ସମ୍ବଲପୁର ଜିଲାରେ ୨୩ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ସମ୍ବଲପୁର,୧୧ା୬(ବ୍ୟୁରୋ)-ସମ୍ବଲପୁର ଜିଲାରେ ଶୁକ୍ରବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ମୋଟ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହେଲେଣି।…

ଅନ୍‌ଲକ୍‌-୧: ରାତ୍ରକାଳୀନ କର୍ଫ୍ୟୁରେ ରାଜପଥରେ ଚଳାଚଳ କରିବ ଯାନବାହନ

ନୂଆଦିଲ୍ଲୀ ,୧୨।୬: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମାମଲାକୁ ଦେଖିଲେ ଅନୁମାନ କରିହେଉଛି ଯେ, ବିନା ଭ୍ୟାକସିନ୍‌ରେ କରୋନା…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର: ଛତିଶଗଡ଼ରୁ ଧରାପଡିଲେ, ଜେଲ ଗଲେ ପ୍ରେମିକ

କୋକସରା,୧୨।୬ (ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ କୋକସରା ପୋଲିସ ବେହେରା ପଞ୍ଚାୟତ ନୁନପାଣି ଗାଁର ମନୋଜ…

ଭାରତ ଚତୁର୍ଥ ସ୍ଥାନରେ, ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଅଯୋଇଛି । ଏହାକୁ…

ଅମାନିଆଙ୍କୁ ସାବଡ କରିଛି ରାଜ୍ୟ ପୋଲିସ: ମାସ୍କ ନ ପିନ୍ଧି ଦେଲେଣି ୧ କୋଟି ୨୫ଲକ୍ଷ ଟଙ୍କା

ଭୁବନେଶ୍ୱର,୧୨ା୬(ବ୍ୟୁରୋ)- କରୋନା ସଂକ୍ରମଣ ପ୍ରତିହତ କରିବାକୁ ରାଜ୍ୟ ସରକାର ଯଥା ସମ୍ଭବ ଚେଷ୍ଟା ଚଳାଇଛନ୍ତି। ଏପରି କି ଘରୁ ବାହାରକୁ ଗୋଡ଼ କାଢ଼ିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ…

ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ଏଥର ଅନ୍‌ଲାଇନ୍‌ରେ ବିପିୟୁଟି ପରୀକ୍ଷା ହେବ। ଅନଲାଇନ୍‌ରେ ଇଞ୍ଜିନିୟରିଂ କଲେଜର ଅଷ୍ଟମ ସେମିଷ୍ଟର ପରୀକ୍ଷା ହେବ। ଜୁଲାଇ ପ୍ରଥମରୁ ଦ୍ୱିତୀୟ ସପ୍ତାହ ଭିତରେ ଅନ୍‌ଲାଇନ୍‌ରେ ଏହି ପରୀକ୍ଷା…

ଶ୍ରମ ମନ୍ତ୍ରଣାଳୟର ଆଉ ୨୫ ଅଧିକାରୀ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୨।୬: ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ଆଉ ୨୫ଜଣ ଅଧିକାରୀ ଶୁକ୍ରବାର କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ମନ୍ତ୍ରଣାଳୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ରେ…

ରଜ ପାଇଁ ୨ ଦିନ ମାଟ୍ରିକ ଖାତା ଦେଖା ବନ୍ଦ

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ରଜ ପର୍ବ ପାଇଁ ଜୁନ ୧୪ ଓ ୧୫ ତାରିଖ ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିବ। ରଜ ଉପଲକ୍ଷେ ସବୁ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାବନ୍ଦ ରଖିବା…

୧୭ରୁ କାର୍ଯ୍ୟରେ ଯୋଗଦେବେ ଅଧ୍ୟାପକ

ଭୁବନେଶ୍ୱର,୧୨।୬(ବ୍ୟୁରୋ)- ଚଳିତ ମାସ ୧୭ରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଖୋଲିବ। ଏଥିସହ ସମସ୍ତ ଅଧ୍ୟାପକ, ଶିକ୍ଷକ, ଅଣଶିକ୍ଷକ ଓ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ସେହିପରି କୋଭିଡ…

ଡାକ୍ତରଙ୍କୁ ଦରମା ନ ମିଳିବା ନେଇ ମତ ରଖିଲେ ସୁପ୍ରିମକୋର୍ଟ: କହିଲେ, ଯୁଦ୍ଧରେ ସୈନ୍ୟଙ୍କୁ କରିପାରିବ ନାହିଁ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୨।୬: କରୋନା ଭାଇରସ୍‌ ବିରୋଧରେ ଯୋଦ୍ଧା ସାଜିଥିବା ଡାକ୍ତରଙ୍କ ଦରମା ନ ମିଳିବା ଏବଂ ତାଙ୍କର ଉପଯୁକ୍ତ ରହଣୀ ବ୍ୟବସ୍ଥାକୁ ନେଇ ଶୁକ୍ରବାର କଡ଼ା ଆଭିମୁଖ୍ୟ ଗ୍ରହଣ…