ଝାରସୁଗୁଡା ଅଫିସ,୩।୫- କରୋନା କଟକଣା ଯୋଗୁ ଝାରସୁଗୁଡା ଜିଲାର ୭୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ରାଜସ୍ଥାନ କୋଟାରେ ଫସି ରହିଥିଲେ। ସେମାନେ ୩ଟି ବସ୍ ଯୋଗେ ରବିବାର ଝାରସୁଗୁଡାରେ…
ନୂଆଦିଲ୍ଲୀ,୩।୫(ପି.ଟି.): ଦୀର୍ଘ ୪୦ ଦିନ ଧରି ଦେଶରେ ଲକ୍ଡାଉନ ଜାରି ରହିବା ସତ୍ତ୍ୱେ କରୋନା ସଂକ୍ରମଣ କମିନାହିଁ। ଲକ୍ଡାଉନ ଉଠାଇଦେଲେ ସଂକ୍ରମଣକୁ ନିୟନ୍ତ୍ରଣ କରାଯାଇପାରିବ ନାହିଁ ବୋଲି…
ଜେନେଭା,୩।୫ : ମହାମାରୀ କରୋନା ମୁକାବିଲା ପାଇଁ ଜାରି ଲକ୍ଡାଉନ୍ ଯୋଗୁ ଅଣସଙ୍ଗଠିତ ଅର୍ଥନୀତିର ପ୍ରାୟ ୧୬୦ କୋଟି ଶ୍ରମିକ ଜୀବିକା ହରାଇବେ, ଯାହାଙ୍କୁ ବିଶ୍ୱର ଅଧା…
ନୂଆଦିଲ୍ଲୀ,୩।୫: କରୋନା ଯୁଦ୍ଧରେ ଆଗଧାଡିର ଯୋଦ୍ଧାଙ୍କୁ ସଲାମ କରିଛନ୍ତି ଦେଶର ବୀର ଯୋଦ୍ଧା। ଭାରତୀୟ ସ୍ଥଳସେନା, ନୌସେନା ଓ ବାୟୁ ସେନା ପକ୍ଷରୁ କରୋନା ଯୋଦ୍ଧାଙ୍କୁ ରବିବାର…
ଭୁବନେଶ୍ୱର,୩।୫(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମଧ୍ୟ ଲୋକେ ଏହି ଅଞ୍ଚଳ ନଁା ଶୁଣିଲେ ଭୟ କରୁଛନ୍ତି। ଏପରିକି ହସ୍ପିଟାଲ,…
ଭୁବନେଶ୍ୱର, ୩।୫(ବ୍ୟୁରୋ): ଗତବର୍ଷ ମେ’ ୩ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ର ବିଶେଷ ପ୍ରଭାବ ଭୁବନେଶ୍ୱରରେ ପଡ଼ିଥିଲା। ଏହାଦ୍ୱାରା ବ୍ୟାପକ କ୍ଷୟକ୍ଷତି ମଧ୍ୟ ଘଟିଥିଲା। ଉଜୁଡ଼ି ଯାଇଥିଲା…
ପୁରୀ ଅଫିସ,୩।୫: ଠିକ୍ ବର୍ଷକ ତଳେ ଛାତି ଥରାଇ ଦେଲାଭଳି ପବନ ଏବଂ ମୁଷଳ ବର୍ଷା ସବୁକିଛି ଉଜାଡ଼ି ଦେଇଥିଲା। ମୁଣ୍ଡଉପରୁ ଛପର ଉଡ଼ାଇ ନେବା ସହ…
ପୁରୀ ଅଫିସ,୩।୫: ବାତ୍ୟା ଫନୀକୁ ବିତିଗଲା ବର୍ଷେ। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ୧୪ ଜିଲା ଫନୀଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା ଓ କଟକ…
କଟକ ଅଫିସ,୩।୫: ବାହାର ରାଜ୍ୟରେ କାମ କରୁଥିବା ପ୍ରବାସୀ ଶ୍ରମିକଙ୍କ ଓଡ଼ିଶା ଫେରିବା ଆରମ୍ଭ ହୋଇଗଲାଣି। ସ୍ବତନ୍ତ୍ର ଟ୍ରେନ୍ ଏବଂ ବସ୍ରେ ସେମାନେ ଓଡ଼ିଶା ଫେରୁଛନ୍ତି। ଏହାକୁ…
ଭୁବନେଶ୍ୱର, ୩।୫(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ରାଜ୍ୟର ୧୪ ସହରରେ ଏବେ ବାୟୁ ପ୍ରଦୂଷଣ ମାତ୍ରା କମିଛି। କେତେକ…