ଘରୋଇ କମ୍ପାନୀଗୁଡିକ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ କେନ୍ଦ୍ର ସରକାର ବାଧ୍ୟ କରିପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଲକ୍‌ଡାଉନ୍‌ ସମୟରେ ଘରୋଇ କମ୍ପାନୀଗୁଡିକ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଦରମା ଦେବାକୁ କେନ୍ଦ୍ର ସରକାର ବାଧ୍ୟ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୨୯ରେ…

ଦିଲ୍ଲୀରେ ଲକ୍‌ଡାଉନ୍‌ ଅବଧି ବଢିବ ନାହିଁ: ସ୍ବାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ଭୂତାଣୁ ସଂକ୍ରମଣ ଲଗାତାର ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀସ୍ଥିତି ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି। ଦିଲ୍ଲୀରେ ଗତ ୨୪ ଘଣ୍ଟାରେ…

ଭାଜପା ଉପରେ ବର୍ଷିଲେ ଗେହଲଟ: ମୋଦି-ଶାହଙ୍କୁ କରୋନା ଚିନ୍ତା ନାହିଁ, ଗଣତନ୍ତ୍ରର ହତ୍ୟା ହେଉଛି

ଜୟପୁର,୧୨।୬: ରାଜ୍ୟସଭା ନିର୍ବାଚନ ପୂର୍ବରୁ ରାଜସ୍ଥାନର କଂଗ୍ରେସ ଶିବିରରେ ହଟଚମଟ ସୃଷ୍ଟି ହୋଇଛି। ଶୁକ୍ରବାର ରାଜ୍ୟସଭା ପ୍ରାର୍ଥୀ ତଥା କଂଗ୍ରେସର ବରିଷ୍ଠ ନେତା କେସି ଭେନୁଗୋପାଲ ବିଧାୟକଙ୍କ…

ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଅନ୍‌ଲାଇନ୍‌ରେ ହେବ ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି(ବିପିୟୁଟି)ପରୀକ୍ଷା। ବିପିୟୁଟିର ଅଷ୍ଟମ ସେମିଷ୍ଟାର ପରୀକ୍ଷା ଜୁଲାଇ ପ୍ରଥମ ସପ୍ତାହରେ ହେବ। ସବୁ ଜିଲାରେ ଓ ରାଜ୍ୟ…

କୋଭିଡ ହସ୍ପିଟାଲରେ ଗଞ୍ଜାମର ୧୪୩ କରୋନା ଆକ୍ରାନ୍ତ, ୫ ମୃତ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): କୋଭିଡ ହସ୍ପିଟାଲରେ ଗଞ୍ଜାମ ଜିଲାର ୧୪୩ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ଅପରପକ୍ଷରେ ଶୁକ୍ରବାର ଗଞ୍ଜାମରେ ଆଉ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।…

ମୟୂରଭଞ୍ଜ ଜିଲାରେ ୭ କରୋନା ପଜିଟିଭ୍‌ ଚିହ୍ନଟ: ୯୯ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ବାରିପଦା ଅଫିସ,୧୨।୬: ମୟୂରଭଞ୍ଜ ଜିଲାରେ ଶୁକ୍ରବାର ୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯କୁ ବୃଦ୍ଧି…

ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୨।୬: ଜମ୍ମୁ-କାଶ୍ମୀରର ଶୋପିଆନ ଜିଲାରୁ ଜଣେ ଲଶ୍କର ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କବାଦୀ ଜଣକ ଜାକିର ଅହମ୍ମଦ ଖାନ। ତାଙ୍କ ନିକଟରୁ ବନ୍ଧୁକ ଏବଂ ଅନ୍ୟାନ୍ୟ ଗୋଳାବାରୁଦ…

କେନ୍ଦୁଝରରେ ଚିହ୍ନଟ ହେଲେ ଆଉ ୫ କରୋନା ଆକ୍ରାନ୍ତ, ସବୁ ହାଟଡିହୀ ବ୍ଲକ ଅଞ୍ଚଳର

କେନ୍ଦୁଝର/ହାଟଡିହୀ,୧୨।୬(ସ୍ବ.ପ୍ର./ଡି.ଏନ.ଏ. ): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ପାଞ୍ଚଟି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଦୁଇ ଦିନରେ ୧୩ ରୋଗୀ ଚିହ୍ନଟ ହୋଇଛନ୍ତି। ସମସ୍ତ…

ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି। ଘଟଣାରୁ ପ୍ରକାଶ ଯେ, ଦେବଗଡ଼…

ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୧୨।୬: ଶୁକ୍ରବାର ପେଟ୍ରୋଲ ଓ ଡିଜେଲ ଦର ପୁଣି ବଢିଛି। ପେଟ୍ରୋଲ ଲିଟର ପିଛା ୫୭ ପଇସା ଏବଂ ଡିଜେଲ ଲିଟର ପିଛା ୫୯ ପଇସା ବଢିଛି।…