ଯାଜପୁରରୁ ଚିହ୍ନଟ ନୂଆ ୧୪ ଆକ୍ରାନ୍ତ କଟିକଟା ଅଞ୍ଚଳର: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲାରେ ଚିହ୍ନଟ ହୋଇଥିବା ସମସ୍ତ ୧୪ ନୂଆ ଆକ୍ରାନ୍ତ କଟିକଟା ଅଞ୍ଚଳର। ପୂର୍ବରୁ ଏଠାରେ ୬ଟି କେସ୍‌ ବାହାରିଥିଲା। ସେମାନେ ପଶ୍ଚିମବଙ୍ଗ ଫେରନ୍ତା ଥିଲେ।…

କରୋନା ଭାଇରସ: ଭାରତ ପାଇଁ ଗୁରୁତ୍ୱପୁର୍ଣ୍ଣ ମେ’ ମାସ

ନୂଆଦିଲ୍ଲୀ,୩୦।୪: କରୋନା ଭାଇରସର ସଂକ୍ରମଣ ଏପର୍ଯ୍ୟନ୍ତ ଦେଶରେ କମ୍‌ ହୋଇନାହିଁ। ଏପଟେ କିନ୍ତୁ ଆଉ ମାତ୍ର ୩ ଦିନ ପରେ ସରିବ ଲକ୍‌ଡାଉନ ଅବଧି। ଏପଟେ କରୋନାକୁ…

ଉତ୍ତରାଖଣ୍ଡରେ ଫସିଛନ୍ତି ୨୪ ଛାତ୍ରୀଛାତ୍ର, ଫେରାଇ ଆଣିବା ପାଇଁ ସରକାରଙ୍କୁ ପରିବାର ଲୋକଙ୍କ ନିବେଦନ

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ବାରୁଅସ୍ଥିତ ଜବାହାରଲାଲ କେନ୍ଦ୍ରୀୟ ବିଦ୍ୟାଳୟର ରାଜନଗର, ରାଜକନିକା, ଆଳି ବ୍ଲକର ୨୪ ଜଣ ଛାତ୍ରୀଛାତ୍ର ମାଇଗ୍ରେସନ ପାଠ ପଢ଼ିବା ପାଇଁ ଉତ୍ତରାଖଣ୍ଡ…

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୧୮ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୩୦।୪: ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୭୧୮ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଦେଶରେ…

ରକ୍ତ ଭଣ୍ଡାରରେ ଅଭାବ ଦୂର କରିବାକୁ ରକ୍ତଦାନ କଲେ କ୍ଲବ୍‌ ସଦସ୍ୟ

ଲଖନପୁର,୩୦।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣକୁନେଇ ସାରା ବିଶ୍ୱରେ ଭୟାବହ ପରିସ୍ଥିତି ଦେଖାଦେଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏଭଳି ଜରୁରୀ କାଳୀନ…

କ୍ୱାରାଣ୍ଟାଇନ୍‌ରେ ରହିଲେ ୬ ପଶ୍ଚିମବଙ୍ଗ ଫେରନ୍ତା

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଖାସମୁଣ୍ଡା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଲୁଚି କରି ୬ ବଂଲାଭାଷୀ ଚାଲିଆସିଥିଲେ।…

ପଞ୍ଚଭୂତରେ ଲିନ ହେଲେ ରିଷି

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କୁପରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମୁମ୍ବାଇର ମରିିନ ଲାଇନ୍ସରେ ଥିବା ଚନ୍ଦନଓ୍ବାଡି ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଅପରାହ୍ନ…

CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ପକ୍ଷରୁ…

ଧାନ ବୋଝେଇ ୪ ଟ୍ରକ୍‌ ଜବତ

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଅଞ୍ଚଳରୁ ଧାନବେପାରୀ ୪ଟି ଟ୍ରକ୍‌ରେ ଧାନ ବୋଝେଇ କରି କଲିକତା ଚାଲାଣ କରୁଥିଲେ। ବୁଧବାର ରାତିରେ ତାଳଚୁଆ…

ପ୍ରବାସୀଙ୍କୁ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ପାଇଁ କେନ୍ଦ୍ର ନିକଟରେ ଦାବି କଲେ ସୁଶିଲ

ପାଟନା,୩୦।୪: ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ଲୋକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ପାଇଁ କେନ୍ଦ୍ର ନିକଟରେ ପ୍ରସ୍ତାବ…