ସ୍ବାସ୍ଥ୍ୟ ଉପକାରୀ ଡାଳିମ୍ବ ରସ: ରୋଗ ପ୍ରତିରୋଧକ ଶକ୍ତି କରେ ବୃଦ୍ଧି

ଡାଳିମ୍ବ ପ୍ରାୟ ସବୁ ଋତୁରେ ଉପଲବ୍ଧ । ଏହା ବଜାରରେ ସହଜରେ ମିଳିଯାଇଥାଏ। କେହିକେହି ଏହାର ଜୁସ୍‌ ପିଇବାକୁ ପସନ୍ଦ କରୁଥିବା ବେଳେ କେହି ଏହାକୁ ଚୋବାଇ…

ଶଟ୍‌ଡାଉନ୍‌ରେ ରାଜଧାନୀବାସୀଙ୍କ ପାଇଁ ଆମିଷର ‘ହୋମ୍‌ ଡେଲିଭରି’: ଚିଲିକା ଫ୍ରେସ, ଓପୋଲ୍‌ଫେଡ୍‌ ଜାରି କଲା ମୋବାଇଲ୍‌ ନଂ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ କରୋନା ପ୍ରଭାବକୁ ଦୃଷ୍ଟିରେ ରଖି ଜୁନ ୩୦ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ…

ଅନ୍‌ଲାଇନ୍‌ ଶିକ୍ଷାଦାନକୁ ନେଇ ଶିକ୍ଷୟିତ୍ରୀଙ୍କ ଅଭିନବ ପ୍ରୟାସ, ଲୋକେ କରୁଛନ୍ତି ପ୍ରଶଂସା

କରୋନା ମହାମାରୀ ଯୋଗୁ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ବନ୍ଦ ରହିଛି। ତେଣୁ ଶିକ୍ଷୟିତ୍ରୀ/ଶିକ୍ଷକମାନେ ପିଲାମାନଙ୍କୁ ଅନ୍‌ଲାଇନ୍‌ ଶିକ୍ଷା ଦେଉଛନ୍ତି। କେଉଁଠି ଇଣ୍ଟର୍‌ନେଟ୍‌ ଗତି କମ୍‌ ରହୁଛି ତ ଆଉ…

କୋଭିଡ କଣ୍ଟ୍ରୋଲ ରୁମ୍‌ରେ କାର୍ଯ୍ୟ କରୁଛନ୍ତି ବିଜୁ ଯୁବ ବାହିନୀ ସଦସ୍ୟ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବିଜୁ ଯୁବ ବାହିନୀର ସ୍ବେଚ୍ଛାସେବୀମାନେ ଡିଆର୍‌ଡିଏ କାର୍ଯ୍ୟାଳୟରେ ଥିବା କୋଭିଡ କଣ୍ଟ୍ରୋଲ ରୁମ୍‌ରେ କାର୍ଯ୍ୟ କରୁଛନ୍ତି। ସେମାନେ ଦୈନିକ ଜିଲାର…

ଗଞ୍ଜାମରେ ପାଳନ ହେବନାହିଁ ରଜ: ମେଳା, ଉତ୍ସବ, ଦୋଳି ଖେଳ ଉପରେ ୧୬ ପର୍ଯ୍ୟନ୍ତ କଟକଣା ଲଗାଇଲେ ଜିଲାପାଳ

ଛତ୍ରପୁର, ୧୨।୬(ଡି.ଏନ୍‌.ଏ.)- ଓଡ଼ିଆଙ୍କ ଗଣପର୍ବ ରଜ ପାଳନରେ ପ୍ରତିବନ୍ଧକ ସାଜିଛି କରୋନା। ଗଞ୍ଜାମ ଜ଼ିଲାରେ ପର୍ବ, ମହୋତ୍ସବ, ମେଳା ତଥା ଏ ସମ୍ପର୍କୀୟ ଦୋଳି ଓ ଅନ୍ୟ…

ଧାନ ଉଠାଣରେ ଶିଥିଳତା: ଆନ୍ଦୋଳନ ଚେତାବନୀ ଦେଲା କଂଗ୍ରେସ

ବରଗଡ଼ ଅଫିସ,୧୨।୬: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଜିଲାର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଏବେ ମଧ୍ୟ ଅବ୍ୟବସ୍ଥିତ ହୋଇ ପଡିଛି…

ନୟାଗଡ଼ ଜିଲାରେ ୪ ନୂଆ ଆକ୍ରାନ୍ତ: ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ କୋମଣ୍ଡ ପଞ୍ଚାୟତ ଶଟ୍‌ଡାଉନ୍‌

ନୟାଗଡ଼ ଅଫିସ,୧୨।୬: ନୟାଗଡ଼ ଜିଲାରେ ଶୁକ୍ରବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪କୁ ବୃଦ୍ଧି ଘଟିଛି। ତେବେ୪ ଆକ୍ରାନ୍ତଙ୍କ…

ଏହି ଦେଶରେ ରହିଛି ବିଶ୍ୱର ସବୁଠୁ ଉଚ୍ଚ ଭଗବାନ ବିଷ୍ଣୁଙ୍କ ପ୍ରତିମୂର୍ତ୍ତି

ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ ରହିଥିବା…

ଥାନାରେ ଫିନାଇଲ୍‌ ପିଇ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି

ଦିଗପହଣ୍ଡି/ପାଟପୁର,୧୨।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାରେ ତଦନ୍ତ ପାଇଁ ଅଟକ ଥିବା ଜଣେ ଯୁବକ ଶୌଚାଳୟକରେ ଫିନାଇଲ…

ଇଂଲଣ୍ଡ ଗସ୍ତ: ପାକିସ୍ତାନ ଦଳରେ ନବାଗତ ହାଇଦର

କରାଚୀ,୧୨।୬ (ପି.ଟି.): ଆଗାମୀ ଇଂଲଣ୍ଡ ଗସ୍ତ ପାଇଁ ପାକିସ୍ତାନ ଏକ ୨୯ ଜଣିଆ ଦଳ ଘୋଷଣା କରିଛି। ଏଥିରେ ୪ ବର୍ଷ ପରେ ଦ୍ରୁତ ବୋଲର ସୋହେଲ…