CORONAVIRUS UPDATE: ରାଜ୍ୟରେ ପୁଣି ୧୧୨ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଲା

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ୧୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

ରତନ ଲାଲ୍‌ଙ୍କୁ ମିଳିଲା ବିଶ୍ୱ ଖାଦ୍ୟ ପୁରସ୍କାର ସମ୍ମାନ

ଓ୍ବାଶିଂଟନ୍‌,୧୨।୬: ଭାରତୀୟ ମୂଳର ମୃତ୍ତିକା ବୈଜ୍ଞାନିକ ରତନ ଲାଲଙ୍କୁ ଚଳିତବର୍ଷ ବିଶ୍ୱ ଖାଦ୍ୟ ପୁରସ୍କାରରେ ସମ୍ମାନିତ କରାଯିବ ବୋଲି ଘୋଷଣା କରାଯାଇଛି। ଗୁରୁବାର ଏହି ଘୋଷଣା କରାଯାଇଛି।…

ପୋଲିସ କ୍ୟାଣ୍ଟିନରେ ମହିଳାଙ୍କୁ ଗଣବଳାତ୍କାର, ହତ୍ୟା ମାମଲା: ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ମହିଳା କମିଶନ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଟିନରେ ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାରେ ରାଜ୍ୟ ମହିଳା କମିଶନ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ମହାରାଷ୍ଟ୍ର କ୍ୟାବିନେଟ୍‌ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ଆକ୍ରାନ୍ତ

ମୁମ୍ବାଇ,୧୨।୬: ମହାରାଷ୍ଟ୍ରର ପୁଣି ଜଣେ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନସିପିର ବରିଷ୍ଠ ନେତା ତଥା କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

ବେଆଇନ ଗୋ’ ଚାଲାଣ: ପୋଲିସର ଚଢ଼ାଉ, ୩ ଅଟକ

ଚୌଦ୍ୱାର,୧୨ା୬(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକାର ୨ ନମ୍ବର ଓ୍ବାର୍ଡ ସୁଲତାନ ନଗରଠାରେ ବେଆଇନ ଗୋରୁଚାଲଣ ରାକେଟକୁ ଠାବ କରିଛି  ପୋଲିସ। ଆଜକୁ ଦୀର୍ଘଦିନ…

ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ କୋମଣ୍ଡ ପଞ୍ଚାୟତକୁ ୭୨ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଓଡ଼ଗାଁ,୧୨ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଓ ତହସିଲ କୋମଣ୍ଡ ପଞ୍ଚାୟତରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ସରପଞ୍ଚ ସୁଶାନ୍ତ କୁମାର ଦଳେଇ ଜିଲାପାଳ କ୍ଷମତା ପ୍ରୟୋଗ କରି…

ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ, ୩୯୬ ମୃତ

ନୂଆଦିଲ୍ଲୀ,୧୨।୬ : ମହାମାରୀ କରୋନା ଶୁକ୍ରବାର ଭାରତରେ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ…

ମୌସୁମୀ ଓଡ଼ିଶା ଛୁଇଁବା ପରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ମାଲକାନଗିରି ଓ କୋରାପୁଟ ଜିଲାକୁ…

ଏକଦିବସୀୟ କ୍ରିକେଟରରେ ପ୍ରଥମ ହ୍ୟାଟ୍ରିକ୍‌ ନେଇଥିଲେ ଏହି ବୋଲର

କ୍ରିକେଟରେ ହ୍ୟାଟ୍ରିକ୍‌ ନେବା ସବୁ ବୋଲରଙ୍କଙ୍କ ସ୍ବପ୍ନ ଥାଏ। ଏକଦିବସୀୟ କ୍ରିକେଟରେ ଏପର୍ଯ୍ୟନ୍ତ ୪୯ଟି ହ୍ୟାଟ୍ରିକ ହୋଇଛି। ପ୍ରଥମ ହ୍ୟାଟ୍ରିକ ବେଶ୍‌ ରୋଚକ ଥିଲା। ସାଧାରଣତଃ ବେଲାରମାନେ…

ବଂଶୀବାଦକ ଅଭିରାମ: ବଂଶୀର ସୁରକାର ସେ, କାରିଗର ବି

କଟକ ଅଫିସ,୧୧ା୬: ଖଣ୍ଡେ ବାଉଁଶରୁ ବଂଶୀ ତିଆରି କରିପାରନ୍ତି ଆଉ ସେଥିରେ ଅପୂର୍ବ ସୁର ବି ତୋଳି ଧରନ୍ତି ସେ। ଦେଶବିଦେଶରେ ବଂଶୀ ପାଇଁ ଖ୍ୟାତି ଅର୍ଜିଥିବା…