ଆସିକା,୩ା୫(ଡି.ଏନ୍.ଏ.)- ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀଙ୍କ ବୈଶାଖୀ ଯାତ୍ରୀ ରବିବାର ଅନୁଷ୍ଠିତ ହୋଇଯାଇଛି। ଲକ୍ଡାଉନ ଯୋଗୁ ମନ୍ଦିର ବେଢାରେ ଠାକୁରାଣୀଙ୍କୁ ବିଜେ କରାଯାଇ ବିଧି ମୁତାବକ…
ଶେରଗଡ଼,୩ା୪(ଡି.ଏନ୍.ଏ.)- ଶେରଗଡ଼ ପଥରପୁଞ୍ଜି ଗ୍ରାମ ରାସ୍ତାରେ ରବିବାର ମଧ୍ୟାହ୍ନରେ ୩୦ଜଣ ଶ୍ରମିକ ଛୋଟ ଛୁଆଙ୍କୁ ଧରି ଚାଲିଚାଲି ଯାଉଥିବା ସ୍ଥାନୀୟ ଯୁବକମାନେ ଦେଖିଥିଲେ। ଏନେଇ ଶେରଗଡ଼ ତହସିଲଦାର…
ଗୁଣପୁର,୩ା୫(ଡି.ଏନ୍.ଏ.): କେରଳରୁ ୩୨ ଜଣ ଶ୍ରମିକ ରବିବାର ରାୟଗଡ଼ା ଜିଲାର ଗୁଣପୁର ଅଞ୍ଚଳକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ଅଞ୍ଚଳର ୬ ଜଣ…
ଭୁବନେଶ୍ୱର,୩।୫: ରାଜ୍ୟର ୪ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ସଂକ୍ରମିତଙ୍କ…
ଭୁବନେଶ୍ୱର,୩।୫: କରୋନା ସଂକ୍ରମଣ ଆଧାରରେ ଭୁବନେଶ୍ୱର ମ୍ୟୁନିସପାଲ କର୍ପୋରେଶନ(ବିଏମ୍ସି)କୁ ରେଡ୍ଜୋନ୍ରେ ସ୍ଥାନୀତ କରାଯାଇଛି। ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା…
ଠାକୁରମୁଣ୍ଡା,୩।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମକପୁର ଗ୍ରାମରେ ରବିବାର ବିଷାକ୍ତ ଜଙ୍ଗଲି ଛତୁ ଖାଇ ଗୋଟିଏ ପରିବାରର ୧୦ ଜଣ ଅସୁସ୍ଥ ହୋଇ ପଡିଛନ୍ତି।…
ଭୁବନେଶ୍ୱର,୩।୫: ମେ ୪ଠାରୁ ରାଜ୍ୟରେ ବସ୍ ଗଡ଼ିବନି । କରୋନା ପାଇଁ ହୋଇଥିବା ଗ୍ରୀନ୍ କିମ୍ବା ଅରେଞ୍ଜ ଜୋନ୍ରେ ବସ୍ ଗଡ଼ିବନି ବୋଲି ରାଜ୍ୟ ଘରୋଇ ବସ୍…
ଆରଡି,୩ା୫(ଡି.ଏନ୍.ଏ.)- ଲକ୍ଡାଉନର ପ୍ରଭାବ ଯୋଗୁଁ ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସାଆଁଳପୁର ଗ୍ରାମରେ ପାଚିଲା ଧାନକଟାରେ ସମସ୍ୟା ଉପୁଜିଛି। ଏହା ସାଙ୍ଗକୁ ପ୍ରାୟ ଏକ ସପ୍ତାହ…
ଭଣ୍ଡାରିପୋଖରୀ,୩ା୫(ଡି.ଏନ୍.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁଶଗଡ଼ିିଆ ଗ୍ରାମର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଶନିବାର ଘରକୁ ଫେରିଛନ୍ତି। ତାଙ୍କୁ ହୋମ୍…
ଭଣ୍ଡାରିପୋଖରୀ, ୩ା୫(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିଆଯାଇଥିବା ବ୍ୟବସ୍ଥାକୁ ଏମ୍ସର କେନ୍ଦ୍ରୀୟ ଟିମ୍ ତଦାରଖ କରି ଫେରିଛନ୍ତି। ଭୁବନେଶ୍ୱରସ୍ଥିତ ଏମ୍ସର ଡାକ୍ତର ଦିନେଶ କୁମାର…