ସିକେପି ସମବାୟ ବ୍ୟାଙ୍କ ବିରୋଧରେ କଟକଣା

ନୂଆଦିଲ୍ଲୀ,୪। ୫: ବ୍ୟାଙ୍କଗୁଡ଼ିକରେ ଟଙ୍କା ରଖିବା ସୁରକ୍ଷିତ ବୋଲି ବିଚାର କରାଯାଇଥାଏ। ହେଲେ ବର୍ତ୍ତମାନ ଏମିତି କିଛି ଘଟଣା ଘଟୁଛି ଯାହା ଲୋକଙ୍କର ବ୍ୟାଙ୍କ ବ୍ୟବସ୍ଥାକୁ ନେଇ…

ନର୍ସଙ୍କ ହ୍ବାଟ୍ସଆପ୍‌କୁ ଆସୁଛି ଅଶ୍ଳୀଳ ଭିଡିଓ: ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲର ନର୍ସଙ୍କ ହ୍ବାଟ୍ସଆପ୍‌ ନମ୍ବରକୁ କେହି ଦୁର୍ବୃତ୍ତ ଅଶ୍ଲୀଳ ଭିଡ଼ିଓ ଓ ମେସେଜ ପଠାଉଥିବା ଅଭିଯୋଗ ହୋଇଛି।…

ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼, କ୍ୟାମେରା ଭାଙ୍ଗିଲେ

ପୁରୀ ଅଫିସ,୪ା୫: ପ୍ରେସ୍‌ ସ୍ବାଧୀନତା ଦିବସରେ ରବିବାର ପୁରୀରେ କର୍ତ୍ତବ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଛି। ବାଲୁଖଣ୍ଡ ଅଭୟାରଣ୍ୟର ପ୍ରକୃତି ନିବାସରେ ଶୁଟିଂ…

ଭୁବନେଶ୍ୱରରେ ଘଣ୍ଟାଏ ଚାଲିବ କୋର୍ଟ

ଭୁବନେଶ୍ୱର,୪ା୫(ବ୍ୟୁରୋ): କେନ୍ଦ୍ର ସରକାର ଦୁଇ ସପ୍ତାହ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି। ହେଲେ ଏହି ସମୟରେ କୋର୍ଟ କାର୍ଯ୍ୟ ବନ୍ଦ ରହୁଥିବାରୁ ଅନେକ ମାମଲା ଫଇସଲା ନ…

ଲଘୁଚାପ ବିଳମ୍ବିତ: ୭ ଯାଏ ସ୍ବଳ୍ପ ବର୍ଷା, ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବେ ଲଘୁଚାପ ଦାନା ବାନ୍ଧୁଛି। ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ସମୁଦ୍ର ପତ୍ତନଠାରୁ ଟ୍ରପୋସ୍ପିୟର ମଧ୍ୟଭାଗ ପର୍ଯ୍ୟନ୍ତ…

ବିପୁଳ କ୍ଷତି ସହିଲେଣି ପରିବା ଚାଷୀ, ବ୍ୟବସାୟୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ କୃଷି କାର୍ଯ୍ୟ ଓ କୃଷିଜାତ ଦ୍ରବ୍ୟ ବିକ୍ରିବଟାକୁ ଅନୁମତି ଦିଆଯାଇଛି। ଏଭଳି ସଙ୍କଟ ସମୟରେ ଚାଷୀମାନେ ପରିବା ଚାଷ…

ଆନ୍ତଃ ରାଜ୍ୟ ଯାତାୟାତ ଲାଗି ଅନୁମତି

ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକ ବସ୍‌ ଏବଂ ଟ୍ରେନ୍‌ ଯୋଗେ ଫେରିବା ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ ରାଜ୍ୟ ସରକାର…

କ୍ରିକେଟ ଅଷ୍ଟ୍ରେଲିଆର ୫୦ ନିୟୁତ ଡଲାର ଋଣ

ମେଲବୋର୍ନ, ୪ା୫ (ପି.ଟି.): କୋଭିଡ୍‌-୧୯ ଯୋଗୁ ଯଦି ଭାରତ ଟୁର୍‌ରେ ନ ଆସେ ତେବେ କ୍ରିକେଟ ଅଷ୍ଟ୍ରେଲିଆକୁ ବିପୁଳ ଆର୍ଥିକ କ୍ଷତି ସହିବାକୁ ପଡ଼ିବ। ଏଥିପାଇଁ ଆଗୁଆ…

ଜୋନ୍‌ ଅନୁଯାୟୀ ଖୋଲିବ ନିମ୍ନ ଅଦାଲତ: ରେଡ୍‌ରେ ଘଣ୍ଟାଏ, ଅରେଞ୍ଜରେ ଦୁଇ, ଗ୍ରୀନ୍‌ରେ ଅଢ଼େଇ ଘଣ୍ଟା

କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍‌ଡାଉନ୍‌କୁ ବଢ଼ାଇଛନ୍ତି। ତେବେ ଭୂତାଣୁର…

ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ନେଇ ନୂଆ ନିୟମ

ଭୁବନେଶ୍ୱର,୪ା୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ଲକ୍‌ଡାଉନକୁ ଆଉ ଦୁଇ ସପ୍ତାହ ଅର୍ଥାତ୍‌ ମେ ୧୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସୋମବାରଠାରୁ ୩ୟ ପର୍ଯ୍ୟାୟ…