ସରକାରୀ କଟକଣା ଖିଲାପ କଲେ ଆଜିଠାରୁ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲାକୁ ନେଇ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ସମ୍ପ୍ରତି ବାହାର ରାଜ୍ୟରୁ ପ୍ରବାସୀମାନେ ଫେରୁଥିବା ହେତୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ…

ଫନିକୁ ପୁରିଲା ବର୍ଷେ | ‘Fani’ completes a year

ଫନି ପ୍ରଳୟକୁ ଆଜି ପୁରିଛି ବର୍ଷେ । ମେ' ୩ରେ ଓଡ଼ିଶା ଦେଖିଥିଲା ଫନିର ସେହି କରାଳ ରୂପ । ଫନି ଏଭଳି ଏକ ବାତ୍ୟା ଥିଲା…

ଭୁଲିହେବ ନାହିଁ ଶହୀଦଙ୍କ ବଳିଦାନକୁ: ମୋଦି

ନୂଆଦିଲ୍ଲୀ,୩।୫: ଜମ୍ମୁ-କଶ୍ମୀରରେ ରବିବାର ହୋଇଥିବା ଏନ୍‌କାଉଣ୍ଟରରେ ୫ ଯବାନ ଶହୀଦ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ଜଣେ କର୍ନେଲ ଓ ଜଣେ ମେଜର ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୧୪୭ କେରଳ ଫେରନ୍ତାଙ୍କୁ ସ୍ବାଗତ କଲା ପ୍ରଶାସନ

ରାଜନଗର,୩ା୫(ଡି.ଏନ୍‌.ଏ.): କେରଳରେ ଫସିଥିବା ୧୪୭ ପ୍ରବାସୀ ଓଡ଼ିଆ ୪ଟି ବସ୍‌ରେ ଆସି ରବିବାର ଅପରାହ୍ନରେ ରାଜନଗରରେ ପହଞ୍ଚିଛନ୍ତି। ସେମାନେ ରାଜନଗର ବ୍ଲକ ମହିଷାସୁର ଯଜ୍ଞ ପଡ଼ିଆରେ ପହଞ୍ଚିବା ପରେ…

ସୁସ୍ଥ ହେଲା ପରେ ବି କରୋନା ପଜିଟିଭ୍‌ ରିପୋର୍ଟ ଆସୁଛି କିପରି

ଓ୍ବାଶିଂଟନ,୩।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଲଢ଼େଇରେ ଧୀରେଧୀରେ ସଫଳତାର ଆଶା ସୃଷ୍ଟି ହେବାରେ ଲାଗିଛି। ଚିକିତ୍ସା ପରେ ବହୁ ସଂକ୍ରମିତ…

ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ ଗିରଫ, ସରକାରୀ ସହାୟତା ମନା

ଭୁବନେଶ୍ୱର,୩।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଚିନ୍ତା ବଢ଼ାଇଲେଣି ପ୍ରବାସୀ ଓଡ଼ିଆ। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆମାନେ…

ବିନା ପାସ୍‌ରେ ଓଡ଼ିଶାରେ ପ୍ରବେଶ ମନା, ଭୁଲ ରୁଟ୍‌ରେ ଗଲେ ସିଜ୍‌ ହେବ ବସ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩।୫(ବ୍ୟୁରୋ): ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀମାନଙ୍କୁ ସୁରୁଖୁରୁରେ ଫେରାଇ ଆଣିବା ସହ କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି।…

କେକେଆର ସହ ଖେଳି ଅବସର ନେବାକୁ ଚାହେଁ: ରସେଲ

ନୂଆଦିଲ୍ଲୀ,୩।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଦଳ କୋଲକାତା ନାଇଟ ରାଇଡର୍ସ (କେକେଆର) ସହ ଖେଳି ଅବସର ନେବାକୁ ଚାହେଁ ବୋଲି ଓ୍ବେଷ୍ଟଇଣ୍ଡିଜ ଧୂଆଁଧାର ବ୍ୟାଟ୍ସମ୍ୟାନ ଆନ୍ଦ୍ରେ…

ମେ ଶେଷ ସୁଦ୍ଧା ଜାତୀୟ କ୍ୟାମ୍ପ ଆରମ୍ଭ କରିବାକୁ ଯୋଜନା ରହିଛି: କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଳୀ୩।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ବନ୍ଦ କରାଯାଇଥିବା ଜାତୀୟ ପ୍ରଶିକ୍ଷଣ ଶିବିରକୁ ପୁଣି ଆରମ୍ଭ କରିବାକୁ ଯୋଜନା ରହିଛି ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି।…

ଦୀପିକା ବାହାରୁ ଯେତିକି ସୁନ୍ଦର ଭିତରୁ ତା’ଠାରୁ ଅଧିକ ସୁନ୍ଦର: ଅନନ୍ୟା

ମୁମ୍ବାଇ: ଏବେ ଲକ୍‌ଡାଉନ ଚାଲିଥିବାରୁ ବଲଉଡ୍‌ର ସମସ୍ତ ଶୁଟିଂ ବନ୍ଦ ରହିଛି। ହେଲେ ଆଗକୁ କିଛି ଫିଲ୍ମର ଶୁଟିଂ ପାଇଁ ସବୁକିଛି ଧାର୍ଯ୍ୟ କରାଗଲାଣି ବୋଲି ଶୁଣିବାକୁ…