ତାମିଲନାଡୁରେ ଅଟକିଥିବା ଶ୍ରମିକଙ୍କୁ ଫେରାଇବାକୁ ଉଦ୍ୟମ

ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ ଜାରି ରହିଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ରାଜ୍ୟ ସରକାର ବିଶେଷ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଅନ୍ୟ…

ଏଡିଆର୍‌ଆଇରେ ହେବ କରୋନା ପରୀକ୍ଷା

କଟକ ଅଫିସ୍‌,୧।୫: କଟକ ଫୁଲନଖରାସ୍ଥିତ ପ୍ରାଣୀ ରୋଗ ଗବେଷଣା ପ୍ରତିଷ୍ଠାନ(ଏଡିଆର୍‌ଆଇ)ରେ କରୋନା ଭୂତାଣୁ ପରୀକ୍ଷା କରାଯିବ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗକୁ…

କରୋନା ଆଣିଲା ବ୍ୟତିକ୍ରମ

ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ମହାମାରୀରେ ପରିଣତ ହୋଇଛି। ଏହି ସ୍ବାସ୍ଥ୍ୟ ବିପର୍ଯ୍ୟୟ ଦ୍ୱାରା ସାଧାରଣ ଜନତାର ସାମ୍ପ୍ରତିକ ସ୍ଥିତିରେ ପରିବର୍ତ୍ତନ ଆସିଛି। ଅର୍ଥନୈତିକ ସ୍ଥିତି ଘୋର ପ୍ରଭାବିତ ହୋଇଛି।…

ଗୋଟିଏ ଶିଫ୍ଟ ଖୋଲିବ ବିମାନବନ୍ଦର

ଭୁବନେଶ୍ୱର,୧।୫(ବ୍ୟୁରୋ): ଏଣିକି ଆଉ ୨୪ ଘଣ୍ଟା ନୁହେଁ, ଗୋଟିଏ ଶିଫ୍ଟରେ ଚାଲିବ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର। ଲକ୍‌ଡାଉନ୍‌ ଉଠିବା ପରେ ବିମାନବନ୍ଦର ଦିନକୁ ଗୋଟିଏ ଶିଫ୍ଟ…

ଆଜିଠାରୁ ଖୋଲିବ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଅଣୁ, କ୍ଷୁଦ୍ର୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଶୁକ୍ରବାରଠାରୁ ଖୋଲିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଫଳରେ ଦୀର୍ଘ ଦେଢ଼ମାସ ହେବ…

ଲଘୁଚାପ: ଓଡ଼ିଶା ଉପରେ ପ୍ରଭାବ ନାହିଁ, କେତେକ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧।୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅବପାତ…

ଚାଇନା ଆଣୁଛି ଡିଜିଟାଲ କରେନ୍ସି : ୪ ସହରରେ ଲାଗୁ ହେବ ଇ-ଆର୍‌ଏମ୍‌ବି

ନୂଆଦିଲ୍ଲୀ,୧।୫: ଚାଇନା ଏହାର ସରକାରୀ ଡିଜିଟାଲ କରେନ୍ସି ଇ-ଆର୍‌ଏମ୍‌ବିକୁ ପରିକ୍ଷଣ ଭିତ୍ତିରେ ଲାଗୁ କରିବାକୁ ଯାଉଛି। ଆସନ୍ତା ସପ୍ତାହରେ ଚାଇନାର ୪ ପ୍ରମୁଖ ସହରରେ ଏହି କରେନ୍ସି…

୩୦ ବର୍ଷ ପରେ ପ୍ରଥମ ଥର: ସାହରନପୁରରୁ ଦିଶୁଛି ହିମାଳୟ

ମିରଟ,୧।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ଯାନବାହନ ଚଳାଚଳ ବନ୍ଦ ଥିବାରୁ ପ୍ରଦୂଷଣ ହ୍ରାସ ପାଇଛି। ଉତ୍ତରପ୍ରଦେଶର ସାହରନପୁରରେ ଏୟାର କ୍ୱାଲିଟି…

ଓଡ଼ିଶା ପାଇଁ ଆସିପାରେ ଗମ୍ଭୀର ସ୍ଥିତି: ଆଶଙ୍କା ପ୍ରକାଶ କରୁଛନ୍ତି ସ୍ବାସ୍ଥ୍ୟ ବିଶାରଦ

ଭୁବନେଶ୍ୱର,୧।୫(ବ୍ୟୁରୋ): ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ରାଜ୍ୟ ସରକାରଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିବାରେ ଲାଗିଛି। ମାର୍ଚ୍ଚ ୩୧ ତାରିଖରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ ଛୁଇଁଲା

ଭୁବନେଶ୍ୱର,୧।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଁଚିଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ବାଲେଶ୍ଵର…