୨୦୦ ଲିଟର ଦେଶୀ ମଦ ସହ ଅଟୋ ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୧୦।୬: ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଡାହାଣୀଗଡ଼ିଆ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଚରମ୍ପା ଆଡୁ ବାଇପାସ ଆଡକୁ ଆସୁଥିବା ଏକ ଯାତ୍ରୀବାହୀ ଅଟୋରୁ(ଓଆର-୨୨ଏଫ୍‌-୯୨୩୭)…

କରୋନା ମୁକାବିଲା: ସପ୍ତାହେ ପାଇଁ ରାଜସ୍ଥାନ ସୀମା ସିଲ୍‌

ଜୟପୁର, ୧୦।୬: ରାଜସ୍ଥାନରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି କ୍ରମଶଃ ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୩ ଜଣ ନୂଆ କରୋନା…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ ଛୁଇଁଲା

ଭଦ୍ରକ ଅଫିସ,୧୦।୬: ବୁଧବାର ଭଦ୍ରକ ଜିଲାରୁ ଜଣେ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଚି଼ହ୍ନଟ ଜଣକ କୋଲକତା ଫେରନ୍ତା ଓ ସେ ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଥିବା କୁହାଯାଇଛି।…

କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ

ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା…

ପୁରୀରୁ ୭ ନୂଆ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୫

ପୁରୀ ଅଫିସ, ୧୦।୬: ପୁରୀ ଜିଲାରୁ ପୁଣି ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା…

୨ ହାତୀ ହେଲେ ୬.୨୫ ଏକର ଜମିର ମାଲିକ

ପାଟନା, ୧୦।୬: ମଣିଷ ପ୍ରାଣୀଙ୍କ ମଧ୍ୟରେ ସମ୍ପର୍କ ବେଳେବେଳେ ଅତି ନିବିଡ଼ ହୋଇଯାଏ। ମଣିଷ ସେତେବେଳେ ପ୍ରାଣୀଙ୍କୁ ନିଜର ଅତି ନିଜର ପରିବାର ସଦସ୍ୟ ବୋଲି ଭାବିଥାଏ।…

ଜି ଉଦୟଗିରିରେ ନୂତନ ଆଇଆଇସି ଭାବେ ଦାୟିତ୍ୱ ଗ୍ରହଣକଲେ ନରେଶ କୁମାର ସାହୁ

ଜି ଉଦୟଗିରି, ୧୦।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ଥାନାରେ ନୂତନ ଆଇଆଇସି ଭାବେ ନରେଶ କୁମାର ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଫୁଲବାଣୀ…

ଆହତ ହୋଇ ନିଜେ ଡାକ୍ତରଖାନାରେ ପହଞ୍ଚିଲା ମାଙ୍କଡ

ସୋସିଆଲ ମିଡିଆରେ ଏକ ମାଙ୍କଡର ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଏକ ମାଙ୍କଡ ଆହତ ହୋଇ ନିଜେ ଡାକ୍ତରଖାନା ଯାଇଥିବା ଦେଖିବାକୁ ମିଳିଛି। ମାଙ୍କଡଟି ଡେଉଁ…

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୦।୬: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ବୁଧବାର ଭାରତୀୟ ସେନା ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସ୍ଥାନୀୟ ସୁଗୋ…

୨ କରୋନା ପଜିଟିଭ ଚିହ୍ନଟ: ୨୪ ଘଣ୍ଟା ସିରୋଲା ପଞ୍ଚାୟତ ଶଟ୍‌ଡାଉନ୍‌

କେସିଙ୍ଗା, ୧୦।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରୋଲ ଗ୍ରାମପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ଉତ୍ତରପ୍ରଦେଶ ନୈଡାରୁ ଫେରିଥିବା ୨ ଓଡ଼ିଆ ଯୁବତୀ ୭ ଦିନ ରହିଥିଲେ।…