ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬

ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ…

ସମ୍ବଲପୁର ରେଳ ମଣ୍ଡଳ ଅଫିସରେ ହାଣ୍ଡ ଫ୍ରି ସାନିଟାଇଜର ମେଶିନ୍‌ ବସିଲା

ସମ୍ବଲପୁର,୨।୫(ବ୍ୟୁରୋ):ମହାମାରୀ କୋଭିଡ- ୧୯ ସଂକ୍ରମଣକୁ ରୋକିବା ନେଇ ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ ଅଫିସରେ ବିବିଧ କାର୍ଯ୍ୟକ୍ରମ ହାତକୁ ନେଇଛି । ଏହି କ୍ରମରେ ଶନିବାର ୨ଟି…

ସୁସ୍ଥ ହେଲେ କରୋନା ସଂକ୍ରମିତ ୧୨ ନୌସେନା ଯବାନ

ନୂଆଦିଲ୍ଲୀ,୨।୫: ଭାରତୀୟ ନୌସେନାର ୩୮ ଜଣ ଯବାନ କରୋନା ଭାଇରସରେ ସଂକ୍ରମିତ ହେବା ପରେ ଏବେ ସେମାନଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ…

ବବନ ସିଂ ଏମ୍‌ସିଏଲ୍‌ର ନୂତନ ବୈଷୟିକ ନିର୍ଦ୍ଦେଶକ

ସମ୍ବଲପୁର, ୨।୫ (ବ୍ୟୁରୋ)- ମହାନଦୀ କୋଇଲା କମ୍ପାନୀ (ଏମ୍‌ସିଏଲ)ର ନୂତନ ବୈଷୟିକ ନିର୍ଦ୍ଦେଶକ (ଯୋଜନା ଓ ପରିଯୋଜନା) ଭାବେ ଶନିବାର ବବନ ସିଂ କାର୍ଯ୍ୟରେ ଯୋଗ ଦେଇଛନ୍ତି…

ମ୍ୟାଚ୍‌ ଫିକ୍ସିଂ ମାମଲା: ବୁକି ସଞ୍ଜୀବ ଚାଓ୍ବଲାଙ୍କୁ ଜାମିନ ମିଳିଲା

ନୂଆଦିଲ୍ଲୀ,୨।୫ (ପି.ଟି.): ଦକ୍ଷିଣ ଆଫ୍ରିକା ପୂର୍ବତନ ଅଧିନାୟକ ହାନ୍ସି କ୍ରୋନିଏ ସାମିଲ ଥିବା ବହୁ ଚର୍ଚ୍ଚିତ ମ୍ୟାଚ୍‌ ଫିକ୍ସିଂ ମାମଲାରେ ବୁକି ସଞ୍ଜୀବ ଚାଓ୍ବଲାଙ୍କୁ ଜାମିନ ମିଳିଛି।…

ଧୋନୀ ମୋର ପରାମର୍ଶଦାତା: ପନ୍ତ

ନୂଆଦିଲ୍ଲୀ,୨।୫(ପି.ଟି.): ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ମୋର ଗୁରୁ ଭଳି। ସବୁବେଳେ ସେ ସାହାଯ୍ୟ କରିବା ପାଇଁ ଉପସ୍ଥିତ ଥାଆନ୍ତି। ତେବେ ସେ କୌଣସି ସମସ୍ୟାର…

କୋଭିଡ-୧୯ ମହାମାରୀ: ବିଶ୍ୱକପ୍‌ ଫାଇନାଲ ଜର୍ସି ଦାନ କରିବେ ନିକୋଲ୍ସ

ଓ୍ବେଲିଂଟନ,୨।୫ (ପି.ଟି.): କୋଭିଡ-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ପରିବାର ତଥା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ହେନେରୀ ନିକୋଲ୍ସ ଏବେ ଆଗକୁ ଆସିଛନ୍ତି।…

ପୂର୍ବତନ କ୍ରିକେଟରଙ୍କ ପାଇଁ ଆଇସିଏର ୩୯ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ

ନୂଆଦିଲ୍ଲୀ,୨।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ସାରା ଦେଶରେ ଚାଲିଥିବା ଲକ୍‌ଡାଉନ୍‌ କାରଣରୁ ଅର୍ଥାଭାବ ଦେଇ ଗତି କରୁଥିବା ୩୦ ଜଣ ଖେଳାଳିଙ୍କୁ ସାହାଯ୍ୟ କରିବା ପାଇଁ ଇଣ୍ଡିଆନ…

କଂକ୍ରିଟ ମିକ୍ସର ଟ୍ରକ୍‌ରୁ ଉଦ୍ଧାର ହେଲେ ୧୮ ଶ୍ରମିକ

ଇନ୍ଦୋର,୨।୫: କରୋନା ସଂକ୍ରମଣକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଏବେ ନିଜ ନିଜ ରାଜ୍ୟକୁ ଫେରିବାକୁ ବ୍ୟସ୍ତ ହୋଇପଡିଛନ୍ତି।…

କଟକଣା କୋହଳ ପରେ ବାପୁଜିନଗରରେ ଖୋଲିଲା ଦୋକାନ, ମାଇକ୍‌ ଯୋଗେ ସଚେତନ କଲା ପୋଲିସ

ଭୁବନେଶ୍ୱର,୨।୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଲକ୍‌ଡାଉନ୍‌ କଟକଣା କୋହଳ କରାଯିବା ପରେ ବାପୁଜିନଗରରେ କିଛି ଦୋକାନ ଖୋଲିଛି। ତେବେ ଏହି ଅଞ୍ଚଳରେ ସତର୍କତା ମୂଳକ ପଦକ୍ଷେପ…