ଛାତ୍ରୀନିବାସରୁ ଫ୍ୟାନ୍‌ ଚୋରି, ୬ ଗିରଫ

ପାଟଣା,୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ମୁଖ୍ୟାଳୟ ସ୍ଥିତ କୁନ୍ତଳା କୁମାରୀ ଆଦିବାସୀ ବାଳିକା ହଷ୍ଟେଲରୁ ଜୁନ୍‌ ୨ ତାରିଖ ରାତିରେ ୧୦ଟି ଫ୍ୟାନ୍‌ ଚୋରି ହୋଇଥିବାର…

ସହାୟତା ଲାଗି ଅଟୋ ଚାଳକ ସଂଘ ପକ୍ଷରୁ ବିକ୍ଷୋଭ

ବାଲେଶ୍ୱର ଅଫିସ, ୯।୬- କୋଭିଡ୍‌-୧୯ ପାଇଁ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ବାଲେଶ୍ୱର ଅଟୋ ଚାଳକ ସଂଘ ବାରମ୍ବାର ସରକାରୀ ସହାୟତା ଦାବି…

ଦର୍ଶକଙ୍କ ପ୍ରତ୍ୟାବର୍ତ୍ତନ: ସୁପର ରଗ୍‌ବୀ ମ୍ୟାଚ୍‌ ଦେଖିବେ ୩୫ ହଜାର

ଓ୍ବେଲିଂଟନ,୯।୬(ଏପି) : କୋଭିଡ୍‌-୧୯ ମହାମାରୀ ଉପରେ ନ୍ୟୁଜିଲାଣ୍ଡ ବିଜୟ ହାସଲ କରିଛି। ଫଳରେ ଦେଶରେ କ୍ରୀଡ଼ା ଇଭେଣ୍ଟଗୁଡିକ ଆୟୋଜନ ପାଇଁ ପଥ ପରିଷ୍କାର ହୋଇଛି। ମହାମାରୀ ପାଇଁ…

ବାଇକ୍‌ରେ ବ୍ରହ୍ମପୁର ଯାଉଥିବା ବେଳେ ବଜ୍ରପାତ, ଆଖି ବୁଜିଲେ ଆରୋହୀ

ଖୋର୍ଦ୍ଧା ଅଫିସ, ୯।୬: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ବଜ୍ରପାତ ଘଟି ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମକୃଷ୍ଣ ଦାସ। ତାଙ୍କ…

ସ’ ମିଲ୍‌ରେ ଚଢ଼ାଉ : ୧୧ଲକ୍ଷ ଟଙ୍କାର ଯନ୍ତ୍ରାଂଶ ଜବତ

ବାଲେଶ୍ୱର ଅଫିସ, ୯।୬-ବାଲେଶ୍ୱର ଜିଲା ବନବିଭାଗ ଓ ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ମଙ୍ଗଳବାର ପୂର୍ବାହ୍ନରେ ସାରଗାଁ ଓ ଜୟଦେବକସବା ଅଞ୍ଚଳର ଦୁଇଟି ସ’ ମିଲ୍‌ ଉପରେ…

ଟେଷ୍ଟ ସିରିଜ ଖେଳିବାକୁ ଇଂଲଣ୍ଡରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ ଦଳ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ),୯।୬(ଏପି): କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଦଳ ଇଂଲଣ୍ଡରେ…

୨୦୨୩ ମହିଳା ବିଶ୍ୱକପ୍‌ ଆୟୋଜନରୁ ଓହରିଲା ବ୍ରାଜିଲ

ସାଓ ପାଉଲୋ,୯।୬(ଏପି): ୨୦୨୩ ଫିଫା ମହିଳା ବିଶ୍ୱକପ ଆୟୋଜନରୁ ବ୍ରାଜିଲ ଓହରିଯିବାକୁ ନିଷ୍ପତ୍ତି ନେଇଛି। ଆୟୋଜନ ନେଇ ବ୍ରାଜିଲ ତା’ର ବିଡ୍‌ ପ୍ରତ୍ୟାହାର କରିନେଇଛି। କୋଭିଡ୍‌-୧୯ ମହାମାରୀ…

ଭୁବନେଶ୍ୱର ଏମ୍‌ସର ୪ ଡାକ୍ତରଙ୍କୁ କରୋନା

ଭୁବନେଶ୍ୱର,୯।୬(ବ୍ୟୁରୋ): ଭୁବନେଶ୍ୱର ଏମ୍‌ସର ୪ ଡାକ୍ତରଙ୍କୁ କରୋନା ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ସିନିୟର ରେସିଡେଣ୍ଟ ଡାକ୍ତର ରହିଛନ୍ତି। ତେବେ ସେମାନେ ଏକାଠି…

ସୁନ୍ଦରଗଡ଼ରେ ସରପଞ୍ଚଙ୍କ ସମେତ ୭ କରୋନା ଆକ୍ରାନ୍ତ ଚିହ୍ନଟ: ଡମକୁଡ଼ା ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ସୁନ୍ଦରଗଡ଼,୯।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ସରପଞ୍ଚ ଥିବା ବେଳେ ଦୁଇଜଣ ଜଗୁଆଳୀ ଏବଂ ସବ୍‌ଡେଗା ଟିଏମ୍‌ସିର…

ଜୁନ୍‌ ୩୦ ଯାଏ ଚାଲିବ ରବି ଧାନ କିଣା

ଭୁବନେଶ୍ୱର,୯।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟର ୧୭ ଜିଲାରେ ରବି ଧାନ ସଂଗ୍ରହ ଚାଲିଛି। ୮ଜୁନ୍‌ ପର୍ଯ୍ୟନ୍ତ ୧୦ ଲକ୍ଷ ୯୧ ହଜାର ମେଟ୍ରିକ୍‌ ଟନ୍‌ ଧାନ କିଣା ସରିଛି।…