ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ପରଲୋକ

ଭୁବନେଶ୍ୱର,୮ା୬(ବ୍ୟୁରୋ)-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ସୋମବାର ପରଲୋକ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ତାଙ୍କ…

ଓଡ଼ିଶା: ଆଜିର ଫଟୋ (ଜୁନ୍ ୮, ୨୦୨୦)

ଶଟ୍‌ଡାଉନ୍‌ ଖୋଲିବା ପରେ ରାଜଧାନୀ କଟକ ରୋଡରେ ଯାନବାହନ ଭିଡ଼। ଯାତ୍ରୀଙ୍କୁ ଗନ୍ତବ୍ୟସ୍ଥଳକୁ ନେଇଯିବା ପୂର୍ବରୁ ବାଦାମବାଡ଼ି ବସ ଷ୍ଟାଣ୍ଡରେ ଓଆର୍‌ଟିସି ବସ୍‌ଗୁଡିକୁ ବିଶୋଧନ କରାଯାଉଛି। ‘ବନ୍ଦେ…

ପରୀକ୍ଷା ନେଇ ଚିନ୍ତାରେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜୁଲାଇ ୬ରୁ ଆରମ୍ଭ ହେଉଥିବା ଯୁକ୍ତ ୩ ସେମିଷ୍ଟାର ତଥା ପିଜି ଶେଷବର୍ଷ ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର ତଥା…

ବନ୍ଧୁତ୍ୱ ପାଖରେ ହାର ମାନିଛି ଜାତିବାଦ

ଜୟପୁର,୮ା୬(ନି.ପ୍ର.)-ବନ୍ଧୁତା ପାଖରେ ସବୁ କିଛି ହୋଇପଡିଛି ତୁଚ୍ଛ। ଗ୍ରାମର ଜାତିବାଦର ପାଚେରି ସେମାନଙ୍କୁ ଅଟକାଇପାରିନି। ଜଣକ ପରିବାର ଭାଙ୍ଗିଯାଇଥିଲେ ଅନ୍ୟ ଜଣେ ସାହାରା ହୋଇଛି। ଜଣେ ନିରାଶ୍ରୟ…

ମୁଖ୍ୟ ଚିକିତ୍ସାଳୟ ଲିଫ୍ଟ ଅଚଳ, ରୋଗୀ ହଇରାଣ

ମାଲକାନଗିରି,୮ା୬ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସଦର ମହକୁମା ମୁଖ୍ୟ ଚିକିତ୍ସାଳୟର ଲିଫ୍ଟ୍‌ ଦୀର୍ଘ ଏକମାସ ହେବ ଅଚଳ ହୋଇ ପଡିଛି। ଫଳରେ ରୋଗୀ ହନ୍ତସନ୍ତ ହେଉଛନ୍ତି। ୭ମହଲା ବିଶିଷ୍ଟ…

ବଜ୍ରପାତ ନେଲା ୧୦ ଜୀବନ

ଭୁବନେଶ୍ୱର, ୮।୬(ବ୍ୟୁରୋ) - ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହୋଇଛି। ଏହି ସମୟରେ ବଜ୍ରପାତ ଘଟି ୧୦ ଜଣଙ୍କ ଜୀବନ ଯାଇଛି। ନବରଙ୍ଗପୁର…

କୋଣାର୍କରେ ଖୋଲିଲା ଯାତ୍ରୀନିବାସ

କୋଣାର୍କ,୮ା୬(ଡି.ଏନ୍‌.ଏ.): କରୋନା ଯୋଗୁ ବନ୍ଦ ରହିଛି ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର। ପର୍ଯ୍ୟଟନସ୍ଥଳୀ କୋଣାର୍କ ଶୂନଶାନ। ବନ୍ଦ ହେବାର ଅଢ଼େଇ ମାସ ପରେ ସୋମବାର କୋଣାର୍କରେ ଯାତ୍ରୀନିବାସ ଓ…

ନଦୀକୁ ଖସିଲା ଜେସିବି, ବର୍ତ୍ତିଲେ ଚାଳକ

ମହାକାଳପଡ଼ା, ୮ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ବଡକୁଳ ଗ୍ରାମ ପାର୍ଶ୍ୱ ଲୁଣା ନଦୀ ଗର୍ଭକୁ ସୋମବାର ଏକ ଜେସିବି ମେଶିନ ଖସିପଡ଼ିଥିଲା। ଫଳରେ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି। କେନ୍ଦ୍ରାପଡା…

ବୋମାମାଡ଼ ଘଟଣାରେ ୬ ଗିରଫ

କଟକ ଅଫିସ,୮ା୬: ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟଙ୍କ ଉପରକୁ ବୋମାମାଡ଼ ଘଟଣାରେ ଜଗତପୁର ଥାନା ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…

ଡିଆଇଜିଙ୍କ ଆସିକା ଥାନା ପରିଦର୍ଶନ

ଆସିକା,୮ା୬(ଡି.ଏନ୍‌.ଏ.)-ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ସତ୍ୟବ୍ରତ ଭୋଇ ସୋମବାର ଆସିକା ଥାନା ପରିଦର୍ଶନରେ ଆସି ସମୀକ୍ଷା କରିଥିଲେ ା ଗତ ଏକ ବର୍ଷ ମଧ୍ୟରେ ଆସିକା ଥାନା ୱାରେଣ୍ଟି…