ ପହଞ୍ଚିଛନ୍ତି। ଫେରିଛନ୍ତି। ସେଠାରେ ଫସିଥିବା ଜିଲାର ୨୧ ଛାତ୍ରଛାତ୍ରୀ ଓ ୫ ଅଭିଭାବକ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ୍‌ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା…